ଆଧାର ନ ଥିବାରୁ ଚାଉଳ ବନ୍ଦ
କେନ୍ଦୁଝର, ୪।୫ (ସ୍ବ.ପ୍ର.)-ଆଦିବାସୀ ବହୁଳ ବାଂଶପାଳ ବ୍ଲକର ଗୋନାସିକା ଗ୍ରାମରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କ ଆଧାର କାର୍ଡ ନ ଥିବାରୁ ୩ ବର୍ଷ ହେଲା ସରକାରଙ୍କ ମାଗଣା ଚାଉଳ ପାଉ ନ ଥିବା ଅଭିଯୋଗ ହୋଇଛି ା ତାଙ୍କ ନାମ ରମଣୀ…
କରୋନା: ବନ୍ୟଜନ୍ତୁ ବି କଲବଲ
କେନ୍ଦୁଝର, ୪ା୫ (ସ୍ବ.ପ୍ର.): ଏକ ପକ୍ଷରେ ବ୍ୟାପକ ଜଙ୍ଗଲ ଧ୍ୱଂସ ଯୋଗୁ ବନ୍ୟ ଜନ୍ତୁ ବାସହରା ହୋଇଯାଇଥିବାବେଳେ ଖାଦ୍ୟାଭାବ ଯୋଗୁ ଜଙ୍ଗଲ ଛାଡି ଜନବସତି ମୁହାଁ ହେଉଛନ୍ତି । ଏଭଳି ବାଂଶପାଳ ଓ ତେଲକୋଇ ବ୍ଲକ ଅଞ୍ଚଳର ବଣ ଜଙ୍ଗଲରେ ରହୁଥିବା…
ଅମାନିଆଙ୍କୁ ସାବାଡ୍ କଲା ପୋଲିସ
ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କଚେରୀ ବଜାରରେ ସୋମବାର ସନ୍ଧ୍ୟା ପ୍ରାୟ ୭ଟା ବେଳେ ପୋଲିସ ପକ୍ଷରୁ ମାସ୍କ ଚେକିଂ ଚାଲିଥିବା ବେଳେ କେତେଜଣ ଅମାନିଆ ଯୁବକ କୋଭିଡ ନିୟମ ଊଲ୍ଲଘଂନ କରି ଖୁଲମଖୁଲା ବୁଲୁଥିବା ବେଳେ ଦେଖିବାକୁ ମିଳିଥିଲା। ଏହା…
ବନ୍ଦ ହେଲା କୁଲଡ଼ିହା ଅଭୟାରଣ୍ୟ
ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ ପ୍ରକୃତିର ଗନ୍ତାଘର କୁଲଡ଼ିହା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଅଭୟାରଣ୍ୟ ସ୍ଥଳକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।
ଭାରତୀୟ ଟାଏକୋଣ୍ଡୋ ପ୍ରଶିକ୍ଷକ ତାଲିକାରେ ଚିନ୍ମୟ
ଭଦ୍ରକ ଅଫିସ,୪।୫-ଭାରତୀୟ ଟାଏକୋଣ୍ଡୋ ଦଳରେ ପ୍ରଶିକ୍ଷକ ତାଲିକାରେ ଦଳରେ ଭଦ୍ରକର ଚିନ୍ମୟ ବେହେରାଙ୍କ ନାମ ସ୍ଥାନ ପାଇଛି। ଚଳିତ ମାସ ୧୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଓସେନିଆ ଟାଏକୋଣ୍ଡୋ ଏବଂ ବିଶ୍ୱ ଟାଏକୋଣ୍ଡୋ ସଂଘ ଦ୍ୱାରା ଜି-୨ ଅନ୍ଲାଇନ ଅନ୍ତର୍ଜାତୀୟ ପୁମ୍ସେ…
ବଜାର କରିଦେଲେ ଜାମ
ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ବଜାର ବନ୍ଦ ହେଲେ ଓ ଚଳପ୍ରଚଳ ହ୍ରାସ ପାଇଲେ ପଜିଟିଭ୍ଙ୍କ ସଂଖ୍ୟା ତଳମୁହାଁ…
ଥାନାରେ ଯୁବକଙ୍କ ଆତ୍ମହତ୍ୟା
ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆ। ଅପରାହ୍ନରେ ରଙ୍ଗିପୁର ପଞ୍ଚାୟତ କାର୍ଯ୍ୟାଳୟରେ ରାଶନ ଚାଉଳ ବଣ୍ଟାବେଳେ ଗଣେଶ…
ଖୋଲା ରହିବ ଆହାର କେନ୍ଦ୍ର
ଭୁବନେଶ୍ୱର,୩।୫: ଲକ୍ଡାଉନରେ ଖୋଲା ରହିବ ଆହାର କେନ୍ଦ୍ର । ହେଲେ ଲୋକେ ଆହାର କେନ୍ଦ୍ରରେ ବସି ଖାଇ ପାରିବେ ନାହିଁ। ଆହାର କେନ୍ଦ୍ରରୁ କେବଳ ପାର୍ସଲ ନେଇପାରିବେ। ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ସନ୍ଧ୍ୟାରେ ଏହି ସୂଚନା ଦେଇଛନ୍ତି…
ବିନା ପଞ୍ଜୀକରଣରେ ଟିକାକେନ୍ଦ୍ରକୁ ଯିବା ମନା
ଭୁବନେଶ୍ୱର,୩।୫(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ପୂର୍ବରୁ ୪୫ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକା ଦିଆଯାଉଥିବା ବେଳେ, ସୋମବାର ଭୁବନେଶ୍ୱରରେ ୧୮ରୁ ୪୪ବର୍ଷ ବ୍ୟକ୍ତିଙ୍କ ଟିକାକରଣ ଆରମ୍ଭ ହୋଇଛି। ହେଲେ କିଛି ସ୍ଥାନରେ ଲୋକେ ବିନା ପଞ୍ଜିକରଣରେ ଟିକାକେନ୍ଦ୍ରକୁ ଆସି ଅଯଥା ଗହଳି…
ଭୁବନେଶ୍ୱରରୁ ୮୨୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩।୫: ରାଜଧାନୀ ଭୁବନେଶ୍ୱରରୁ ସୋମବାର ୮୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନ୍ରୁ ୧୫୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୬୭୩ ଜଣ ଆକ୍ରାନ୍ତ ହୋଇଛନ୍ତି। ୭୦୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର…
ସକାଳେ ଫେରାର, ସନ୍ଧ୍ୟାରେ ଫେରିଲେ
ରାଜଗାଙ୍ଗପୁର,୩।୫: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌର ପରିଷଦ ପକ୍ଷରୁ ସହରର କମ୍ୟୁନିଟି ସେଣ୍ଟରରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ସୋମବାର ସକାଳେ ଏହି କ୍ୱାରେନଣ୍ଟାଇନ ସେଣ୍ଟରରୁ ୧୧ଜଣ ପ୍ରବାସୀ ଫେରାର ହୋଇ ଯାଇଥିଲେ। ପୁଣି ସନ୍ଧ୍ୟାରେ ସେମାନେ ଫେରି ଆସିଥିବା ଜଣାପଡିଛି। ମିଳିଥିବା…
ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ
ବାସୁଦେବପୁର, ୩।୫: ପୂର୍ବତନ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ତଥା ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବିଧାୟକ ବିଜୟଶ୍ରୀ ରାଉତରାୟ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କଠାରେ ଲକ୍ଷଣ ଦେଖାଦେବାରୁ କୋଭିଡ୍ ପରୀକ୍ଷା କରିବା ପରେ ପଜିଟିଭ୍ ବାହାରିଥିବା ସେ ଶନିବାର…
Archives


