ରାଜ୍ୟ

ପୋଲିସ ଗାଡ଼ି ଭଙ୍ଗାରୁଜା ଘଟଣା: ୬୭ ବସ୍ତିବାସିନ୍ଦା ଗିରଫ

କଟକ ଅଫିସ,୧୩।୫: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସିଏମ୍‌ସି କର୍ମଚାରୀ ଓ ପୋଲିସ ଉପରେ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ୬୭ ଜଣ…

ପୁଣି କରୋନା ନେଲା ୧୯ ଜୀବନ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୯ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ…

ରାଜ୍ୟରେ ଆଜି ୧୦,୬୪୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୬୮୪ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ଭୁବନେଶ୍ୱରରେ ଦ୍ରୁତ ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର, ୧୩।୫(ବ୍ୟୁରୋ):ରାଜ୍ୟରେ କରୋନା ନିୟନ୍ତ୍ରଣାଧୀନ କୁହାଯାଉଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାକୁ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବାରୁ ଚିନ୍ତା ବଢ଼ିଛି। କିଛିଦିନ ହେବ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ଏବେ…

ପୋଲିସ ପାଇଁ ୧୧ ହଜାର ଟଙ୍କା ଦେଲେ ୬ ବର୍ଷର ଶିଶୁ

ଭୁବନେଶ୍ୱର,୧୩ା୫(ବ୍ୟୁରୋ):କରୋନା ମୁକାବିଲାରେ ଆଗଧାଡ଼ିର ଯୋଦ୍ଧା ସାଜିଛନ୍ତି ପୋଲିସ କର୍ମଚାରୀ। ନିଜ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଲୋକଙ୍କ ପାଇଁ ରାସ୍ତାରେ ଜଗୁଥିବାବେଳେ ଅମାନିଆଙ୍କୁ ଧରି ସାବାଡ କରୁଛନ୍ତି। ତେବେ ଏହି ସମୟରେ କରୋନାରେ ସଂକ୍ରମିତ ମଧ୍ୟ ହେଉଛନ୍ତି। ଏପରି ସ୍ଥଳେ…

ଆଜିଠୁ ଟିକା ନେବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ସମସ୍ତ ନିର୍ଦ୍ଦେଶାଳୟ, ବିଭାଗ ମୁଖ୍ୟ କାର୍ଯ୍ୟାଳୟ ଓ ସରକାରଙ୍କ ଅଧୀନରେ ଥିବା ରାଜ୍ୟ ପିଏସ୍‌ୟୁଗୁଡ଼ିକର କର୍ମଚାରୀମାନେ ଟିକା ନେବେ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବାବେଳେ ଗୁରୁବାରଠାରୁ ଏହି ଟିକାକରଣ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ…

ହେଲ୍ପଲାଇନ୍‌ ନମ୍ବର ଅଭିଯୋଗକୁ ଗୁରୁତ୍ୱ

କଟକ ଅଫିସ,୧୩ା୫:ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୁଧବାର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରାଜ୍ୟରେ ବର୍ତ୍ତମାନ କୋଭିଡ୍‌ ସ୍ଥିତି କିଭଳି ରହିଛି, ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଚେକ୍‌ ପୋଷ୍ଟ, ଟିକାକରଣ କେନ୍ଦ୍ରରେ…

ରକ୍ତଦାନ କରୁଥିବା ବ୍ୟକ୍ତିଙ୍କ ତାଲିକା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅପରାହ୍ନରେ ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକଳାପର ସମୀକ୍ଷା କରିଛନ୍ତି। ଓଡ଼ିଶା ମୋ ପରିବାର ଦ୍ୱାରା କରାଯାଉଥିବା ସାମାଜିକ କାର୍ଯ୍ୟକ୍ରମ ଜୀବନ ବିନ୍ଦୁ, କୋଭିଡ୍‌ ସମୟରେ ଶବଦାହ ପାଇଁ ଆରମ୍ଭ କରାଯାଇଥିବା ହେଲ୍ପଡେସ୍କ, ରକ୍ତଦାନ କରୁଥିବା ବ୍ୟକ୍ତିବିଶେଷଙ୍କର…

ଟଙ୍କା ନେଉଛନ୍ତି କର୍ମଚାରୀ, କଏଦୀ ଟାଣୁଛନ୍ତି ଗଞ୍ଜେଇ

ଭୁବନେଶ୍ୱର,୧୩ା୫(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର ଜେଲ ପାଲଟିଛି ଅପରାଧୀଙ୍କ ସୁରକ୍ଷିତ ଆଡ୍ଡାସ୍ଥଳ। ସଜା ନୁହେଁ, ଭିତରେ ବିତୁଛି ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଅୟସ ଜୀବନ। ନିଶା ସେବନ ସହ ନାଚଗୀତ ମଉଜ ମଜଲିସ୍‌ ସବୁ କିଛି ଚାଲୁଛି। ମୋବାଇଲ ଫୋନ୍‌ରେ ବି ଅପରାଧ ନିୟନ୍ତ୍ରଣ ହେଉଛି।…

ମେଡିକାଲ ଅଫିସର ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ଅନୁଷ୍ଠିତ ମେଡିକାଲ ଅଫିସର ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ମୋଟ ୧,୪୯୧ଜଣ ପରୀକ୍ଷା ଦେଇଥିବାବେଳେ ୭୮୬ଜଣ କୃତକାର୍ଯ୍ୟ ହୋଇଛନ୍ତି। ଏମାନଙ୍କ ନିଯୁକ୍ତି ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିଛି ଓପିଏସ୍‌ସି।…

ଆଉ ୩ ଦିନ ଝଡ଼ବର୍ଷା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ଧରି ଲାଗି ରହିଥିବା ଝଡ଼ବର୍ଷା ଯୋଗୁ ଗ୍ରୀଷ୍ମ ପ୍ରକୋପ ହ୍ରାସପାଇଛି। ପାରଦ ୩୮ ଡିଗ୍ରୀ ସେଲ୍‌ସିୟସ୍‌ ତଳେ ରହିଛି। ଆସନ୍ତା ୩ ଦିନ ଯାଏ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ…

ଏଣିକି ୬ ସପ୍ତାହ ପରେ କୋଭିଶିଲ୍ଡ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୧୨।୫(ବ୍ୟୁରୋ):କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ପାଇଁ କୋୱିନ ପୋର୍ଟାଲକୁ ବୁଧବାରଠାରୁ ସଂଶୋଧନ କରିଛି। ପୂର୍ବରୁ କୋଭିଶିଲ୍ଡର ପ୍ରଥମ ଡୋଜ୍‌ ନେବାର ୨୮ ଦିନ ଅର୍ଥାତ୍‌ ୪ ସପ୍ତାହ ପରେ ଦ୍ୱିତୀୟ ଡୋଜ୍‌ ଟିକା ନେବା ପାଇଁ ନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri