ହେଲ୍ମେଟ୍ ଜଗି ହାଲିଆ
କାମାକ୍ଷାନଗର, ୧୦।୨(ଡି.ଏନ୍.ଏ.) – ଆଗରେ ଅମାନିଆ ବାଇକ୍ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍ମେଟରେ ସହରରେ ସ୍ପିଡ୍ ବାଇକ୍ ଧରି ଚକ୍କର କାଟୁଛନ୍ତି ଅନେକେ। ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି ଟ୍ରାଫିକ୍ ନିୟମ। ଧରାପଡ଼ିଲେ ନାଲି ଆଖି ଦେଖାଉଛନ୍ତି। ଚାପ…
ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ
ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ପରିବାର ଲୋକେ ନାନା ଆଶା…
ସୁସ୍ଥ ହେଲେ ୧୦୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୯ା୨- ଓଡ଼ିଶାରେ ମଙ୍ଗଳବାର ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍-୧୯ରୁ ମୁକ୍ତ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୩,୩୩,୧୩୯ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୧, ଖୋର୍ଦ୍ଧାରୁ ୧୨, ବରଗଡ଼ରୁ ୧୧, ସମ୍ବଲପୁରରୁ ୧୦, ପୁରୀ ୮,…
୨୦୧୯-୨୦ର ନବମ ଶ୍ରେଣୀ ପିଲା ଦେବେ ମାଟ୍ରିକ ପରୀକ୍ଷା
ଭୁବନେଶ୍ୱର, ୯।୨(ବ୍ୟୁରୋ)- ଆସନ୍ତା ମେ’ ୩ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ୨୦୧୯-୨୦ଶିକ୍ଷାବର୍ଷରେ ନବମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରୀଛାତ୍ର ମେ’ ମାସରେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ବାର୍ଷିକ ସାର୍ଟିଫିକେଟ୍ ପରୀକ୍ଷା ଦେବେ। ଏହା ସବୁ ଓଡ଼ିଆ ମାଧ୍ୟମ…
ପାଳଗଦାରୁ ମିଳିଲା ଶିଶୁକନ୍ୟା
କୋକସରା,୯।୨ (ଡି.ଏନ.ଏ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସିଉନି ଘର୍ଜା ପଡା ନିକଟସ୍ଥ ଚାଷ ଜମିରେ ଥିବା ଏକ ପାଳଗଦାରୁ ମଙ୍ଗଳବାର ପାହାନ୍ତିଆରେ ଶୁଣିବାକୁ ମିଳିଥିଲା କୁଆଁ କୁଆଁ ରାବ। ଶୌଚ ହେବାକୁ ଯାଉଥିବା କିଛି ମହିଳା ଏହା ଶୁଣିବା ପରେ…
ପୁଅ ବାହାଘର ଦେଖିପାରିଲେନି ବାପା, ନିମନ୍ତ୍ରଣ ପତ୍ର ବାଣ୍ଟିବାକୁ ଯାଇଥିବା ବେଳେ ଟ୍ୟାଙ୍କର୍ ଚକା ତଳେ ପଡ଼ି ଜୀବନ ଗଲା
ବାଲେଶ୍ୱର ଅଫିସ, ୯।୨- ପୁଅ ବାହାଘରକୁ ଦିନ କେଇଟା ଥିବା ବେଳେ ଦେଖିପାରିଲେନି ବାପା। ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ସହରରେ। ସହରର ଗୋଲେଇ ନିକଟରେ ଜଣେ ବ୍ୟକ୍ତି ମଙ୍ଗଳବାର ବାଇକ୍ରେ…
ରାଜ୍ୟରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୬୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ଗାଁରେ ବୁଲୁଛି କଲରାପତରିଆ
ପାପଡ଼ାହାଣ୍ଡି/ମଇଦଲପୁର,୯।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ଦୁଇଦିନ ମଧ୍ୟରେ ଗ୍ରାମର ତିନି ଜଣଙ୍କ ଗୁହାଳରୁ ତିନୋଟି ବାଛୁରୀ ଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଏବେ ଗ୍ରାମରେ ଭୟର ବାତାବରଣ। ସନ୍ଧ୍ୟା…
ହାତୀଦାନ୍ତ, ବାଘଛାଲ ଜବତ
ଭୁବନେଶ୍ୱର,୯।୨(ବ୍ୟୁରୋ)/କେନ୍ଦୁଝର (ସ୍ବ.ପ୍ର.): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଥମିବାର ନାଁ ଧରୁନି। କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ସୋମବାର ଆଉଏକ ର଼୍ୟାକେଟକୁ ଠାବ କରିଛି। କେନ୍ଦୁଝର ଜିଲା ଆର୍ଟିଓ ଅଫିସ ନିକଟରେ ଡିଲ୍ ଚାଲିଥିବାବେଳେ ଏସ୍ଟିଏଫ୍ ଟିମ୍ ଚଢ଼ାଉ କରି ୩ଜଣଙ୍କୁ…
ଅଟକିବନି ବିକାଶ କାର୍ଯ୍ୟ
ପୁରୀ ଅଫିସ,୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତ କରି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। କରୋନା ମହାମାରୀ ସମୟରେ ପ୍ରଥମ ଥର ପାଇଁ ମହାପ୍ରଭୁଙ୍କ ଦର୍ଶନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି। ଦର୍ଶନ ସାରିବା…
ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ୱର, ୯।୨(ବ୍ୟୁରୋ): ରାଜ୍ୟ ସରକାର ପୁଣି ବସ୍ ଭଡ଼ା ବଢ଼ାଇଛନ୍ତି। ଏ ନେଇ ସୋମବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଲଗାତର ଡିଜେଲ ଦର ବୃଦ୍ଧି ସାଙ୍ଗକୁ ଅନ୍ୟାନ୍ୟ ଆନୁଷଙ୍ଗିକ ଦର ବୃଦ୍ଧିକୁ ନେଇ ୧୨ଟି…
ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍
ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମଙ୍ଗଳବାର ସନ୍ଧ୍ୟା ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଅପରାହ୍ନ ୫ଟା ୩୦ ମିନିଟ୍ରେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଆସନ୍ତା ୧୮ରେ ବିଧାନସଭାର ବଜେଟ ଅଧିବେଶନ…
Archives


