ରାଜ୍ୟ

ରାତିରେ ଆସୁଛି ନେଇଯାଉଛି ବାଛୁରୀଙ୍କ ଜୀବନ, ଗାଁରେ କୋକୁଆ ଭୟ

ପାପଡ଼ାହାଣ୍ଡି/ମଇଦଲପୁର,୮।୨: ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ୨ ଦିନ ମଧ୍ୟରେ ଗ୍ରାମର ୩ ଜଣଙ୍କ ଗୁହାଳରୁ ୩ଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା…

ପୁଅ ନୁହେଁ, ବଡ଼ଝିଅ ଦେଲେ ମୁଖାଗ୍ନି

ମାଲକାନଗିରି,୮ା୨: ପୁଅ ପରି ମଧ୍ୟ ଝିଅ ସବୁ କିଛି ଦାୟିତ୍ୱ ତୁଲାଇପାରେ। ଉଡାଜାହାଜରେ ଆକାଶରେ ଉଡିବାଠାରୁ ଆରମ୍ଭ କରି ପାଣିରେ ପହଁରିବା ପର୍ଯ୍ୟନ୍ତ ସବୁ ଅସମ୍ଭବକୁ ସମ୍ଭବ କରିପାରେ ଝିଅ। ଏପରି ଏକ ନଜିର ସୋମବାର ମାଲକାନଗିରି ଜିଲାରେ ଦେଖିବାକୁ ମିଳିଛି।…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ, ପ୍ରଥମ ଦିନରେ ଓଡ଼ିଆ

କଟକ ଅଫିସ,୮।୨: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ ସୋମବାର ପ୍ରକାଶ ପାଇଛି। ମେ ୩ରୁ ପରୀକ୍ଷା ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ୫ ତାରିଖରେ ସେକେଣ୍ଡ ଲାଙ୍ଗୁଏଜ୍‌ ଇଂଲିଶ, ୭ରେ…

ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହୃତ: ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର, ୮।୨(ବ୍ୟୁରୋ): ବିଭିନ୍ନ ବର୍ଗରୁ ବିରୋଧ ପରେ ଶେଷରେ ସୋମବାର ପ୍ରତ୍ୟାହୃତ ହୋଇଛି ଶ୍ରୀମନ୍ଦିର ପ୍ରସ୍ତାବିତ ବାଇ-ଲ। ଏହାକୁ ପ୍ରତ୍ୟାହାର କରି ନିଆଯାଇଥିବା ନେଇ ଟୁଇଟ୍‌କରି ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ। ସେ କହିଛନ୍ତି, ଜାତୀୟ…

ସବ୍ୟସାଚୀ, ନିବେଦିତାଙ୍କୁ ‘କଳିଙ୍ଗ ରତ୍ନ’ ସମ୍ମାନ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍‌ ସୁପରଷ୍ଟାର ସବ୍ୟସାଚୀ ମିଶ୍ରଙ୍କୁ ‘କଳିଙ୍ଗ ରତ୍ନ’ ସମ୍ମାନରେ ସମ୍ମାନିତ କରାଯାଇଛି। ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କଳିଙ୍ଗ ଚାରିଟେବୁଲ…

ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୮।୨: ପୁରୀ ଶ୍ରୀମନ୍ଦିରରେ ସୋମବାର ଶ୍ରୀଜିଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ଥର ପାଇଁ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ମହାମାରୀ ପରେ ପ୍ରଥମ…

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୯୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮।୨(ବ୍ୟୁରୋ): ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା: ବନ୍ଧାହେଲେ ସୁରେଶଙ୍କ ସମେତ ୬

ଭୁବନେଶ୍ୱର,୮।୨(ବ୍ୟୁରୋ): ସରକାରୀ ପ୍ରତିଷ୍ଠାନରେ ସେକ୍ସ ର଼୍ୟାକେଟ ଚଳାଥିଲେ ସରକାରୀ ବାବୁ। ସମ୍ପୃକ୍ତ ଥିଲେ ଅଫିସରଙ୍କ ସମେତ କର୍ମଚାରୀ ଓ ଦଲାଲ। ଭୁବନେଶ୍ୱର ପଳାସପଲ୍ଲୀସ୍ଥିତ ନିଖିଳ ଉତ୍କଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ୍‌ କେନ୍ଦ୍ରରେ ଯୌନ ଶୋଷଣ ଘଟଣାର ମାଷ୍ଟରମାଇଣ୍ଡ୍‌ ତଥା…

ଶ୍ରୀମନ୍ଦିର ବିକାଶରେ ବାଧା ହେବନି: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ପୁରୀ ଜଗନ୍ନାଥ ଧାମ ପାଇଁ ଜାତୀୟ ସ୍ମାରକ ପ୍ରାଧିକରଣ(ଏନ୍‌ଏମଏ୍‌)ର ପ୍ରସ୍ତାବିତ ଅଧିନିୟମ ପ୍ରସଙ୍ଗ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ତେବେ ଏହି ପ୍ରସଙ୍ଗରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି। ପ୍ରସ୍ତାବିତ ଅଧିନିୟମରେ…

ବିଜେଡିର ୮ ନୂତନ ସହପର୍ଯ୍ୟବେକ୍ଷକ

ଭୁବନେଶ୍ୱର,୮।୨(ବ୍ୟୁରୋ): ବିଜେଡି ପକ୍ଷରୁ ରବିବାର ସୁନ୍ଦରଗଡ ଜିଲା ସହିତ ୭ଟି ନିର୍ବାଚନମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ନିଯୁକ୍ତି କରାଯାଇଛି। ଏହି ୮ ନବନିଯୁକ୍ତ ସହପର୍ଯ୍ୟବେକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଯୁକ୍ତ କରିଛନ୍ତି। ସୁନ୍ଦରଗଡ ଜିଲା ଲାଗି କୁନା ବିହାରୀ ଦାସଙ୍କୁ ସହ…

ରବିବାର ଶିକ୍ଷାଦାନ ବନ୍ଦ ନ କଲେ ଆଇନର ଆଶ୍ରୟ ନେବ ଓଷ୍ଟା

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ଗତ ଜାନୁୟାରୀ ୮ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଛି। ସରକାର ୧୦୦ ଦିନର ଶିକ୍ଷାଦାନ ଅବଧି ସ୍ଥିର କରି ରବିବାର ଶିକ୍ଷାଦାନ ପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି। ଏହାଦ୍ୱାରା ମାଧ୍ୟମିକ ଓ ଉଚ୍ଚମାଧ୍ୟମିକ…

ଆଜି ଶ୍ରୀଜିଉଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୨(ବ୍ୟୁରୋ): ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୀର୍ଘଦିନ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଜିଉଙ୍କ ଦର୍ଶନ ଲାଭ କରିବେ। କରୋନା ମହାମାରୀ ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ପୂର୍ବରୁ ଯଦିଓ ମୁଖ୍ୟମନ୍ତ୍ରୀ ପୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri