ରାଜ୍ୟ

‘କାର୍ତ୍ତିକ ଶେଷ ଯାଏ ଦର୍ଶନ ବନ୍ଦ ରହୁ’

ପୁରୀ ଅଫିସ,୧୩।୧୦: କରୋନା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ରହିଛି। ମାତ୍ର ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳୀ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ପ୍ରଶାସକ ଡ....

୨୨ରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ସୋମବାର ଆଉଏକ ତାଲିକା ପ୍ରକାଶ ପାଇଛି। ଯୁକ୍ତ୩ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ଦ୍ୱିତୀୟ...

ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ...

ଆଶୀର୍ବାଦ ପାଇଁ ସିଂହଦ୍ୱାରରେ ଆରାଧନା

ପୁରୀ ଅଫିସ, ୧୩।୧୦: ସେ ଭାବର ଠାକୁର, ଭକ୍ତର ଭଗବାନ। ଭକ୍ତି ଭାବରେ ସେ ବନ୍ଧା। ତାଙ୍କୁ ଯିଏ ଯେମିତି ଡାକନ୍ତି ତା’ ଡାକ ସେ ସେମିତି ଶୁଣନ୍ତି। ଏମିତି ଆସ୍ଥା ଓ ବିଶ୍ୱାସ ରଖି କାହିଁ କେତେ ଦୂରରୁ...

ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର,୧୩।୧୦ (ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ୍‌ ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)। ଇତିମଧ୍ୟରେ ୬ଦିନ ବିତିଯାଇଥିବାବେଳେ ଏହି ଘଟଣାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ରାଜ୍ୟ ମୁଖ୍ୟ...

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ...

ଆନ୍ତରିକତାହୀନ ମିଶନ

ଦୈନନ୍ଦିନ ଖାଦ୍ୟ ପାଇଁ ଆଳୁ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିଲେ ମଧ୍ୟ ଓଡ଼ିଶାରେ ଚାହିଦା ମୁତାବକ ଉତ୍ପାଦନ ହୋଇ ପାରୁନାହିଁ। ଫଳରେ ୮୦ ପ୍ରତିଶତ ଆଳୁ ବାହାର ରାଜ୍ୟରୁ ଭରଣା ହେଉଛି। ଏଥିପାଇଁ ବିଭିନ୍ନ ସମୟରେ ରାଜ୍ୟବାସୀଙ୍କୁ ଚଢ଼ା ଦର...

ସହାୟତା ଅପେକ୍ଷାରେ ସଂଗ୍ରହାଳୟ

ଢେଙ୍କାନାଳ ଅଫିସ, ୧୩।୧୦- ଐତିହ୍ୟସମ୍ପନ୍ନ ଜିଲା ଢେଙ୍କାନାଳ। ଜିଲାର କୋଣ ଅନୁକୋଣରେ କୀର୍ତ୍ତିରାଜିର ସମ୍ଭାର। ରାଜାରାଜୁଡ଼ା ଅମଳର ସଂଗ୍ରାମ ହେଉ କି ଗଡ଼ଜାତ ଆନ୍ଦୋଳନ ଅବା ସ୍ବାଧୀନତା ସଂଗ୍ରାମ ସବୁ କିଛି ଦେଖିଛି ଓଡ଼ିଶାର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲା।...

ସଂକ୍ରମଣ ସୀମା ଡେଉଁଛି

ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୫୦୮ରେ ସୀମିତ ଥିଲା। କିନ୍ତୁ ସେପ୍ଟେମ୍ବର ଆରମ୍ଭରୁ ଦୈନିକ ସଂକ୍ରମଣ ଶତକ ଛୁଇଁଥିଲା।...

ତାତିଲେ ଏମ୍‌ଡିଏମ୍‌ ପାଚିକା ସହାୟିକା

ମୁରିବାହାଲ, ୧୩।୧୦ (ଡି.ଏନ.ଏ.) ନିଖିଳ ଓଡିଶା ମଧ୍ୟାହ୍ନଭୋଜନ(ଏମଡିଏମ) ପାଚିକା ସହାୟକ ସଂଘ ବଲାଙ୍ଗୀର ଜିଲା କମିଟି ତରଫରୁ ୩ ଦଫା ଦାବି ନେଇ ସୋମବାର ମୁରିବାହାଲ ବ୍ଲକ ଅଫିସ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

ଏସ୍‌ଇସିସି ତାଲିକାରେ ଓ୍ବାର୍ଡବାସୀଙ୍କ ନାଁ ନାହିଁ

ମୁରିବାହାଲ, ୧୩।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ ଅନ୍ତର୍ଗତ ଚଳକି ଗଁା ୩ ନମ୍ବର ୱାର୍ଡର ଗୋଟିଏ ବି ପରିବାର ଏସଇସିସି (ସାମାଜିକ, ଅର୍ଥନୈତିକ, ଜାତିଗତ ଜନଗଣନା) ତାଲିକାରେ ନାହାନ୍ତି। ଫଳରେ ଗତ ୭ ବର୍ଷ ହେବ...

ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri