ରାଜ୍ୟ

ଆଜି ରାଜ୍ୟରେ ପୁଣି ୨୬୦୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୬୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ସ୍ତ୍ରୀଙ୍କୁ ଟ୍ରଲିରେ ନେବା ପ୍ରସଙ୍ଗ: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପୁରୀ ଜିଲା ସତ୍ୟବାଦୀ ବ୍ଲକର କବୀର ଭୋଇ ସ୍ତ୍ରୀଙ୍କୁ ପୁରୀରୁ କଟକ ବଡ଼ ମେଡିକାଲ ପର୍ଯ୍ୟନ୍ତ ନିଜେ ଟ୍ରଲିରେ ବୋହିନେବା ଘଟଣା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅପାରଗତାକୁ ପଦାରେ ପକାଇଛି। ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାର ଏହା ଏକ ନମୁନା ମାତ୍ର...

ଖସୁଛି ସଂକ୍ରମଣ ସଂଖ୍ୟା, ଚିନ୍ତା ବଢ଼ାଉଛି ମୃତ୍ୟୁ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୧୦ଦିନ ହେବ ଦୈନିକ ସଂକ୍ରମଣ କ୍ରମାଗତ ଭାବେ ଖସିବାରେ ଲାଗିଛି। ଏହି ୧୦ଦିନରେ ପଜିଟିଭ୍‌ ହାର ୮.୫୩%ରୁ ୬.୩୨%କୁ ଖସି ଆସିଛି। ସେହିପରି ଦୈନିକ ସଂକ୍ରମଣ କ୍ଷେତ୍ରରେ ସଂଖ୍ୟା ୪,୧୪୧ରୁ...

ଡିଲ୍‌ ବେଳେ ଶିକାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,(ବ୍ୟୁରୋ)/ସୋନପୁର, (ନି.ପ୍ର.)୧୪ା୧୦:ରାଜ୍ୟରେ ବନ୍ୟପ୍ରାଣୀ ଶିକାର ବିରୋଧରେ କଠୋର ଆଇନ ବ୍ୟବସ୍ଥା ରହିଛି। ହେଲେ କଡ଼ା ଆଇନ ଓ କଟକଣା ସତ୍ତ୍ୱେ ବନ ବିଭାଗ ବନ୍ୟପ୍ରାଣୀ ଶିକାରକୁ ରୋକିପାରୁ ନାହିଁ। ବିଶେଷକରି ଅନ୍ତର୍ଜାତୀୟ ବଜାରରେ ବାଘଛାଲର ବିଶେଷ ଚାହିଦା ରହିଥିବାରୁ ବାଘଙ୍କ...

ଟ୍ୟାପ୍‌ରୁ ମିଳିବ ଶୁଦ୍ଧ ପାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ବିକଶିତ ରାଷ୍ଟ୍ରର ଲୋକଙ୍କ ଭଳି ସିଧା...

ଗ୍ରାମାଞ୍ଚଳ ସଡ଼କ ନିର୍ମାଣରେ ଚଞ୍ଚକତା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ) ଅଧୀନ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଛି। ନିର୍ଦ୍ଧାରିତ ସମୟରେ କାମ ଶେଷ ନ ହେବା ଏବଂ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ଯୋଗୁ ରାଜକୋଷ ଉପରେ ଆର୍ଥିକ ବୋଝ ପଡୁଛି।...

ଲଗାଣବର୍ଷା: ପାହାଡ଼ ଧସିଲା

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି,୧୪ା୧୦(ସ୍ବ.ପ୍ର.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ...

୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା...

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା...

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...

ଆରୋଗ୍ୟ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬,...

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୩୧୫

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୨ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୮୯ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri