ବିଦେଶରୁ ଆସିବ ଟିକା
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟ ସରକାର ଲୋକଙ୍କୁ ଟିକା ଦେବା ପାଇଁ ଗ୍ଲୋବାଲ ଟେଣ୍ଡର ବ୍ୟବସ୍ଥା ଆପଣାଇବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ଏକ ସ୍ବାଗତଯୋଗ୍ୟ ପଦକ୍ଷେପ। ଗ୍ଲୋବାଲ ଟେଣ୍ଡର କରାଗଲେ ରାଜ୍ୟ…
ପୂର୍ବତନ ସଂସ୍କୃତି ସଚିବ ଗୋପୀନାଥ ମହାନ୍ତିଙ୍କ ପରଲୋକ
ବାଲେଶ୍ୱର ଅଫିସ, ୧୦।୫: ପୂର୍ବତନ ସଂସ୍କୃତି ବିଭାଗ ସଚିବ ତଥା ବରିଷ୍ଠ ଆଇଏଏସ୍ ଅଫିସର ଗୋପୀନାଥ ମହାନ୍ତି(୭୨)ଙ୍କ ସୋମବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ପୂର୍ବତନ ସଚିବ ଗୋପୀନାଥଙ୍କ ଘର…
ରାଜ୍ୟରେ ଟିହ୍ନଟ ହେଲା ବ୍ଲାକ ଫଙ୍ଗସ୍
ଭୁବନେଶ୍ୱର,୧୦।୫: ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ନିକଟରେ ବ୍ଲାକ ଫଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି। ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଚିହ୍ନଟ ରୋଗୀଙ୍କ ବୟସ ୭୧ ବର୍ଷ ଓ ସେ…
ମୃତ କୋଭିଡ୍ ଆକ୍ରାନ୍ତଙ୍କ ମୋବାଇଲ ଫୋନ୍ , ଟଙ୍କା ଲୁଟ୍
ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା କୋଭିଡ୍ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କ ନାମରେ ପୁଣି ଅଭିଯୋଗ ଆଣିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ। ସୋମବାର ମୃତ କରୋନା ରୋଗୀ ମଧୁସୂଦନ ବିଶ୍ୱାଳଙ୍କ ଶଳା ଶେଖର ଖମାରୀ ଝାରସୁଗୁଡ଼ା ଟାଉନ ଥାନାରେ ହସ୍ପିଟାଲ୍ ମ୍ୟାନେଜର ଦେବ ନାୟକଙ୍କ…
ବାହାଘର ପାଇଁ ଦରକାର ପରିବାରବର୍ଗଙ୍କ କରୋନା ଟେଷ୍ଟ ରିପୋର୍ଟ
ଛତ୍ରପୁର,୧୦ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ କଟକଣା ମଧ୍ୟରେ ବିବାହ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିବାହରେ ୫୦ ଲୋକ ଏକାଠି ହୋଇପାରିବେ। ଏଥିପାଇଁ ସ୍ଥାନୀୟ ପ୍ରଶାସନଠାରୁ ଅନୁମତି ନେବାକୁ ପଡ଼ିବ। ବାହାଘରରେ ଯୋଗଦେବାକୁ ଥିବା…
ଫରକ୍ ପଡୁନି ଲକ୍ଡାଉନ
ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଥିବା ବେଳେ ବାଉଁଶୁଣୀ ଅଞ୍ଚଳରେ ସମସ୍ତ ଦୋକାନ ସବୁବେଳେ ଖୋଲୁଛି। ଫଳରେ ଲୋକଙ୍କ ଭିଡ…
ଅଟୋ ଚାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର/ନୂଆପଡ଼ା,୧୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ନୂଆପଡ଼ା ଜିଲାରେ ଅଟୋ ରିକ୍ସାରେ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଉ ଥିବା କୁମର ତାଣ୍ଡିଙ୍କୁ ପ୍ରଶଂସା କରି ଧନ୍ୟବାଦ ଜଣାଇଛନ୍ତି। ବର୍ତ୍ତମାନ କରୋନାର ଦ୍ୱିତୀୟ ଲହରରେ ଭୟଭୀତ ଜନସାଧାରଣଙ୍କୁ ଅଟୋରେ ସ୍ବାସ୍ଥ୍ୟକେନ୍ଦ୍ର ଏବଂ…
ଦୁର୍ଦ୍ଦିନରେ କୁମ୍ଭକାର ପରିବାର
ଲଙ୍ଗଳେଶ୍ୱର, ୧୦।୫(ଡି.ଏନ.ଏ.)-ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ଓଡ଼ିଶାରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଯେପରି ଅଧିକ ନ ବଢ଼ିବ ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି। ଅତି…
ସୁନ୍ଦରଗଡ଼, ଅନୁଗୋଳରେ ପ୍ରତିଷ୍ଠା ହେବ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ସୁନ୍ଦରଗଡ଼ ଏବଂ ଅନୁଗୋଳ ଜିଲାରେ ୨ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ପ୍ରତିଷ୍ଠା କରିବା ପାଇଁ ମହାନଦୀ କୋଲ ଫିଲ୍ଡ ଲିମିଟେଡ୍ (ଏମ୍ସିଏଲ୍) ବୋର୍ଡ ଅନୁମୋଦନ ଦେଇସାରିଛି। ଏଥିଲାଗି କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ରବିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…
ପଥରଶିଳ୍ପ: ଓଡ଼ିଆର ଜାତିଗତ ସମ୍ପଦ
ବାହାର ଲେଖକମାନେ ଶାସ୍ତ୍ରର ମୂଳ ରହସ୍ୟକୁ ଖୋଜି ନ ଥିଲାପରି ମନେହୁଏ। ଯିଏ ଖୋଜିଛନ୍ତି ସେ କିମ୍ଭୂତକିମାକାର ତର୍ଜମା କରି ଓଡ଼ିଆ ସାଂସ୍କୃତିକ ପରମ୍ପରାକୁ କତରା (ଶେଯ) ଲାଗି କରିବାକୁ ଚେଷ୍ଟା କରିଛନ୍ତି। ଶୁଆଇ ଦେବାକୁ ଚାହିଁଛନ୍ତି। ଓଡ଼ିଆରେ ଗୋଟିଏ କଥା…
୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ
କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍ସ ଏମ୍ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ ପିଠା…
୬୦ ହଜାର ଟଙ୍କା ପାଇଁ ବନ୍ଧାପଡ଼ିିଲା ମୃତଦେହ
ଭୁବନେଶ୍ୱର, ୧୦ା୫(ବ୍ୟୁରୋ):କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ। ଏହାର ସୁଯୋଗ ନେଇ କେତେକ ଘରୋଇ ହସ୍ପିଟାଲ ରୋଗୀଙ୍କୁ ଶୋଷଣ କରିବାରେ ଲାଗିପଡ଼ିଛନ୍ତି। ପ୍ରଥମେ ରୋଗୀର ଅବସ୍ଥା ଗୁରୁତର କହି ଆଇସିୟୁରେ ଭର୍ତ୍ତି କରୁଛନ୍ତି। ମୃତ୍ୟୁପରେ ସହସ୍ରାଧିକ ଟଙ୍କା ଦାବି କରିବା ସହ…
Archives


