ନାରୀଙ୍କୁ ସମ୍ମାନ ପ୍ରଧାନ କର୍ତ୍ତବ୍ୟ ହେବା ଉଚିତ
ସୋନପୁର,୨୩।୨(ନି.ପ୍ର.) ଭାରତୀୟ ସାମ୍ବିଧାନିକ ବ୍ୟବସ୍ଥାରେ ପ୍ରତ୍ୟେକ ବ୍ୟକ୍ତିଙ୍କୁ ସମାନ ଅଧିକାର ଦିଆଯାଇଛି। ଯେଉଁଠି ଜାତି, ଧର୍ମ, ବର୍ଣ୍ଣ ବା ଲିଙ୍ଗର କୌଣସି ପ୍ରଭେଦ ନଥାଏ। କିନ୍ତୁ ନାରୀମାନଙ୍କ ପ୍ରତି ଏବେ ବି ଅଣଦେଖା କରାଯାଉଛି । ସେମାନେ ନିର୍ଯାତନାର ଶିକାର ହେଉଛନ୍ତି।…
ଟିଟିଲାଗଡ଼ ମହାଶିବରାତ୍ରୀ ମେଳା ବାତିଲ
ଟିଟିଲାଗଡ଼, ୨୩।୨ (ଡି.ଏନ.ଏ.) କରୋନା ମହାମାରି ନେଇ ଚଳିତ ବର୍ଷ ବଲାଙ୍ଗୀର ଜିଲା ଟିଟିଲାଗଡ ଧବଳେଶ୍ୱର ବାବାଙ୍କ ମହାଶିବ ରାତ୍ରୀ ମେଳା ବାତିଲ ହୋଇଛି। ସୋମବାର ସନ୍ଧ୍ୟାରେ ସ୍ଥାନୀୟ ପୌର ପରିଷଦ ସଭାଗୃହରେ ଦଧିବାମନ ଟ୍ରଷ୍ଟ ଅଧ୍ୟକ୍ଷ ତଥା ଉପଜିଲାପାଳ ସୋମେଶ…
ଏମଏସଏମଇ ପ୍ରତିଷ୍ଠା ଉପରେ ଗୁରୁତ୍ୱ
ଟିଟିଲାଗଡ଼, ୨୩।୨ (ଡି.ଏନ.ଏ) ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ରାଜ କନୱର ପାର୍କ ପରିସରରେ ଏମଏସମଏଇ କ୍ଷେତ୍ରରେ ଆଗ୍ରହୀ ଉଦ୍ୟୋଗୀଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଟିଟିଲାଗଡ ଉପଜିଲାପାଳ ସୋମେଶ ଉପାଧ୍ୟାୟ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲା ଶିଳ୍ପକେନ୍ଦ୍ର…
ସୁବିଧା ଥାଇ ରୋଗୀଙ୍କୁ ଶୋଷଣ
ଅନୁଗୋଳ ଅଫିସ, ୨୩।୨ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସରକାରୀ ଚିକିତ୍ସାଳୟରେ ରୋଗୀଙ୍କୁ ସମସ୍ତ ସେବା ଯେପରି ନିଃଶୁଳ୍କ ମିଳିପାରିବ ସେ ନେଇ ନାନା ବ୍ୟବସ୍ଥା କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ସମୟରେ ରୋଗୀଙ୍କୁ…
ସାଧୁ ବେଶରେ ଆସି ଲୁଟିନେଲେ ମୋବାଇଲ, ଟଙ୍କା
ସଇଁତଳା, ୨୩ା୨: ସାଧୁ ବେଶରେ ଆସି ଦୁଇ ଜଣ ବ୍ୟକ୍ତି ବଲାଙ୍ଗୀର ଜିଲା ସଇଁତଲା ବ୍ୟାଙ୍କ ଛକରେ ଥିବା ଏକ ମୋବାଇଲ ଦୋକାନୀଙ୍କଠାରୁ ମୋବାଇଲ ଓ ଟଙ୍କା ଲୁଟି ନେଇଛନ୍ତି। ଲୁଟ୍ର ଶିକାର ବ୍ୟବସାୟୀ ରମେଶ ସାହୁ ସଇଁତଳା ଥାନାରେ ଅଭିଯୋଗ…
ବିବାହ ମଣ୍ଡପରୁ ଜେଲ୍, ଆଉ ଜେଲରୁ ବିବାହ ବେଦୀ
ବାଲେଶ୍ୱର ଅଫିସ, ୨୨।୨- ବିବାହ ପାଇଁ ଅରାଜି ହେବାରୁ ପ୍ରେମିକାଙ୍କ ଅଭିଯୋଗକ୍ରମେ ଜେଲ୍ ଯାଇଥିଲେ ପ୍ରେମିକ। ପରେ ବାହା ହେବାକୁ ସମ୍ମତି ଜଣାଇବାରୁ କୋର୍ଟଙ୍କ ନିର୍ଦ୍ଦେଶ ପରେ ପୋଲିସ ପ୍ରେମିକଙ୍କୁ ଜେଲ୍ରୁ ବିବାହ ମଣ୍ଡପକୁ ଆଣିଥିଲା। ସୋମବାର ମନ୍ଦିରରେ ହାତଗଣ୍ଠି ପଡିବା…
ବର୍ଷେ ହେଲା ଓଡ଼ିଶା ସୀମାରେ ଆନ୍ଧ୍ର କରୁଛି ରାସ୍ତା
ଗୁଣପୁର,୨୩ା୨: ଓଡ଼ିଶାର ସୀମା ଅସୁରକ୍ଷିତ ହୋଇପଡ଼ିଛି। ଆନ୍ଧ୍ର ଚଞ୍ଚକତା କରି ଗୋଟିଏ ପରେ ଗୋଟିଏ ଅଞ୍ଚଳକୁ ମାଡ଼ିଚାଲିଛି। ଓଡ଼ିଶା ସୀମାବର୍ତ୍ତୀ ଗ୍ରାମ ଉପରେ ଆନ୍ଧ୍ରର ଦାଦାଗିରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଯୋଡ଼ିହୋଇଛି ଆଉ ଏକ ଗ୍ରାମ। ରାୟଗଡ଼ା ଜିଲା ଗୁଣପୁର…
ଖଣ୍ଡାରେ ହାଣି ଲୁଟିନେଲେ ୫ ଲକ୍ଷ
ଢେଙ୍କିକୋଟ, ୨୨।୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ନଂ ଜାତୀୟ ରାଜପଥ ପିପିଳିିଆ ଘାଟି ମଙ୍ଗଳାଠାରେ ଶରତ କୁମାର ବାରିକଙ୍କ ମିନିଟ୍ରକ ଅଟକାଇ ୪ଜଣ ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କଠାରୁ ୫ ଲକ୍ଷରୁ ଉଦ୍ଧର୍ବ ଟଙ୍କା ଲୁଟି ନେଇଥିଲେ। ଏ…
ମାନବିକତା ଦେଖାଇଲେ ମୁସଲମାନ ଯୁବକ
ସମ୍ବଲପୁର,୨୨ା୨(ବ୍ୟୁରୋ): ମାନିବିକତ ଆଗରେ କୌଣସି ଧର୍ମ ବଡ଼ ନୁହେଁ। ଏହାର ଜ୍ଜଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାର କୋଭିଡ୍ ହସ୍ପିଟାଲରେ। ମୃତ୍ୟୁ ଘଟିଥିବା ଜଣେ ଖ୍ରୀଷ୍ଟିୟାନ ମହିଳାଙ୍କ ଶେଷକୃତ୍ୟରେ ସାମିଲ ହୋଇଛନ୍ତି ମୁସଲମାନ ଯୁବକ। ସୂଚନା ଅନୁଯାୟୀ,…
ଅଟୋକୁ ଧକ୍କା ଦେବାରୁ ଯୁବକଙ୍କୁ ପିଟିପିଟି ମାରିଦେଲେ
ଯୋଡ଼ା,୨୨।୨: କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା-ବିଚାକୁଣ୍ଡି ରାସ୍ତା କଡ଼ରେ ଥିବା ଏକ ଠିକାସଂସ୍ଥା କାର୍ଯ୍ୟାଳୟ ସମ୍ମୁଖରେ ଗାଡ଼ି ଧକ୍କାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣରେ ଠିକା ସଂସ୍ଥାର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା…
ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୨୨ା୨- ଓଡ଼ିଶାରେ ସୋମବାର ୫୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୧୦୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୦, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୭, ପୁରୀ ଓ ବାଲେଶ୍ୱରରୁ ୬,…
ଆଶ୍ରମରେ ସନ୍ଥଙ୍କୁ ଗଳାକାଟି ହତ୍ୟା
ଅତାବିରା,୨୨।୨: ବରଗଡ଼ ଜିଲା ଅତାବିରା ଥାନା ଅଧୀନ ରେଙ୍ଗାଲି କ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ମାତାଡ଼େରା ଶିବବାଳା ଯୋଗେଶ୍ୱରୀ ଦେବୀ ଆଶ୍ରମରେ ଜଣେ ସନ୍ଥଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ସେ…
Archives


