ରାଜ୍ୟ

ଯାନବାହନ ବିକ୍ରି ୨୨ % ବଢ଼ିଲା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ଲକ୍‌ଡାଉନ ଓ ଶଟ୍‌ଡାଉନ ଯୋଗୁ ଯାନବାହନ ବିକ୍ରି ଅତି ମାତ୍ରାରେ ପ୍ରଭାବିତ ହୋଇଥିଲା। ତେବେ ସେପ୍ଟେମ୍ବରରେ ୨୨ ପ୍ରତିଶତ ଅଧିକ ଯାନ ବିକ୍ରି ହୋଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ...

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର,...

ଅଂଶୁପ୍ରଜ୍ଞାଙ୍କୁ ‘ଆର୍ଥ ହିରୋ ପୁରସ୍କାର’

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଓଡ଼ିଶାର ବନ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ନାଟ୍‌ୱେଷ୍ଟ ଗ୍ରୁପ୍‌ ଆର୍ଥ ହିରୋ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଅଂଶୁପ୍ରଜ୍ଞା ସାତକୋଶିଆର ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୫ବର୍ଷ କାମ କରୁଥିବା ସମୟରେ ବାଘର ବାସସ୍ଥାନ ସୁରକ୍ଷା, ମହାନଦୀ...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଜଙ୍ଗଲ ସମ୍ପଦ ଛାରଖାର ହୋଇଯାଉଛି । ପ୍ରତିବର୍ଷ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ...

ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।...

CORONAVIRUS UPDATE: ରାଜ୍ୟରେ ଆଉ ୩୦୫୩ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୯ ହଜାର ୩୮୭କୁ ବୃଦ୍ଧି

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ

କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ୧ କିଲୋମିଟର ଚାଲି ଚାଲି ଜଣେ ଗର୍ଭବତୀ ଆମ୍ବୁଲାନ୍ସ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩,...

କଟକ ସହରରୁ ୧୮୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୦- କଟକ ସହରରୁ ଶୁକ୍ରବାର ମୋଟ ୧୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୧୦୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ...

ଯୁବକଙ୍କୁ ପିଟି ପିଟି ହତ୍ୟା: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୨ା୧୦-ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିର ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ହତ୍ୟାକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ପୋଲିସ ଏକ...

ଲକ୍ଷେ ୪୩ ହଜାର ଟଙ୍କାରେ ବିକ୍ରି ହେଲା ତେଲିଆ ମାଛ

ଭଦ୍ରକ ଅଫିସ,୨ା୧୦- ଭଦ୍ରକ ଜିଲା ଧାମରା ଚନ୍ଦନୀପାଳରେ ମତ୍ସ୍ୟଜୀବୀଙ୍କ ଜାଲରେ ୨୨ କି.ଗ୍ରା ଓଜନର ଏକ ତେଲିଆ ମାଛ ପଡ଼ିଥିଲା। ଶୁକ୍ରବାର କି.ଗ୍ରା ପିଛା ସାଢ଼େ ୬ ହଜାର ଦାମରେ ମୋଟ ଲକ୍ଷେ ୪୩ ହଜାର ଟଙ୍କାରେ ମାଛଟି ନିଲାମ...

ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ମେଡିକାଲରେ ଉତ୍ତେଜନା

ଭଦ୍ରକ ଅଫିସ, ୨ା୧୦- ଭଦ୍ରକ ଜିଲା ମୁଖ୍ୟ ଡାକ୍ତରଖାନାରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ଶୁକ୍ରବାର ଅପରାହ୍ନରେ ଉତ୍ତେଜନା ଦେଖାଦେଇଥିଲା। ମୃତକଙ୍କ ସମ୍ପର୍କୀୟମାନେ ମେଡିକାଲ ପରିସରରେ ହୋହଲ୍ଲା କରିବା ସହ କର୍ମଚାରୀଙ୍କୁ ଠେଲାପେଲା କରିଥିବା ଅଭିଯୋଗ ହୋଇଛି। ଖବରପାଇ ଟାଉନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri