ରାଜ୍ୟ

ବୁଲା ଗୋରୁ, କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବୁଲା ଗୋରୁଗାଈ ଏବଂ ଅନ୍ୟ ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲା ଗୋରୁଗାଈ…

ମାତୃ ଦିବସରେ ମହିଳା କରୋନା ଯୋଦ୍ଧାଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫(ବ୍ୟୁରୋ): ସମଗ୍ର ବିଶ୍ୱରେ ଆଜି ମାତୃ ଦିବସ ପାଳନ କରାଯାଉଛି। ଏହି ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା କରୋନା ଯୋଦ୍ଧାମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଓଡ଼ିଶାରେ ମାତୃ ମୃତ୍ୟୁହାର ହ୍ରାସ କରିବା ଏବଂ ନିରାପଦ…

ଏବେ ୫ ମହାନଗର ନିଗମରେ ଟିକାକରଣ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟକୁ ଶନିବାର ଆସିଥିବା ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଟିକା କେବଳ ୫ଟି ମହାନଗର ନିଗମରେ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ନିଷ୍ପତ୍ତି ନେଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର…

ଯୁକ୍ତ୨ ଲାଗି ହୋଇପାରେ ପ୍ରବେଶିକା

ଭୁବନେଶ୍ୱର,୯।୫(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହେବା ପରେ ଏବେ ଯୁକ୍ତ୨ ନାମଲେଖାକୁ ନେଇ ପ୍ରଶ୍ନ ଉଠିଲାଣି। କେମିତି ଓ କେଉଁ ଆଧାରରେ ନାମଲେଖା ହେବ ତାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଭିଭାବକଙ୍କ ମନରେ ଦ୍ୱନ୍ଦ୍ୱ…

ଆଜି ଆଉ ୧୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୧୮୦କୁ ବୃଦ୍ଧି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଥିବା ବେଳେ ଗତକାଲିଠାରୁ ଆଜି ଅର୍ଥାତ୍‌ ରବିବାର ମୃତ୍ୟୁସଂଖ୍ୟା ମଧ୍ୟ କମିଛି। କରୋନା ରବିବାର ୧୯ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆଜି ରାଜ୍ୟରୁ ୧୦୬୩୫ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୧୦୬୩୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୩୪,୮୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଟ୍ରେନ୍‌ ଧକ୍କାରେ ଦନ୍ତା ଗୁରୁତର

କେନ୍ଦୁଝର,୮।୫: କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଶଗଡ଼ପଟା ଗ୍ରାମ ନିକଟରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଏକ ଦନ୍ତା ହାତୀ ଗୁରୁତର ଆହତ ହୋଇଛି। ହାତୀର ଆଗ ଗୋଡ଼ରେ ମାଡ଼ ହୋଇଥିବା ବେଳେ ବନ ବିଭାଗ କର୍ମଚାରୀ ପହଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି।…

ସୁନ୍ଦରଗଡ଼ ପୁଣି ଶୀର୍ଷରେ: ଚିନ୍ତାରେ ପ୍ରଶାସନ

ସୁନ୍ଦରଗଡ଼,୮।୫: ସୁନ୍ଦରଗଡ଼ ଜିଲାରେ କରୋନା ସଂକ୍ରମଣ ହାର ଥମିବାର ନାଆଁ ଧରୁନାହିଁ। ଗତ ୨୪ ଘଣ୍ଟାରେ ପୁଣି ୧,୯୨୨ ପଜିଟିଭ ଚିହ୍ନଟ ହୋଇ ଏହି ଜିଲା ଶୀର୍ଷରେ ରହିଛି। ମୋଟ ଆକ୍ରାନ୍ତ ମଧ୍ୟରେ କେବଳ ରାଉରକେଲାରେ ୮୦ ପ୍ରତିଶତ ସଂକ୍ରମିତ ଚିହ୍ନଟ…

ସାପ ନେଲା ଭଉଣୀ ଭାଇଙ୍କ ଜୀବନ

ଆଳି,୮ା୫: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ଭଉଣୀ, ଭାଇଙ୍କ ଜୀବନ ଯାଇଛି l ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।…

ବୃଦ୍ଧଙ୍କ ଗଳା କାଟିଦେଲେ

ମାଲକାନଗିରି/ପଡ଼ିଆ,୮ା୫: ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡା ପଞ୍ଚାୟତ ନିଲିଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ୨ ଜଣ ଯୁବକ ଜଣେ ବୃଦ୍ଧଙ୍କୁ ଗଳା କାଟି ହତ୍ୟା କରିଥିଲେ। ମୃତକ ହେଲେ ଗ୍ରାମର ବୁଦୁରା ପଡିଆମି (୭୪)।…

ରାଜଧାନୀରେ ହ୍ରାସ ପାଉଛି ସଂକ୍ରମଣ

ଭୁବନେଶ୍ୱର,୮।୫: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଶନିବାର ୧୦୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୦୧୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮୮୦ ସ୍ଥାନୀୟ ସଂକ୍ରମଣ। ଏନେଇ ବିଏମ୍‌ସି ପକ୍ଷରୁ…

ଭୋଜି ରନ୍ଧା ବେଳେ ପ୍ରଶାସନର ଚଢ଼ାଉ

ଦାରିଙ୍ଗବାଡ଼ି,୮।୫: ଅନୁସୂଚିତ ଜନଜାତିଙ୍କ ପାରମ୍ପରିକ କଲା ଉତ୍ସବ ଭୋଜି ଭାତର ଆୟୋଜନ ଶୁକ୍ରବାର କରାଯାଉଥିଲା। ଅପରାହ୍ନରେ ଦାରିଙ୍ଗବାଡ଼ି ତହସିଲଦାର କଳାକୃଷ୍ଣ ପ୍ରଧାନ, ଆଇଆଇସି କୌଶିକ ମାଝି ଏବଂ ସବ୍‌ଇନ୍ସପେକ୍ଟର ସୌମ୍ୟକାନ୍ତ ପଣ୍ଡା ପହଞ୍ଚି ଭୋଜି ରନ୍ଧା ବନ୍ଦ କରିଥିଲେ। ଏପରିକି ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri