ରାଜ୍ୟ

ବଦଳିଲା ୧ନଂ. ପରିବା ହାଟ ନିୟମ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପରିବା ହାଟ ସକାଳ ୬ଟାରୁ ୧୨ଟା ଯାଏ ଖୋଲା ରହିବାକୁ ନିୟମ ହୋଇଥିଲା। ତେବେ ହାଟରେ ଲୋକଙ୍କ ଅତ୍ୟଧିକ ଗହଳି ଦେଖିବାକୁ ମିଳୁଥିବାରୁ ଏହି ନିୟମରେ କିଛିଟା ପରିବର୍ତ୍ତନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ହାଟ ପାଖକୁ…

ପୁଣି କରୋନା ନେଲା ୧୮ ଜୀବନ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ୧୮ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୧୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୮ ମୃତକଙ୍କ ମଧ୍ୟରୁ ଅନୁଗୋଳରେ ସର୍ବାଧିକ…

୧୦ ହଜାର ତଳକୁ ଖସିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୯,୭୯୩ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ମଙ୍ଗଳବାର ରାଜ୍ୟରେ ୯,୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫୫୩୪ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୨୫୯ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

୧୪ ଯାଏ ଝଡ଼ବର୍ଷା ଆଶଙ୍କା

ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଝଡବର୍ଷା ଲାଗି ରହିବା ଫଳରେ ଗ୍ରୀଷ୍ମର ପ୍ରକୋପରୁ ରାଜ୍ୟବାସୀଙ୍କୁ ତ୍ରାହି ମିଳିଛି। ପାରଦ ୪୦ ଡିଗ୍ରୀ ତଳେ ରହିଛି। ରବିବାର ମଧ୍ୟରାତ୍ରିରେ ଉପକୂଳ ଓଡିଶାର ଅନେକ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଛି।…

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍‌ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ ଟ୍ରେନ୍‌ରେ ଦିଲ୍ଲୀ ଏବଂ ଦେଶର ଯେକୌଣସି ସ୍ଥାନରୁ ଗୋଆ ଯାଉଥିବା ଯାତ୍ରୀଙ୍କ ପାଇଁ ଉଭୟ…

ରେଡ୍‌ ଜୋନ୍‌ରେ ୨୫ ଜିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଦୈନିକ କରୋନା ସଂକ୍ରମଣ ପ୍ରାୟ ୧୦ହଜାର ପାଖାପାଖି ରହୁଛି। ତେଣୁ ସଂକ୍ରମଣ ଏବେ ସ୍ଥିର ରହିଛି ବୋଲି କୁହାଯାଉଛି। ଯଦିଓ ସଂକ୍ରମଣ ବୃଦ୍ଧି ପାଉନି କିନ୍ତୁ ସେଭଳି ହ୍ରାସ ମଧ୍ୟ ପାଇନାହିଁ। ବିଭିନ୍ନ…

ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ

ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ ସାମଗ୍ରୀ, ଔଷଧ ଓ ପିଲାମାନଙ୍କ ପାଠପଢ଼ା ଲାଗି ଖର୍ଚ୍ଚ ହେଉଥିଲା। ହେଲେ କରୋନା ଦାଉ…

ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି ବହୁ କାଳରୁ ବଞ୍ଚିଆସୁଥିବା ସମ୍ପ୍ରଦାୟ ହେଉଛନ୍ତି କୁମ୍ଭକାର ବା କୁମ୍ଭାର। ମାଟିରୁ ହାଣ୍ଡି, ମାଠିଆ,…

ଲିଙ୍କ୍‌ରେ କ୍ଲିକ୍‌ କଲେ ଆକାଉଣ୍ଟ ହ୍ୟାକ୍‌

ଭୁବନେଶ୍ୱର,୧୧।୫(ବ୍ୟୁରୋ): ସାଇବର ଅପରାଧୀମାନେ ନୂଆ ଉପାୟରେ ଲୋକଙ୍କୁ ଠକିଚାଲିଛନ୍ତି। ପୋଲିସ ଯେତେ ଚେଷ୍ଟା କଲେ ବି ସେମାନଙ୍କଠାରୁ ପଛରେ ପଡ଼ିଯାଉଛି। ରାଜ୍ୟରେ କରୋନା ପାଇଁ ଲକ୍‌ଡାଉନ, ଶଟ୍‌ଡାଉନ୍‌ ଜାରି ରହିଥିବାବେଳେ ଲୋକେ ଘରେ ରହି ଅଧିକାଂଶ ସମୟ ଇଣ୍ଟରନେଟ୍‌ରେ ବିତାଉଛନ୍ତି। ଏହାର…

ମଶାଣିରେ ଫିଙ୍ଗିଦେଲେ ମୃତଦେହ

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ କରିବା ଦାୟିତ୍ୱରେ ଥିବା କର୍ମଚାରୀ ମଧ୍ୟ ମୃତଦେହକୁ ସମ୍ମାନ ଦେଉନାହାନ୍ତି। ଏଭଳି ଏକ ଘଟଣା…

ସରକାରୀ ଖାତାରେ ବଢ଼ୁନି ସଂଖ୍ୟା

ଅନୁଗୋଳ ଅଫିସ, ୧୧ା୫ ଅନୁଗୋଳ ଜିଲାରେ କରୋନାକୁ ବର୍ଷେ ପୂରଣ ହୋଇଛି। ୨୦୨୦ ମେ ୧୦ ଅର୍ଥାତ୍‌ ଠିକ୍‌ ବର୍ଷକ ତଳେ ଏକାବେଳେ ଜିଲାରୁ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତେବେ ବର୍ଷକ ମଧ୍ୟରେ ମୋଟ୍‌ ଚିହ୍ନଟଙ୍କ ସଂଖ୍ୟା ୨୦ ହଜାର…

ଚନ୍ଦନଯାତ୍ରା ପାଇଁ ସେବାୟତଙ୍କ ଜୀବନବୀମା

ପୁରୀ ଅଫିସ,୧୧।୫: ଅକ୍ଷୟ ତୃତୀୟାରେ ଚନ୍ଦନଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୋମବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସଭାପତିତ୍ୱରେ ଏକ ସ୍ବତନ୍ତ୍ର ଭିଡିଓ କନଫରେନ୍ସ ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକର ଚୂଡ଼ାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri