ଚିଙ୍ଗୁଡ଼ି ସହ ୫ ହଜାର ଲାଞ୍ଚ ମାଗି ଏଏସ୍ଆଇ ନିଲମ୍ବିତ
ଭଦ୍ରକ ଅଫିସ/ଚାନ୍ଦବାଲି, ୩୦।୪ (ଡି.ଏନ.ଏ.)- ଜଣେ ଅଭିଯୁକ୍ତଙ୍କୁ ଖସାଇ ଦେବା ପାଇଁ ଚିଙ୍ଗୁଡ଼ି ସହ ୫ ହଜାର ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ଭଦ୍ରକ ଜିଲା ଚାନ୍ଦବାଲି ଥାନା ଏଏସ୍ଆଇ ହରେକୃଷ୍ଣ ପାଢ଼ୀ ନିଲମ୍ବିତ ହୋଇଛନ୍ତି। ଏଏସ୍ଆଇ ପାଢ଼ୀ ଏଭଳି ଲାଞ୍ଚ…
ଅନୁପ୍ରବେଶକାରୀଙ୍କୁ ସୁହାଉଛି ଜଳପଥ
ବାଲେଶ୍ୱର ଅଫିସ, ୩୦।୪- ବାଲେଶ୍ୱର ଜିଲାରେ ୮୪ କିଲୋମିଟର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ପାଇଁ ୩ଟି ସାମୁଦ୍ରିକ ଥାନା ରହିଛି। ସଦର ବ୍ଲକ ଅନ୍ତର୍ଗତ ବଳରାମଗଡ଼ି ଓ କଷାଫଳ ସାମୁଦ୍ରିକ ଥାନା ଏବଂ ଭୋଗରାଇ ବ୍ଲକ ଅଧୀନ ତାଳସାରୀ ସାମୁଦ୍ରିକ ଥାନା…
ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ
କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ…
କେନ୍ଦ୍ରୀୟ ବାହିନୀ ଖର୍ଚ୍ଚ ଛାଡ଼ ହେଉ
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଓଡ଼ିଶାରେ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ (ସିଏପିଏଫ୍) ମୁତୟନ ବାବଦ ୪୫୬୧.୨୩ କୋଟି ଟଙ୍କାର ଖର୍ଚ୍ଚ ପଇଠ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦାବି କରିଛି। ହେଲେ ଏହି ଖର୍ଚ୍ଚ ଛାଡ଼ କରିବାକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ସ୍ଥଗିତ ରହିଲା ଓବିସି ଗଣନା
ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ୟାନ୍ୟ ପଛୁଆବର୍ଗ(ଓବିସି)ଙ୍କ ଲାଗି ହେବାକୁ ଥିବା ସାମାଜିକ ଓ ଶିକ୍ଷାଗତ ସର୍ଭେ କାର୍ଯ୍ୟକୁ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ଓଏସ୍ସିବିସି) ସ୍ଥଗିତ ଘୋଷଣା କରିଛନ୍ତି। ଏହି ସର୍ଭେ କାର୍ଯ୍ୟ ମେ’ ପହିଲାରୁ ହେବାକୁ ଥିଲା। ଏହା…
ଟିକା ପାଇଁ ଚିଠି
ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍ ମାସରେ ଏଯାବତ୍ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…
ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୦୮…
ଝିଅକୁ ହତ୍ୟା ପରେ ମା’ର ଆତ୍ମହତ୍ୟା: ଜଙ୍ଗଲରୁ ମିଳିଲା ସ୍ବାମୀଙ୍କ ମୃତଦେହ
ବଣାଇ/ବଡ଼ବିଲ/ଟେନ୍ସା,୨୯।୪: ରାସ୍ତାକଡ଼ ଶାଳ ଜଙ୍ଗଲରୁ ସ୍ବାମୀ ଏବଂ ଭଡ଼ାଘରୁ ମିଳିଲା ସ୍ତ୍ରୀ ଓ ଝିଅଙ୍କ ମୃତଦେହ। ଗୋଟିଏ ଦିନରେ ପରିବାରର ୩ ସଦସ୍ୟଙ୍କ ଏଭଳି ସନ୍ଦେହଜନକ ମୃତ୍ୟୁ ଚାଞ୍ଚଲ୍ୟ ସୃଷ୍ଟି କରିଛି। ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ…
ପାଟଣାରେ କୁଆପଥର ବର୍ଷା
ପାଟଣା,୨୯।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର କାଳବୈଶାଖୀ ପ୍ରଭାବରେ କୁଆପଥର, ଘଡ଼ଘଡ଼ି ସହ ବର୍ଷା ହୋଇଛି। ପାଟଣା ମୁଖ୍ୟାଳୟ, କେନ୍ଦେଇପଶି ଓ ତୁରୁମୁଙ୍ଗା ଅଞ୍ଚଳରେ କୁଆପଥର ବର୍ଷା ହୋଇଥିଲା। ବର୍ଷା ପରଠାରୁ ବିଦ୍ୟୁତ୍ ସରବରାହ ବ୍ୟାହତ ହୋଇଛି।…
ଖଣ୍ଡପଡ଼ାରେ କାଳବୈଶାଖୀ
ଖଣ୍ଡପଡ଼ା,୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡି ପଡି ରାସ୍ତା ଅବରୋଧ କରିବାରୁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖଣ୍ଡପଡ଼ା ଅଗ୍ନିଶମ କର୍ମଚାରୀ ଓ…
୩ ଦିନ ପାଇଁ ଗ୍ରାମ୍ୟ ବ୍ୟାଙ୍କ ବନ୍ଦ
ଖଣ୍ଡପଡ଼ା୨୯ା୪: ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ଖଳିସାହି ବଜାରରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ପରିଚାଳକ କରୋନା ସଂକ୍ରମିତ ହୋଇଥିବା ଜଣାପଡିବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ସେହି ବ୍ୟାଙ୍କ୍ ଶାଖାକୁ ୩ ଦିନ ପାଇଁ ବନ୍ଦ କରାଯାଇଛି।…
ଘରେ ଘରେ ଜ୍ୱର ବଢାଉଛି ଚିନ୍ତା
ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଲାଠୋର ଏବଂ ଆଖପାଖ ଗ୍ରାମର ପ୍ରାୟ ଘରେ…
Archives


