୧୭ ହାତୀଙ୍କ ଉତ୍ପାତ, ନାକେଦମ ବନ ବିଭାଗ
ଚମ୍ପୁଆ,୮।୫: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଚମ୍ପୁଆ ଓ ଉଖୁଣ୍ଡା ଅଞ୍ଚଳରେ ୬ଦିନ ଧରି ହାତୀ ପଲଙ୍କ ଉପତ୍ାତ ଜାରି ରହିଛି। ଏଥିରେ ବନ ବିଭାଗ ନାକେଦମ ହୋଇଥିବା ବେଳେ ଉଖୁଣ୍ଡା ଓ ଚମ୍ପୁଆ ସେକ୍ସନର ସ୍କାଡକୁ ହାତୀ ପଲ…
ଓଡ଼ିଶା ଆସିଲା ଆଉ ୧ ଲକ୍ଷ ଡୋଜ୍ କୋଭିଶିଲ୍ଡ ଟିକା
ଭୁବନେଶ୍ୱର,୮।୫(ବ୍ୟୁରୋ): ଆମ ରାଜ୍ୟରେ ଶନିବାର ଆଉ ୧ ଲକ୍ଷ ଡୋଜ୍ କୋଭିଶିଲ୍ଡ ଟିକା ପହଞ୍ଚିଛି। ରାଜ୍ୟ ସରକାରଙ୍କ ଦ୍ବାରା କିଣାଯାଇଥିବା ଏହି କୋଭିଶିଲ୍ଡ ଟିକା ଏକ ସ୍ବତନ୍ତ୍ର କାର୍ଗୋ ବିମାନ ଯୋଗେ ଆଜି ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଥିବା ଅତିରିକ୍ତ ମୁଖ୍ୟ ଶାସନ…
୫ ଜିଲାରେ କୁଆପଥର ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୮।୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲାରେ ବଜ୍ରପାତ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ପବନର ବେଗ…
୧୫ ଘଣ୍ଟା ପଡ଼ିରହିଲା ବୃଦ୍ଧଙ୍କ ମୃତଦେହ, ଘର ଲୋକ ବି ପାଖ ମାଡ଼ିଲେନି; ପିପିଇ କିଟ୍ ପିନ୍ଧି ଶ୍ମଶାନ ନେଲେ ବିଡିଓ
ଛେଣ୍ଡିପଦା,୮।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଝି ଗୋହିରାପଶି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିବା ପରେ କରୋନା ଭୟରେ କେହି ପାଖ ମାଡ଼ିଲେ ନାହିଁ। ଶେଷରେ ନିଜେ ବିଡିଓ ଏବଂ ସରପଞ୍ଚ…
ଏଥର ଖାଲି ପରିଚୟପତ୍ର ଦେଖାଇଲେ ବି ଛାଡ଼ିବନି ପୋଲିସ
ଭୁବନେଶ୍ୱର,୮।୫(ବ୍ୟୁରୋ): ଶନିବାରଠାରୁ ଭୁବନେଶ୍ୱର-କଟକରେ ଚେକିଂକୁ କଡ଼ାକଡ଼ି କରାଯାଇଛି। ପରିଚୟପତ୍ର ଦେଖାଇ ବାହାନା ମାରି ଚାରିଆଡ଼େ ବୁଲୁଥିବା ଅମାନିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଟୁଇନ୍ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ…
ଚିନ୍ତା ବଢ଼ାଇଲାଣି କଟକ: ଗୋଷ୍ଠୀ ସଂକ୍ରମଣ ଆଶଙ୍କା
କଟକ ଅଫିସ,୮।୫: ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହି ମହାମାରୀ ଗୋଟିଏ ପରେ ଗୋଟିଏ ଜିଲାରେ ତା’ର କାୟା ବିସ୍ତାର କଲାଣି। ଏପରିକି ଦୈନିକ ସଂକ୍ରମଣ ୧୦୦୦୦ ଉପରେ ରହୁଛି। ବର୍ତ୍ତମାନ ସବୁଠୁ ଚିନ୍ତାଜନକ ବିଷୟ ହେଲା…
ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ
ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍ରେ ଲେଖିଛନ୍ତି, ମୋ’ ରିପୋର୍ଟ ପଜିଟିଭ୍ ଆସିଛି। ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ…
ଭୋଜି ବନ୍ଦ ପାଇଁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ
ଆର.ଉଦୟଗିରି,୮।୫(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଗ୍ରାମ ଖ୍ରୀଷ୍ଟିଆନ ସାହିରେ ଶୁକ୍ରବାର କୋଭିଡ୍ ନିୟମ ଉଲ୍ଲଂଘନ କରି ଏକ ବାହାଘର ଭୋଜି ଚାଲିଥିଲା। ଖବରପାଇ ଆର୍. ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ବନ୍ଦ କରିବାକୁ ଯାଇଥିବା ବେଳେ ତାଙ୍କୁ ଆକ୍ରମଣ…
ପାଲାଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ
ଭୁବନେଶ୍ୱର, ୮।୫ (ବ୍ୟୁରୋ): ବିଶିଷ୍ଟ ପାଲା ଗାୟକ ଚିନ୍ମୟ ବଳଭଦ୍ର ପଣ୍ଡାଙ୍କ ପରଲୋକ ହୋଇଛି। ଗୁରୁବାର ରାତିରେ ଗଣ୍ଡରପୁରସ୍ଥିତ ତାଙ୍କ ଝିଅ ଘରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୫ ବର୍ଷ ହୋଇଥିଲା। ଗତ କିଛିଦିନ ଧରି ସେ…
ଅନୁଗୋଳ ଏସ୍ଡିପିଓଙ୍କ ନାଁରେ ମାମଲା
ଭୁବନେଶ୍ୱର,୮।୫(ବ୍ୟୁରୋ): ପାରିବାରିକ ବିବାଦରେ ଛନ୍ଦି ହୋଇପଡିଥିବା ଅନୁଗୋଳ ଏସ୍ଡିପିଓ ଅଶ୍ୱିନୀ କୁମାର ସାହୁଙ୍କ ନାଁରେ ଆଉଏକ ଗୁରୁତର ଅଭିଯୋଗ ହୋଇଛି। ସ୍ବାମୀ ଅଶ୍ୱିନୀ ତାଙ୍କୁ ଯୌତୁକ ନିର୍ଯାତନା ଦେବା ସହ ମାରିଦେବାକୁ ଧମକ ଦେଉଥିବା ନେଇ ସ୍ତ୍ରୀ ମମତା ସାହୁ ଚନ୍ଦ୍ରଶେଖରପୁର…
ଅକ୍ସିଜେନ ସ୍ତର ୯୪ ତଳକୁ ଖସିଲେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ: ଫାବିପିରାଭିର ମନଇଚ୍ଛା ଖାଆନ୍ତୁ ନାହିଁ
ଭୁବନେଶ୍ୱର, ୮।୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ସମସ୍ତଙ୍କ ନିଦ ହଜାଇ ଦେଇଛି। ସଂକ୍ରମଣ ଯେତିକି ଭୟଙ୍କ ହେଉଛି ମୃତ୍ୟୁ ମଧ୍ୟ ସେତିକି ଚିନ୍ତାଜନକ ରହିଛି। ରୋଗୀ ସଂଖ୍ୟା ଅଧିକ ଥିବାରୁ ଓ ମନଇଚ୍ଛା ଅକ୍ସିଜେନ ବ୍ୟବହାର ହେଉଥିବାରୁ ଏହାର ଘୋର ସଙ୍କଟ…
ଯୁବତୀଙ୍କୁ ଗଣ ବଳାତ୍କାର: ସାମାଜିକ ଗଣମାଧ୍ୟମରେ ଭିଡିଓ ଭାଇରାଲ୍
ଝାରସୁଗୁଡ଼ା ଅଫିସ,୮।୫: ଝାରସୁଗୁଡ଼ା ବସ୍ଷ୍ଟାଣ୍ଡ ଆଖପାଖ ଅଞ୍ଚଳ ରେଲଓ୍ବେ ପୋଲିସ ଓ ଓଡ଼ିଶା ପୋଲିସ ଅଧୀନରେ ରହିଛି। ଅନେକ ସମୟରେ ଉଭୟ ପୋଲିସ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ଉକ୍ତ ଅଞ୍ଚଳରେ ଅପରାଧୀମାନେ ଅସାମାଜିକ କାର୍ଯ୍ୟ ଘଟାଇ ଚାଲିଛନ୍ତି। ଏଠାରେ…
Archives


