ରାଜ୍ୟ

‘ସମ୍ବଳ ଭିତରେ ପ୍ରକଳ୍ପ ପ୍ରସ୍ତୁତ କର’

ଭୁବନେଶ୍ୱର, ୧୧ା୨(ବ୍ୟୁରୋ): ଜିଲାରେ ଜୀବିକା ନିର୍ବାହ ପନ୍ଥା ଏବଂ ଭିତ୍ତିଭୂମି ବିକାଶକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ଲାଗି ସମ୍ବଳ ଓ ସମ୍ଭାବନାଭିତ୍ତିକ ଅଭିନବ ପ୍ରକଳ୍ପଗୁଡ଼ିକ ପ୍ରସ୍ତୁତ କରିବା ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ…

କୃଷି ଋଣ ପ୍ରଦାନରେ ବ୍ୟାଙ୍କ ତତ୍ପରତା ପ୍ରକାଶ କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଓଡ଼ିଶାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଋଣ ପ୍ରଦାନ ଦିଗରେ ଜାତୀୟକରଣ ବ୍ୟବସାୟିକ ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ଅଧିକ ତତ୍ପରତା ପ୍ରକାଶ କରିବା ଆବଶ୍ୟକ। ରିଜର୍ଭ ବ୍ୟାଙ୍କର ନିୟମାବଳୀ ଅନୁଯାୟୀ ବ୍ୟାଙ୍କମାନେ ସମୁଦାୟ ଋଣର ଶତକଡ଼ା ୧୮…

୧୧ ମାସ ପରେ ଖୋଲିଲା ଆଇଆଇଏମ୍‌

ସମ୍ବଲପୁର,୧୧ା୨(ବ୍ୟୁରୋ): ମହାମାରୀ କରୋନା କଟକଣା ପରେ ସମ୍ବଲପୁର ଆଇଆଇଏମ୍‌ ବୁଧବାରଠାରୁ ଖୋଲାଯାଇଛି। ଚଳିତ ଶିକ୍ଷାବର୍ଷ ଓ ପୂର୍ବ ବର୍ଷର କେତେକ ଛାତ୍ରୀଛାତ୍ର କ୍ୟାମ୍ପସ୍‌ରେ ପହଞ୍ଚତ୍ଛନ୍ତି। ପ୍ରତିଷ୍ଠାନ ପକ୍ଷରୁ କେତୋଟି ନୂଆ ନିୟମ କରାଯିବା ସହ ସରକାରଙ୍କ କୋଭିଡ୍‌ ଗାଉଡ୍‌ଲାଇନ ପାଳନ କରାଯାଇଛି।…

ୟୁସି ଦାଖଲ ନ କଲେ ଅନୁଦାନ ବନ୍ଦ ହେବ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଜିଲାଗୁଡ଼ିକ ବିନିଯୋଗ ପତ୍ର (ୟୁସି) ଦାଖଲ ନ କଲେ ଆଗକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗଠାରୁ ପାଉଥିବା ଆର୍ଥିକ ଅନୁଦାନ ପାଇବାରୁ ବଞ୍ଚତ୍ତ ହେବେ। ବୁଧବାର ବିଭାଗ ପକ୍ଷରୁ ଭିଡିଓ କନ୍‌ଫରେନ୍ସିଂରେ ଅନୁଷ୍ଠିତ ବୈଠକରେ ସମସ୍ତ…

୨ଶହ ବର୍ଷ ପରେ ବେଲାଦୁଲାରେ ଛାତଘର

ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ ତ ଆଉ କିଏ ଆଜବେଷ୍ଟସ ପକାଇ ପୂର୍ବ ପରମ୍ପରା, ଅନ୍ଧବିଶ୍ୱାସକୁ ଆହୁରି ଆଗକୁ…

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ ଏସ୍‌ଓପି ଅନୁଯାୟୀ ଏଣିକି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ସବୁଦିନ ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ପୂର୍ବରୁ ରବିବାର…

ତେଲ ଦର ବଢୁଛି, ଟିକସ କମୁନି

ଭୁବନେଶ୍ୱର,୧୧।୨: ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି। ଫଳରେ ବୁଧବାର ଇନ୍ଧନ ଦର ସର୍ବୋଚ୍ଚ ସ୍ତର ଛୁଇଁଛି। ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡ଼ିକର ସୂଚନା ମୁତାବକ, ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୩୧ ପଇସା…

ଭାଜପାକୁ ଦୋଷ ଦେଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୧୧/୨(ବ୍ୟୁରୋ):କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଓଡ଼ିଆ ଏମ୍‌ପିମାନେ ଭେଟିବା ପରେ ପୁରୀ ଶ୍ରୀମନ୍ଦିର ପାଇଁ ଜାତୀୟ କୀର୍ତ୍ତିରାଜି ପ୍ରାଧିକରଣ (ଏନ୍‌ଏମ୍‌ଏ)ର ପ୍ରସ୍ତାବିତ ଚିଠା ଉପନିୟମ (ବାଇ-ଲ)କୁ ପ୍ରତ୍ୟାହାର କରାଯାଇଛି। ହେଲେ ଏକାମ୍ର କ୍ଷେତ୍ରର ବିଭିନ୍ନ ମନ୍ଦିର ନିମନ୍ତେ…

ମାଟ୍ରିକ ଫର୍ମ ପୂରଣ ଅବଧି ୨ଦିନ ବଢ଼ିଲା

ଭୁବନେଶ୍ୱର, ୧୧।୨(ବ୍ୟୁରୋ):ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏବେ ଫର୍ମ ପୂରଣ ପ୍ରକ୍ରିୟା ଜାରି ରହିଥିବାବେଳେ ଏହାର ଅବଧିକୁ ଦ୍ୱିତୀୟଥର ପାଇଁ ବୃଦ୍ଧି କରିଛି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ)। ବୁଧବାର ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା (ମାଟ୍ରିକ), ରାଜ୍ୟ…

ଆର୍‌ଟିଓ ହେବ ପେପରଲେସ୍‌

ଭୁବନେଶ୍ୱର,୧୧।୨(ବ୍ୟୁରୋ):ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)ଗୁଡ଼ିକର ସମସ୍ତ କାର୍ଯ୍ୟ କାଗଜ ଶୂନ୍ୟ ହେବ। ଗାଡ଼ି ପଞ୍ଜୀକରଣଠାରୁ ଆରମ୍ଭ କରି ପର୍‌ମିଟ, ନବୀକରଣ, ମାଲିକାନା ପରିବର୍ତ୍ତନ, ଲର୍ନର ଲାଇସେନ୍ସ ଇତ୍ୟାଦି ଅନ୍‌ଲାଇନ ଜରିଆରେ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୯ଟି ଅନ୍‌ଲାଇନ ସେବାର…

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ…

କୋଟିଆ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଡ଼ିଶା ସରକାର: ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ/କଟକ ଅଫିସ୍‌, ୧୧।୨: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଉଭୟ ରାଜ୍ୟ ମଧ୍ୟରେ ଉପୁଜିଥିବା ସୀମା ବିବାଦକୁ ନେଇ ଓଡ଼ିଶା ସରକାର ଆନ୍ଧ୍ର ସରକାରଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri