କଳାବଜାର ଉପରେ କଡ଼ା ନଜର
ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍ଡାଉନ ଘୋଷଣା କରିଛନ୍ତି। ଲକ୍ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି…
ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର
ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇ ୯୧.୪୪ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ୨୧ ପଇସା…
ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ
ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜମି, ପ୍ଲଟ୍ ଓ ଫ୍ଲାଟ ମୂଲ୍ୟ ବୃଦ୍ଧି ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୧-୨୨…
ବିଳମ୍ବ ହୋଇପାରେ ମୌସୁମୀ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ନିୟମିତ ବ୍ୟବଧାନରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ଲାଗିରହୁଛି।…
ହାଇକୋର୍ଟରେ ପରୀ ମାମଲା : ୭ରେ ପରବର୍ତ୍ତୀ ଶୁଣାଣି
ନୟାଗଡ଼ ଅଫିସ, ୫।୫: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ବୁଧବାର ନାବାଳକ କଲେଜ ଛାତ୍ରଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ହୋଇଛି । ବିଚାରପତି ଏସ୍.କେ. ପାଣିଗ୍ରାହୀ ଏହାର ଶୁଣାଣି କରିଥିଲେ। ପରବର୍ତ୍ତୀ ଶୁଣାଣି ୭ ତାରିଖରେ ହେବ…
ପୋଲିସ ଅଧିକାରୀଙ୍କ ପ୍ରତାରଣା: ଷ୍ଟାଫ୍ନର୍ସଙ୍କ ଆତ୍ମହତ୍ୟା
ଝାରସୁଗୁଡ଼ା ଅଫିସ,୫ା୫: ଖାକିରେ ପୁଣି ଲାଗିଛି କଳଙ୍କର ଦାଗ। ଝାରସୁଗୁଡ଼ା ଜିଲାର ଜଣେ ପୋଲିସ ଅଧିକାରୀଙ୍କ ପ୍ରତାରଣା ସହି ନ ପାରି ମହିଳା ଷ୍ଟାଫ୍ନର୍ସ ଆତ୍ମହତ୍ୟା କରିଛନ୍ତି। ଏ ନେଇ ବନହରପାଲି ଥାନା ପୋଲିସ ଏକ ମାମଲା(ନଂ.୫୪/୨୧) ରୁଜୁ କରି ତଦନ୍ତ…
୩୯ ପୋଲିସ କରୋନା ଆକ୍ରାନ୍ତ
ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍ ସଚେତନତା, ଆମାନିଆଙ୍କୁ ସାବାଡ୍…
ଚାକିରି ପ୍ରଲୋଭନ ଦେଇ ଯୁବତୀ ଚାଲାଣ
କୋରୁକୋଣ୍ଡା, ୫ା୫- ଚାକିରି ପ୍ରଲୋଭନ ଦେଇ ୪୦ରୁ ଊର୍ଦ୍ଧ୍ୱ ଯୁବତୀଙ୍କୁ ନିଆଯାଉଥିଲା ତାମିଲନାଡୁ। ସେମାନଙ୍କୁ କୁହାଯାଇଥିଲା ବଲାଙ୍ଗୀରର ଏକ ସିଲେଇ କମ୍ପାନୀରେ ଦିଆଯିବ ନିଯୁକ୍ତି। ପ୍ରଥମେ ୪୦ରୁ ଅଧିକ ଆଦିବାସୀ ଝିଅଙ୍କୁ ଏକ ପ୍ରାଥମିକ ବିଦ୍ୟାଳୟରେ ୧ ମାସ ଧରି ଦିଆଯାଇଥିଲା…
କ୍ଷେତରେ ଅନେଇ ରହିଥିଲା ମୃତ୍ୟୁ, ଏକାଠି ଚାଲିଗଲେ ୨ ସାଙ୍ଗ
କୋଷାଗୁମୁଡ଼ା,୫।୫: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଟେମରା ଗ୍ରାମର ଦୁଇ ନାବାଳିକାଙ୍କର ବୁଧବାର ବଜ୍ରପାତରେ ମୃତ୍ୟୁ ହୋଇଛି। ମୃତକ ହେଲେ ଊର୍ମିଳା ଭତ୍ରା ଓ ହୀରାଦେଈ ଭତ୍ରା। ପ୍ରକାଶ ଯେ, ଊର୍ମିଳା, ହୀରାଦେଈ, ଲତା କେଉଟ ଓ ମେନକା ଭତ୍ରା ସାଙ୍ଗ…
ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା ନେଇ ପାରିବେ ନାହିଁ କରୋନା ଟିକା
ଭୁବନେଶ୍ୱର,୫।୫: ଗର୍ଭବତୀ, ସ୍ତନ୍ୟପାନ କରାଉଥିବା ମହିଳା କରୋନା ଟିକା ନେଇ ପାରିବେ ନାହିଁ। ବୁଧବାର ଏହି ସୂଚନା ଦେଇଛନ୍ତି ଏସ୍ବି ମେଡିକାଲ ସ୍ତ୍ରୀ ଏବଂ ପ୍ରସୂତି ବିଭାଗ ମୁଖ୍ୟ ତୁଷାର ଜ୍ୟୋତି କର। ଏପରି କି କରୋନା ସଂକ୍ରମଣ ସମୟରେ ଗର୍ଭ…
୧୦ରୁ ଊର୍ଦ୍ଧ୍ୱ ଜିଲାରେ ବଜ୍ରପାତ ସମ୍ଭାବନା
ଭୁବନେଶ୍ବର,୫।୫: ରାଜ୍ୟର ବିଭିନ୍ନ ଜିଲାରେ କାଳବେଶାଖୀ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସମ୍ପୃକ୍ତ ଜିଲାଗୁଡିକୁ ୟେଲୋ ୱାର୍ନିଂ ଜାରି କରି ଲୋକଙ୍କୁ ସତର୍କ ରହିବାକୁ…
ଆଜି କରୋନାରେ ଆଖିବୁଜିଲେ ୧୬ ଆକ୍ରାନ୍ତ
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୦୪ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ…
Archives


