ରେଡ୍ ଜୋନ୍ରେ ୨୫ ଜିଲା
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି କୁହାଯାଉଛି। ଯଦିଓ ସଂକ୍ରମଣ ବୃଦ୍ଧି ପାଉନି କିନ୍ତୁ ସେଭଳି ହ୍ରାସ ମଧ୍ୟ ପାଇନାହିଁ। ବିଭିନ୍ନ…
ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ
ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ ସାମଗ୍ରୀ, ଔଷଧ ଓ ପିଲାମାନଙ୍କ ପାଠପଢ଼ା ଲାଗି ଖର୍ଚ୍ଚ ହେଉଥିଲା। ହେଲେ କରୋନା ଦାଉ…
ସଙ୍କଟରେ କୌଳିକ ବୃତ୍ତି
କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି ବହୁ କାଳରୁ ବଞ୍ଚିଆସୁଥିବା ସମ୍ପ୍ରଦାୟ ହେଉଛନ୍ତି କୁମ୍ଭକାର ବା କୁମ୍ଭାର। ମାଟିରୁ ହାଣ୍ଡି, ମାଠିଆ,…
ଲିଙ୍କ୍ରେ କ୍ଲିକ୍ କଲେ ଆକାଉଣ୍ଟ ହ୍ୟାକ୍
ଭୁବନେଶ୍ୱର,୧୧।୫(ବ୍ୟୁରୋ): ସାଇବର ଅପରାଧୀମାନେ ନୂଆ ଉପାୟରେ ଲୋକଙ୍କୁ ଠକିଚାଲିଛନ୍ତି। ପୋଲିସ ଯେତେ ଚେଷ୍ଟା କଲେ ବି ସେମାନଙ୍କଠାରୁ ପଛରେ ପଡ଼ିଯାଉଛି। ରାଜ୍ୟରେ କରୋନା ପାଇଁ ଲକ୍ଡାଉନ, ଶଟ୍ଡାଉନ୍ ଜାରି ରହିଥିବାବେଳେ ଲୋକେ ଘରେ ରହି ଅଧିକାଂଶ ସମୟ ଇଣ୍ଟରନେଟ୍ରେ ବିତାଉଛନ୍ତି। ଏହାର…
ମଶାଣିରେ ଫିଙ୍ଗିଦେଲେ ମୃତଦେହ
କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ କରିବା ଦାୟିତ୍ୱରେ ଥିବା କର୍ମଚାରୀ ମଧ୍ୟ ମୃତଦେହକୁ ସମ୍ମାନ ଦେଉନାହାନ୍ତି। ଏଭଳି ଏକ ଘଟଣା…
ସରକାରୀ ଖାତାରେ ବଢ଼ୁନି ସଂଖ୍ୟା
ଅନୁଗୋଳ ଅଫିସ, ୧୧ା୫ ଅନୁଗୋଳ ଜିଲାରେ କରୋନାକୁ ବର୍ଷେ ପୂରଣ ହୋଇଛି। ୨୦୨୦ ମେ ୧୦ ଅର୍ଥାତ୍ ଠିକ୍ ବର୍ଷକ ତଳେ ଏକାବେଳେ ଜିଲାରୁ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତେବେ ବର୍ଷକ ମଧ୍ୟରେ ମୋଟ୍ ଚିହ୍ନଟଙ୍କ ସଂଖ୍ୟା ୨୦ ହଜାର…
ଚନ୍ଦନଯାତ୍ରା ପାଇଁ ସେବାୟତଙ୍କ ଜୀବନବୀମା
ପୁରୀ ଅଫିସ,୧୧।୫: ଅକ୍ଷୟ ତୃତୀୟାରେ ଚନ୍ଦନଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସଭାପତିତ୍ୱରେ ଏକ ସ୍ବତନ୍ତ୍ର ଭିଡିଓ କନଫରେନ୍ସ ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକର ଚୂଡ଼ାନ୍ତ…
ପେଟ୍ରୋଲ ୨୬, ଡିଜେଲ ୩୬ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୫: କରୋନା ମହାମାରୀ ସମୟରେ କ୍ରମାଗତ ଭାବେ ଦେଶରେ ତୈଳ ଦର ବୃଦ୍ଧି ପାଉଛି। ଗତ ୨ଦିନର ବିରତି ପରେ ପୁଣି ଥରେ ଏହା ବଢିଛି। ଫଳରେ ସାରା ଦେଶରେ ତେଲ ଦର ରେକର୍ଡ କରିବା ସହ ୩ ପ୍ରମୁଖ ରାଜ୍ୟ…
ଦୁର୍ଗମ ଅଞ୍ଚଳରେ ସୌରଶକ୍ତିରେ ଜଳସେଚନ
ଭୁବନେଶ୍ୱର,୧୧।୫(ବ୍ୟୁରୋ): କମାଣ୍ଡ ଏରିଆରେ ଜଳସେଚନ ପରିଚାଳନା, ବିଜୁ କୃଷକ ବିକାଶ ଯୋଜନାରେ ସୌରଶକ୍ତି ମାଧ୍ୟମରେ ଦୁର୍ଗମ ଅଞ୍ଚଳରେ ଗଭୀର ନଳକୂପ ସାହାଯ୍ୟରେ ଜଳସେଚନ କରାଯିବ। ଜଳସମ୍ପଦ ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁର କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…
ହାଇକୋର୍ଟରେ ଗୋଳନ୍ଥରା ହାଜତ ମୃତ୍ୟୁ
କଟକ ଅଫିସ, ୧୧।୫: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ଘଟଣାରେ ସୋମବାର ଭାରତୀୟ ବିକାଶ ପରିଷଦର ରାଜ୍ୟ ସଭାପତି ସୁରେନ୍ଦ୍ର ପାଣିଗ୍ରାହୀ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ସେ ତାଙ୍କ ପିଟିଶନରେ ଦର୍ଶାଇଛନ୍ତି, ଗୋଳନ୍ଥରା ଥାନା ଅଧୀନ…
ଆଜି ସବୁ ଜିଲାରେ ଟିକାକରଣ
ଭୁବନେଶ୍ୱର, ୧୧।୫(ବ୍ୟୁରୋ):ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହୋଇଛି। ପୂର୍ବରୁ ଦୈନିକ ପ୍ରାୟ ୨ଲକ୍ଷ ଟିକା ଦିଆଯାଉଥିବାବେଳେ ଏହାର ଅଭାବ ଯୋଗୁ ଏଥିରେ ବ୍ୟାଘାତ ସୃଷ୍ଟି ହୋଇଥିଲା। ଫଳରେ ରାଜ୍ୟରେ ଦୈନିକ ଟିକାକରଣ ୨୦ହଜାର ତଳକୁ ଖସିଯାଇଥିଲା। ପ୍ରତିଦିନ ବିଭିନ୍ନ ଜିଲାରେ ଟିକାକରଣ…
ଚିନ୍ତା ବଢ଼ାଇଲାଣି ମ୍ୟୁକୋରମାଇକୋସିସ୍
ଭୁବନେଶ୍ୱର, ୧୧।୫(ବ୍ୟୁରୋ): କରୋନା ପରେ ଏବେ ଡରାଇଲାଣି ‘ମ୍ୟୁକୋରମାଇକୋସିସ୍’(ବ୍ଲାକ୍ ଫଙ୍ଗସ୍)। ଦିଲ୍ଲୀ, ଗୁଜରାଟ, ମୁମ୍ବାଇ ପରେ ଏବେ ଓଡ଼ିଶାରେ ଏହି ମାରାତ୍ମକ ବ୍ଲାକ୍ ଫଙ୍ଗସ୍ ରୋଗ ଦେଖାଯାଇଛି। ସୋମବାର ରାଜ୍ୟରେ ପ୍ରଥମ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି…
Archives


