ରାଜ୍ୟ

ଅନ୍‌ଲାଇନ୍‌ ଗେମ୍‌ କାଳ ହେଲା: ତାଗିଦ କରିବାରୁ ନାବାଳକଙ୍କ ଆତ୍ମହତ୍ୟା

ଯୋଡ଼ା ୩।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଅନଲାଇନ ଖେଳ ପାଇଁ ବାପାମା’ ତାଗିଦ୍‌ କରିଥିଲେ। ଏଥିରେ ନାବାଳକ ରାଗିଯାଇ ଶୁକ୍ରବାର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସମ୍ପୃକ୍ତ ଛାତ୍ର ଜଣଙ୍କ ଅଷ୍ଟମ ଶ୍ରେଣୀରେ ପାଠ...

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ମଧ୍ୟ ତାଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ସୂଚନାଯୋଗ୍ୟ, ଭଦ୍ରକ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧,...

କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ...

ଭୁବନେଶ୍ୱରରୁ ଆଜି ୩୨୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୯

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ପ୍ଲାଜମା ଦାନ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩ା୧୦(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ଶନିବାର ପ୍ଲାଜମା ଦାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ କଟକ ଏସ୍‌ସିବି ମେଡିକାଲରେ ପହଞ୍ଚି ପ୍ଲାଜମା ଦାନ କରିଛନ୍ତି। କରୋନାରୁ ସୁସ୍ଥ ହେବା ପରେ ପ୍ଲାଜମା ଦାନ କରିବେ ବୋଲି ପୂର୍ବରୁ ଧର୍ମେନ୍ଦ୍ର...

ଅନ୍‌ଲାଇନ ଖେଳ ନିଶା: ମା’ ବାପାଙ୍କ ଆକାଉଣ୍ଟରୁ ୯୬ ହଜାର ଟଙ୍କା କାଟି ଜୀବନ ହାରିଲେ ଛାତ୍ର

ଯୋଡ଼ା,୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ଗୌଡ଼ବସ୍ତିଠାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଅନ୍‌ଲାଇନ ଖେଳ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, କମାରଯୋଡ଼ାରେ ରହୁଥିବା ବିନୋଦ ଆପଟ୍ଟଙ୍କ ୧୪ ବର୍ଷର ପୁଅ ଅମିତାଂଶୁ ଯୋଡ଼ା...

ଟୁଇନ୍‌ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା

ଭୁବନେଶ୍ୱର,୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ୨ ରୁ ୩ ଘଣ୍ଟା ଧରି ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଲୋକଙ୍କୁ ସତର୍କ ରହିବାକୁ...

୧୧୫ ବର୍ଷ ହେବ ବନ୍ଦ ରହିଛି ରଘୁନାଥ ବେଶ

ପୁରୀ ଅଫିସ, ୩।୧୦:  ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ନାଗାର୍ଜୁନ ଓ ରଘୁନାଥ ବେଶ୍‌ ଅତ୍ୟନ୍ତ ଦୁଲର୍‌ଲଭ ଏବଂ ମନୋମୁଗ୍ଧକର। ପରମ୍ପରା ମୁତାବକ ତିଥି ଅନୁସାରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଆସୁଛି। ହେଲେ ରଘୁନାଥ ବେଶ ହେଉନାହିିଁ। ତଥ୍ୟ...

ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ

ଡେଲାଙ୍ଗ,୩।୧୦(ଡି.ଏନ୍‌.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ ଥିବା ଏକ ଗ୍ୟାଙ୍ଗର ୬ଜଣ ସଦସ୍ୟକୁ ପୋଲିସ ଗିରଫ କରିବା ସହ କୋର୍ଟଚାଲଣ...

ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା

ଭୁବନେଶ୍ୱର, ୩।୧୦(ବ୍ୟୁରୋ):  ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍‌ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା ସଚେତନତା ସମ୍ପର୍କରେ ବାର୍ତ୍ତା ଦେବା ସହିତ ମାସ୍କ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ...

ଅଧା କର୍ମଚାରୀରେ ଷ୍ଟେଟ୍‌ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍‌ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ ଅପରାଧୀଙ୍କ ସୁରାକ ପାଇପାରୁନି ପୋଲିସ। ତେବେ ପୋଲିସକୁ ଅପରାଧୀଙ୍କ ସମ୍ପର୍କରେ ସୁରାକ ଦେଇଥାଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri