ଚିନ୍ତା ବଢ଼ାଉଛି ସୀମାନ୍ତବର୍ତ୍ତୀ ୩ ଜିଲା: ସ୍ଥିତି ସମୀକ୍ଷା ପାଇଁ ଗସ୍ତରେ ପୋଲିସ ଡିଜି
ଭୁବନେଶ୍ୱର,୨।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଛତିଶଗଡ଼ ଓ ଝାଡ଼ଖଣ୍ଡ ସୀମାନ୍ତ ଜିଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି। ଏ ନେଇ ପୋଲିସ ଡିଜି ଅଭୟ ସୀମାନ୍ତବର୍ତ୍ତୀ ୩ଟି ଜିଲା ଗସ୍ତରେ ଯାଇ କୋଭିଡ୍ ଏନଫୋର୍ସମେଣ୍ଟ ସ୍ଥିତିର ସମୀକ୍ଷା…
ଲକ୍ଡାଉନ୍ ସମୟରେ ନିର୍ବାଚନ କାର୍ଯ୍ୟକୁ ଅନୁମତି
ଭୁବନେଶ୍ୱର,୨।୫(ବ୍ୟୁରୋ): ଆସନ୍ତା ୫ ତାରିଖରୁ ରାଜ୍ୟରେ ଲାଗୁ ହେବାକୁ ଥିବା ଲକ୍ଡାଉନ୍ ସମୟରେ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକୁ ଅନୁମତି ମିଳିବ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ କହିଛନ୍ତି। ନିର୍ବାଚନ ସମ୍ପର୍କିତ କାର୍ଯ୍ୟରେ ଶଟ୍ଡାଉନ୍ ଓ ଲକ୍ଡାଉନ୍ ଲାଗୁ ହେବ ନାହିଁ…
୧୪ ଦିନ ଯାଏ ଲକ୍ଡାଉନ୍: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ବନ୍ଦ
ଭୁବନେଶ୍ୱର,୨।୫(ବ୍ୟୁରୋ): ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଥିବା ଯୋଗୁ ଏହାକୁ ନିୟନ୍ତ୍ରଣକୁ ଆଣିବା ନିହାତି ଆବଶ୍ୟକ। ଏହାକୁ ଦୃଷ୍ଟିରେ ରଖି ମେ’ ୫ରୁ ୧୯ ଯାଏ ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ୧୪ ଦିନ ମଧ୍ୟରେ ଶନିବାର…
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମେ’ ୫ରୁ ଲକ୍ଡାଉନ୍
ଭୁବନେଶ୍ୱର,୨।୫(ବ୍ୟୁରୋ): ଶେଷ ଅସ୍ତ୍ର ପ୍ରୟୋଗ କଲେ ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧି ଉପରେ ରୋକ ଲଗାଇବା ପାଇଁ ରବିବାର ମେ’ ୫ରୁ ୧୯ ପର୍ଯ୍ୟନ୍ତ ୧୪ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ବୁଧବାରରୁ ଏହି ଲକ୍ଡାଉନ୍ ଆରମ୍ଭ…
ଆଜି ୧୪ ମୁଣ୍ଡ ନେଲା କରୋନା: ରାୟଗଡ଼ାରୁ ସର୍ବାଧିକ
ଭୁବନେଶ୍ୱର,୨।୫(ବ୍ୟୁରୋ): ଗୋଟିଏ ପଟେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଥିବା ନଜର ଆସୁଛି। ଏହି କ୍ରମରେ ରବିବାର ଆଉ ୧୪ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ…
ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫
ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…
ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ଚାଲିଗଲା ପଡ଼ୋଶୀର ଜୀବନ
ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଏକ ଅଘଟଣ ଘଟିଛି । ସହରର ମନ୍ଦାରବଗିଚାପଡ଼ାରେ ରାଜୁ ରଣା ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ମାଡ ମାରୁଥିଲେ। ଭଡା ଘରେ ରହୁଥିବା ପଡୋଶୀ ରବୀନ୍ଦ୍ର ପାତ୍ର ଛଡାଇବାକୁ ଆସିଥିଲେ। ହେଲେ…
କୋଭିଡ ହସ୍ପିଟାଲ ପାଇଖାନାରୁ ମିଳିଲା ରୋଗୀଙ୍କ ମୃତଦେହ
ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା କାମଠଣା କୋଭିଡ୍ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ହସ୍ପିଟାଲ ପାଇଖାନା ଭିତରେ ଜଣେ କୋଭିଡ୍ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବୃଦ୍ଧ ଜଣକ ପାଇଖାନାକୁ ଶୌଚ ପାଇଁ ଯାଇଥିଲେ। ସେ ଦୀର୍ଘ ସମୟ ଧରି…
ହେଲମେଟ ପିନ୍ଧି ନ ଥିବାରୁ ଫାଇନ ଗଣିଲେ ଟ୍ରକ୍ ଡ୍ରାଇଭର
ଚିତ୍ରଡ଼ା,୧।୫: ୨ ହଜାର ଟଙ୍କା ଲାଞ୍ଚ ମାଗି ବିଫଳ ହେବାରୁ ଜଣେ ପୋଲିସ ଏସ୍ଆଇ ଦେଖାଇଛନ୍ତି ଦବଙ୍ଗଗିରି। ସିଟ୍ବେଲ୍ଟ ସହ ହେଲମେଟ ପିନ୍ଧି ନ ଥିବା କହି ଟ୍ରକ୍ ଡ୍ରାଇଭରଙ୍କ ନାମରେ ଚାଲାଣ କାଟିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି…
ପରିବା ଗାଡ଼ିରୁ ମିଳିଲା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ
ଜୟପୁର, ୧।୫: ପନିପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ତାହା ଜୟପୁର ସଦର ଥାନା ପୋଲିସ ହାତରେ ଧରାପଡିଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ମହିନ୍ଦ୍ରା ପିକ୍ଆପ, ୩ଟି ବାଇକ, ୫ଟି…
ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ
ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ ବ୍ୟାଘ୍ର…
ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ
ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ଉପସ୍ଥିତ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବାରେ…
Archives


