୨ ଗୁଣା ଫି’ ବୃଦ୍ଧି ପ୍ରତିବାଦରେ ଛାତ୍ର ଅଶାନ୍ତ
ଭୋଗରାଇ,୧୩।୨: ଫି’ ବୃଦ୍ଧି ପ୍ରତ୍ୟାହାର ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଶନିବାର କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ୪ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।…
୩ ଘଣ୍ଟିଆ ଚକାଜାମ୍
ସମ୍ବଲପୁର,୧୩ା୨(ବ୍ୟୁରୋ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ସମ୍ବଲପୁର ଜିଲା ଭାଜପା ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍ କରାଯାଇଥିଲା। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ତତ୍ତ୍ୱାବଧାନରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ହୋଇଥିଲା। ସମ୍ବଲପୁର-ଦେବଗଡ ୫୩ନଂ. ଜାତୀୟ…
ସମ୍ବର ମାଂସ ଭାଗ କଲା ବେଳେ ଧରାପଡ଼ିଲେ ଶିକାରୀ
ଉଦଳା,୧୩।୨: ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ବନାଞ୍ଚଳ ଅଧୀନ ଅଙ୍ଗାରପଡ଼ା ଗ୍ରାମରେ ଚଢ଼ାଉ କରି ସମ୍ବର ମାଂସ ଜବତ କରିଛି। ଏପରି କି ଅଧିକାରୀମାନେ ଜଣେ ଶିକାରୀଙ୍କୁ ଗିରଫ କରିଛନ୍ତି। ଗିରଫ ଶିକାରୀ ହେଲେ ଉକ୍ତ ଗ୍ରାମର ଗୋପାଲ ସିଂ।…
ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର…
ମେ’ ୧ରୁ ଭୁବନେଶ୍ୱରରୁ ପାଟଣା ଉଡ଼ିବ ବିମାନ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପାଟଣାକୁ ମେ’ ପହିଲାରୁ ବିମାନ ଚଳାଚଳ ଆରମ୍ଭ ହେବ। ଘରୋଇ ବିମାନ ସେବା କମ୍ପାନୀ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ। ଇଣ୍ଡିଗୋ ମାର୍ଚ୍ଚ ୨୮ରୁ ୨୨ଟି ନୂଆ ରୁଟ୍ରେ ବିମାନ…
ଏଲ୍ଭିଏ ଟେଷ୍ଟର ଶୁଣାଣି ହେଲା, ରାୟ ସଂରକ୍ଷିତ
ନୟାଗଡ଼ ଅଫିସ,୧୩।୨: ବହୁଚର୍ଚ୍ଚିତ ନୟାଗଡ଼ ସଦର ଥାନା ଯଦୁପୁରର ୫ ବର୍ଷୀୟା ଶିଶୁକନ୍ୟା ପରୀ ହତ୍ୟା ମାମଲାରେ କଲେଜ ଛାତ୍ରଙ୍କ ସ୍ବରର ସ୍ତର ନିରୀକ୍ଷଣ (ଏଲ୍ଭିଏ) (ଲୟାର ଭଏସ୍ ଆନାଲେସିସ୍) ପାଇଁ ଏସ୍ଆଇଟି କରିଥିବା ଆବେଦନ ଚିଲ୍ଡ୍ରେନ କୋର୍ଟରେ ଶୁକ୍ରବାର ଶୁଣାଣି…
କାଳିଆ ଟଙ୍କା ପ୍ରଦାନ ନିର୍ବାଚନୀ ଅସ୍ତ୍ର: ବିରୋଧୀ
ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ଦେବାପରେ ପୁଣିଥରେ ରାଜନୀତି ଜୋର ଧରିଛି। ପଞ୍ଚାୟତ ଏବଂ ପୌର ନିର୍ବାଚନ ପୂର୍ବରୁ କାଳିଆ ଯୋଜନାରେ ଅର୍ଥ ଦେଇ ଭୋଟ ରାଜନୀତି କରିବାକୁ ଚେଷ୍ଟା କରାଯାଉଥିବା…
ଚୂଡ଼ଙ୍ଗଗଡ଼ ଜଙ୍ଗଲରେ ହେବ ବନ୍ୟଜନ୍ତୁ ସଫାରି
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଦେଶର ବୃହତ୍ ପ୍ରାକୃତିକ ଚିଡିଆଖାନା ନନ୍ଦନକାନନ ନୂଆ ରୂପ ନେବ। ନନ୍ଦନକାନନ ସହ ନୂତନ ଭାବେ ଯୋଡ଼ି ହୋଇଥିବା ପ୍ରାୟ ୮ବର୍ଗ କିମି ଚୂଡ଼ଙ୍ଗଗଡ଼ ଜଙ୍ଗଲରେ ବନ୍ୟଜନ୍ତୁ ସଫାରି ହେବ। ଏଥିସହ ବଟାନିକାଲ ଗାର୍ଡେନରୁ ମୁଖ୍ୟରାସ୍ତାକୁ ସିଧା ବାଟ…
୧ଟଙ୍କା ଫି’ରେ ଡାକ୍ତର ଦମ୍ପତିଙ୍କ ଚିକିତ୍ସା
ସମ୍ବଲପୁର,୧୩।୨(ବ୍ୟୁରୋ): ସମ୍ବଲପୁର ଜିଲା ଭିମସାର ମେଡିକାଲର ସହକାରୀ ପ୍ରଫେସର ଡାକ୍ତର ଶଙ୍କର ରାମଚନ୍ଦାନି ଶୁକ୍ରବାରଠାରୁ ୧ ଟଙ୍କା ଫି ନେଇ ଚିକିତ୍ସା ସେବା ଆରମ୍ଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡାକ୍ତର ଶିଖା ମଧ୍ୟ ଚିକିତ୍ସା କରିବେ ବୋଲି ଡାକ୍ତର ଚନ୍ଦାନି କହିଛନ୍ତି।…
ଆରମ୍ଭ ହେଲା ଅନ୍ଲାଇନ୍ ବିଲ୍ଡିଂ ପ୍ଲାନ୍ ଅନୁମୋଦନ ବ୍ୟବସ୍ଥା
ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍ଲାଇନ ବିଲ୍ଡିଂ ପ୍ଲାନ୍ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ନାଗରିକମାନଙ୍କୁ ଅତ୍ୟାଧୁନିକ ଆଇସିଟି ସୁବିଧା ସେବା ଯୋଗାଇବା ପାଇଁ ଏହି ବ୍ୟବସ୍ଥା ଆରମ୍ଭ…
ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ହେଉ
ପାରଳାଖେମୁଣ୍ଡି,୧୩।୨(ଡି.ଏନ୍.ଏ.): ରାଜ୍ୟ ଭାଜପାର ଏକ ଟିମ୍ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା ଲୋକଙ୍କୁ ଭୋଟଦାନ ପାଇଁ ମନାଉଥିବା ଆନ୍ଧ୍ରର ପ୍ରଶାସନିକ ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବା ପରେ…
ବିଧାୟକଙ୍କ ହେବ କରୋନା ଟେଷ୍ଟ
ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଆସନ୍ତା ୧୮ରୁ ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କୋଭିଡ୍ ସ୍ଥିତିରେ ସୁଧାର ଆସିଥିଲେ ହେଁ ଚଳିତଥର ମଧ୍ୟ ଅଧିବେଶନକାଳରେ ସମସ୍ତ ନିୟମାବଳୀକୁ ପାଳନ କରାଯିବ। ପୂର୍ବରୁ ଦୁଇଟି ଅଧିବେଶନ ଭଳି ଚଳିତ ଅଧିବେଶନ ଲାଗି ମଧ୍ୟ…
Archives


