ସମ୍ପତ୍ତି ତାଲିକା ଦାଖଲ ସମୟ ଜୁନ୍ ୩୦କୁ ଘୁଞ୍ଚିଲା
ଭୁବନେଶ୍ୱର,୧।୫(ବ୍ୟୁରୋ)” ରାଜ୍ୟ ସରକାର କର୍ମଚାରୀମାନଙ୍କର ସମ୍ପତ୍ତି ତାଲିକା ଦାଖଲ ସମୟ ସୀମାକୁ ଜୁନ୍ ୩୦ ଯାଏ ବୃଦ୍ଧି କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ବିଭାଗ, ରାଜସ୍ବ କମିଶନର ଏବଂ ଜିଲାପାଳମାନଙ୍କୁ ଜଣାଇ ଦିଆଯାଇଛି। ୨୦୨୦…
ଅନୁଗୋଳରୁ ହରିୟାଣାକୁ ଗଲା ଅକ୍ସିଜେନ ଏକ୍ସପ୍ରେସ୍
ଭୁବନେଶ୍ୱର, ୧।୫ (ବ୍ୟୁରୋ): କାର୍ଗୋ ଫ୍ଲାଇଟ୍ରେ ଦୁଇଟି ଖାଲି ଅମ୍ଳଜାନ ଟ୍ୟାଙ୍କର ଗୁରୁବାର ସାରେ ଓଡ଼ିଶା ଆସିଥିଲା। ଅନୁଗୋଳସ୍ଥିତ ଟାଟା ଭୂଷଣ ଷ୍ଟିଲ ପ୍ଲାଣ୍ଟରୁ ୩୨ ଟନ୍ ଅମ୍ଳଜାନ ଭର୍ତ୍ତି କରାଯାଇ ଉକ୍ତ ଦୁଇ ଟ୍ୟାଙ୍କରକୁ ଶୁକ୍ରବାର ସକାଳେ ଭାରତୀୟ ରେଳପଥ…
କୁର୍ତ୍ତି ହାଟରେ ପିଇଥିଲେ ଲସି: ରାତି ନପାହୁଣୁ ଶତାଧିକ ବ୍ୟକ୍ତି ମେଡିକାଲରେ ଭର୍ତ୍ତି
ମାଲକାନଗିରି,୧।୫(ଡି.ଏନ୍.ଏ.): ଲସି ପିଇ ଶତାଧିକ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା କାଲଦା ପଞ୍ଚାୟତର ବିଭିନ୍ନ ଗାଁରେ। ଉକ୍ତ ଅଞ୍ଚଳର ୬୦ ଜଣଙ୍କୁ ପଡ଼ିଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟମାନଙ୍କ ମଧ୍ୟରୁ କେତେକ ଘରେ ରହି…
ରାଜ୍ୟରେ କରୋନା ନେଲା ଆଉ ୧୧ ମୁଣ୍ଡ: ଡରାଇଲାଣି ଖୋର୍ଦ୍ଧା
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଶନିବାର ରାଜ୍ୟରେ କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି। ଏହି ୧୦ ମୃତକଙ୍କ…
କରୋନା ଭାଙ୍ଗିଲା ସବୁ ରେକର୍ଡ: ରାଜ୍ୟରେ ଦିନକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ; କେବଳ ଖୋର୍ଦ୍ଧାରୁ…
ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ଶନିବାର ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଛି କରୋନା। ଦିନକରେ ରାଜ୍ୟରେ ୧୦,୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୫୮୮୭ ଚିହ୍ନଟ…
ମାସକରେ ୩୨ଶହ ସଂକ୍ରମିତ
ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା ଜିଲାବାସୀଙ୍କୁ ଚକିତ କରିଥିବାବେଳେ ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
ରାତିରେ ପର ଘରେ ଆଶ୍ରୟ
ଚମ୍ପୁଆ, ୧।୫ (ଡି.ଏନ.ଏ.)-ଘର ଭାଙ୍ଗି ଯାଇଥିବାରୁ ଯେକୌଣସି ମୁହୂର୍ତ୍ତରେ ଜୀବନ ପ୍ରତି ବିପଦ ଆଶଙ୍କା ରହିଛି। ଅର୍ଥ ଅଭାବ ଯୋଗୁ ଘରେ ଖଣ୍ଡେ କରିବା ତାଙ୍କ ପକ୍ଷେ କଷ୍ଟକର। ବହୁ କଷ୍ଟରେ ପିଲାଙ୍କ ପାଇଁ ଖାଦ୍ୟ ଯୋଗାଡ଼ କରିପାରୁଛନ୍ତି। ଏପରି ସ୍ଥିତିରେ…
ଜାଲ୍ ସାର୍ଟିଫିକେଟ: ୧୮ ବର୍ଷ ପରେ ଗଲା ଚାକିରି
ପୋଲସରା,୩୦ା୪: ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଅଭିଯୋଗରେ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ବହିଷ୍କାର କରାଯାଇଛି। ସେ ହେଲେ ଗଞ୍ଜାମ ଜିଲା ପୋଲସରା ବ୍ଲକ ବିଲେଇଝୁରି ଗ୍ରାମର ବିଜ୍ଞାନୀ ପ୍ରଧାନ। ବିଜ୍ଞାନୀ ଅଙ୍ଗନୱାଡି କର୍ମୀ ଭାବେ ୨୦୦୩ ଏପ୍ରିଲରେ ନିଯୁକ୍ତି ପାଇଥିଲେ।…
ଆମ୍ବୁଲାନ୍ସରେ ଘଣ୍ଟାଘଣ୍ଟା ଧରି ଅଟକି ରହିଲେ ମା’ଓ ଯାଆଁଳା ଶିଶୁ
ମାଲକାନଗିରି,୩୦ା୪: ନର୍ସଙ୍କ ଅବହେଳା ଯୋଗୁ ରାତି ଅନ୍ଧାରରେ ଘଣ୍ଟା ଘଣ୍ଟା ଧରି ଆମ୍ବୁଲାନ୍ସ ମଧ୍ୟରେ ଫସି ରହିଥିଲେ ଦୁଇ ନବଜାତ ଶିଶୁ। ପରିବାର ଲୋକେ ଯେତେ କାକୁତିମିନତି ହୋଇଥିଲେ ମଧ୍ୟ ଡାକ୍ତରଖାନା ନର୍ସ ସେମାନଙ୍କୁ ଚିକିତ୍ସା ପାଇଁ ଆଡ୍ମିଶନ କରି ନ…
ମାଙ୍କଡ ମାଂସ ଖାଉଥିବା ସମ୍ପ୍ରଦାୟର ୬ ଗିରଫ
ବୌଦ୍ଧ, ୩୦।୪: ମାଙ୍କଡ ଶିକାର ଅଭିଯୋଗରେ ବୌଦ୍ଧ ବନ ବିଭାଗ ଏକ ଶିକାରୀ ଦଳର ୬ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁର ଜିଲା ଜମନକିରା ଥାନା କଦଳୀପାଲି ଗ୍ରାମର ଚନ୍ଦ୍ର ହେମ୍ବ୍ରମ, ଜତ୍ରୁ ଲୁଗୁନ, ଦେବସାଙ୍ଗ ଲୁଗୁନ,…
କଲେଜ ଛାତ୍ରୀଙ୍କୁ ଅପହରଣ
ପଦ୍ମପୁର, ୩୦।୪: ଭଦ୍ରକ ଜିଲା ସଦର ବ୍ଲକ ସାବରଙ୍ଗ ଅଞ୍ଚଳର ଜଣେ ନାବାଳିକା କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ନାବାଳିକାଙ୍କ ବାପା ସାବରଙ୍ଗ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଗତ ୨୬ ତାରିଖ ରାତିରେ ତାଙ୍କ ଝିଅକୁ…
ରାଜ୍ୟରେ ଅଭାବ ନାହିଁ ରେମ୍ଡେସିଭିର
ଭୁବନେଶ୍ୱର,୩୦।୪: ରାଜ୍ୟରେ ଦୈନିକ ୧୨ଶହ ରେମ୍ଡେସିଭିର ଆବଶ୍ୟକ ହେଉଛି। ବର୍ତ୍ତମାନ ୪୩ ହଜାର ଷ୍ଟକ ରହିଛି। ଶନିବାର ଆଉ ୨୧ ହଜାର ପହଞ୍ଚିବ। ଯେଉଁ ଅଭାବ କଥା କୁହାଯାଉଛି, ସେସବୁ ବେସରକାରୀ ଡାକ୍ତରଖାନାଗୁଡିକରେ ବୋଲି ଶୁକ୍ରବାର ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ…
Archives


