ଚତୁର୍ଥୀ ପୂର୍ବରୁ ଆତ୍ମହତ୍ୟା କଲେ ନବବଧୂ
ଢେଙ୍କାନାଳ ଅଫିସ,୨୦।୨: ଆଖିରେ ଆଖିଏ ସ୍ବପ୍ନ, ମନରେ ଅସୁମାରୀ ଆଶା ନେଇ ମାତ୍ର ୩ଦିନ ତଳେ ଆରମ୍ଭ କରିଥିଲେ ନୂଆ ଜୀବନ। ଲିଭି ନ ଥିଲା ପାଦର ଅଳତା କି ଫିକା ପଡ଼ି ନ ଥିଲା ହାତର ମେହେନ୍ଦି। ହେଲେ ସବୁ…
ଯନ୍ତ୍ରୀଙ୍କ କାର୍ ଧକ୍କାରେ ବାଇକ୍ ଆରୋହୀଙ୍କ ଜୀବନ ଗଲା
ବରଗଡ଼ ଅଫିସ, ୨୦।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା କଣ୍ଠିପାଲି ମୁଖ୍ୟ ରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ କାର୍ (ନଂ.ଓଆର୧୭ଜେ/୫୪୨୪) ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଅମ୍ବାଭୋନା ଥାନା ଭୁକ୍ତା ନିବାସୀ ସୁଦର୍ଶନ ପାତିକାର(୪୭)। କ୍ଷତିପୂରଣ…
ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ
ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା ଫାଣ୍ଡି ଅଧିକାରୀ ଠଣ ସୁନ୍ଦର ପ୍ରଧାନ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ମଦ୍ୟପାନ କରି…
ଜୀବନ ସଂଗ୍ରାମରେ ହାରିଗଲେ ସ୍ବାଧୀନତା ସଂଗ୍ରାମୀ
ସମ୍ବଲପୁର,୨୦ା୨(ବ୍ୟୁରୋ): ଜୀବନ ସଂଗ୍ରାମରେ ହାରିଯାଇଛନ୍ତି ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତା। ସମ୍ବଲପୁରର ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ୯୫ ବର୍ଷରେ ଶନିବାର ତାଙ୍କର ପରଲୋକ ଘଟିଛି। ଶେଷଶଯ୍ୟା ନିକଟରେ ପୋଷ୍ୟ ଭାବେ ଗ୍ରହଣ କରିଥିବା ଝିଅ ନୀରୁତ୍ପଳା ଗୁପ୍ତା, ଜ୍ୱାଇଁ ପ୍ରଫୁଲ୍ଲ…
ଅନ୍ୟଜାତିରେ ବିବାହ କରିଥିବାରୁ ମିଳିଲାନି କାନ୍ଧ, ସରପଞ୍ଚ ଦେଖାଇଲେ ମଣିଷପଣିଆ
ଖପ୍ରାଖୋଲ,୨୦ା୨: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅଧୀନ ବାହାଲଭଟଲି ଗାଁର ଅସହାୟ ବୃଦ୍ଧ ବାବୁଲାଲ ପୁଟେଲ(୬୫)ଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିଲା। ସେ ଅନ୍ୟ ଜାତିର ବିବାହ କରିଥିବାରୁ ତାଙ୍କୁ କାନ୍ଧ ଦେବାକୁ କେହି ଆସି ନ ଥିଲେ।…
ଆହୁରି ୨୪ ଘଣ୍ଟା ରହିବ କୋହଲା ପାଗ
ଭୁବନେଶ୍ବର, ୨୦।୨: ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ କୋହଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନା ଯୋଗ୍ୟ, କନ୍ଧମାଳ…
ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ, ମହିଳା ସଂରକ୍ଷଣ ନ କଲେ ଇତିହାସ କ୍ଷମା ଦେବନି : ନବୀନ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଶନିବାର ନୀତି ଆୟୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନିର୍ବାଚିତ ସରକାରଙ୍କୁ କାମ କରିବାକୁ ଦିଆଯାଉ ବୋଲି କହିଛନ୍ତି। ଏହାଛଡ଼ା ଏବେ ପ୍ରତ୍ୟେକ ଅପରାଧକୁ ରାଜନୀତିକରଣ କରାଯାଉଛି। ନିର୍ବାଚିତ ସରକାରର ପ୍ରତି କାମକୁ…
ଅନନ୍ତ ନାୟକ ହେଲେ ଜାତୀୟ ଏସ୍ଟି କମିଶନ ସଦସ୍ୟ
କେନ୍ଦୁଝର,୨୦।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୂର୍ବତନ ଭାଜପା ଏମ୍ପି ଅନନ୍ତ ନାୟକଙ୍କୁ ଜାତୀୟ ଅନୁସୂଚିତ ଜନଜାତି କମିଶନ ଭାବେ ନିଯୁକ୍ତି ମିଳିଛି। ଏହାକୁ ନେଇ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଭାରତର ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ମର୍ଯ୍ୟାଦାପୂର୍ଣ୍ଣ ପଦବୀ ମିଳିଛି।…
ପୁଣି ଘାରିଲା କୋଭିଡ୍ ଭୟ: ଓଡ଼ିଶାରେ ଲକ୍ଡାଉନ୍ ସମ୍ଭାବନାକୁ ଏଡାଇ ହେବନି ବୋଲି କହିଲେ ଡିଏମ୍ଇଟି
ଭୁବନେଶ୍ୱର,୨୦।୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କୋଭିଡ କେସ୍ ସଂଖ୍ୟା କମୁଛି। ଏବେ ଲକ୍ଡାଉନ୍ର ସମ୍ଭାବନା ନାହିଁ, ମାତ୍ର ସମ୍ଭାବନାକୁ ଏଡାଇ ହେବନି। କୋଭିଡ୍ର ସାମ୍ପ୍ରତିକ ସ୍ଥିତିକୁ ନେଇ ଏଭଳି କହିଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି। ଲୋକେ ନିଜେ ସଚେତନ ରହିଲେ, ଲକ୍ଡାଉନ୍କୁ ଏଡାଇ…
‘ଭିତ୍ତିଭୂମି ସଜାଡ଼ି ପାରିଛି ଆଇଆଇଆଇଟି’
ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ଭୁବନେଶ୍ୱରରେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଆଇଟି) ଜାତୀୟସ୍ତରରେ ପ୍ରମୁଖ ଅନୁଷ୍ଠାନ ଭାବେ ଉଭା ହୋଇଛି। ୨୦୦୬ରେ ଆରମ୍ଭ ହୋଇଥିବା ଏହି ପ୍ରତିଷ୍ଠାନ ନିଜର ଭିତ୍ତିଭୂମି ସଜାଡ଼ି ପାରିଛି। ଶୈଖିକ ପରିବେଶ, ଗୁଣବତ୍ତା, ଉଚ୍ଚ…
ସୌର ପ୍ରକଳ୍ପ ପାଇଁ ୭୦ କୋଟି ବ୍ୟୟବରାଦ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ରାଜ୍ୟରେ ୨୦୨୨ ସୁଦ୍ଧା ୨୨୫୦ ମେଗାଓ୍ବାଟ୍ ସୌରଶକ୍ତି ଉତ୍ପାଦନ ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ଓଡ଼ିଶା ଅଣପାରମ୍ପରିକ ନୀତି -୨୦୧୬ ଅନୁଯାୟୀ ଏହି ସୌର ପ୍ରକଳ୍ପ ସ୍ଥାପନ କରାଯିବ। ରାଜ୍ୟରେ ଏ ପର୍ଯ୍ୟନ୍ତ ୪୭୨ ମେଗାଓ୍ବାଟ୍ ସୌରଶକ୍ତି ଉତ୍ପାଦନ…
ଭିଡିଓ ଭାଇରାଲ ନେଇ ବିଜେଡି, ଭାଜପା ମୁହାଁମୁହିଁ
ଭୁବନେଶ୍ୱର,୨୦।୨(ବ୍ୟୁରୋ): ବିଧାନସଭାରେ ଆଲୋଚନା ପାଇଁ ଚାଷୀ ସମସ୍ୟା, ସୀମା ବିବାଦ, ଓଡିଶା ସୀମାରେ ଆନ୍ଧ୍ର ନିର୍ବାଚନ କରାଇବା, ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ଆଦି ପ୍ରସଙ୍ଗ ରହିଛି। ଏହି ସମୟରେ ରାଜ୍ୟ ସରକାର ଜାଣିଶୁଣି ଏସ୍ଆଇଟିକୁ ଲଗାଇ ପରୀ ହତ୍ୟାକାଣ୍ଡ ସମ୍ପର୍କିତ…
Archives


