ରାଜ୍ୟ

ଆନ୍ତଃରାଜ୍ୟ ସଞ୍ଚାରଣ ଶୁଳ୍କ ହ୍ରାସ ହେଲେ ବିଦ୍ୟୁତ ଦର କମିବ

ଭୁବନେଶ୍ୱର,୩୦।୪(ବ୍ୟୁରୋ): କେନ୍ଦ୍ରୀୟ ସଂସ୍ଥାଗୁଡ଼ିକରୁ ବିଦ୍ୟୁତ ସଞ୍ଚାରଣ ପାଇଁ ଲାଗୁ କରାଯାଇଥିବା ପରିବହନ ଶୁଳ୍କ ହ୍ରାସ କରିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଦାବି କରିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନସ୍ଥ ବିଦ୍ୟୁତ ଉତ୍ପାଦନକାରୀ ସଂସ୍ଥାଗୁଡ଼ିକରୁ ପିଜିସିଆଇଏଲ୍‌ର ବିଦ୍ୟୁତ ସଞ୍ଚାରଣ ନେଟୱାର୍କ ମାଧ୍ୟମରେ ଉକ୍ତ ବିଦ୍ୟୁତ…

ମାସକରେ ୫.୬୬ କୋଟି ଗଣିଲେ ଅମାନିଆ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଅମାନିଆଙ୍କ ପାଇଁ ଓଡ଼ିଶାରେ ହୁହୁ ହୋଇ ସଂକ୍ରମଣ ବଢ଼ୁଛି। ଜରିମାନା ଓ ଗିରଫ ସତ୍ତ୍ୱେ କୋଭିଡ୍‌ ନିୟମ ଉଲ୍ଲଂଘନ ହେଉଥିବାରୁ ସ୍ଥିତି ବିଗିଡିବାରେ ଲାଗିଛି। ଏ ପରିସ୍ଥିତିରେ କରୋନା ମହାମାରୀର ଭୟାବହତାକୁ ନେଇ ପୋଲିସ ଡିଜି ଅଭୟ ରାଜ୍ୟବାସୀଙ୍କୁ ସଚେତନ…

୧୩୨ ଏସ୍‌ଆଇଙ୍କ ପଦୋନ୍ନତି

କଟକ ଅଫିସ,୩୦।୪: ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ଜିଲାର ୧୩୨ଜଣ ଏସ୍‌ଆଇଙ୍କୁ ଇନ୍ସପେକ୍ଟର ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପରବର୍ତ୍ତୀ ମୁହୂର୍ତ୍ତରେ ରାଜ୍ୟ ପୋଲିସ ମୁଖ୍ୟାଳୟ…

ନମୁନା ସଂଗ୍ରହ ଦିନ ହିଁ ଲ୍ୟାବ୍‌କୁ ପଠାନ୍ତୁ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁବାର କୋଭିଡ୍‌ ପରୀକ୍ଷା ପାଇଁ ନୂଆ ନିୟମ ଜାରି କରିଛନ୍ତି। ସମସ୍ତ କରୋନା ସନ୍ଦିଗ୍ଧଙ୍କ ନମୁନା ଉପଯୁକ୍ତ ସମୟରେ ପରୀକ୍ଷା କରାଇବା ଏବଂ ପଜିଟିଭ୍‌ ଚିହ୍ନଟ ହେଲେ ସମ୍ପୃକ୍ତ…

ପୁଣି କରୋନାରେ ଆଖିବୁଜିଲେ ୧୪ ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୧୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୪ ମୃତକଙ୍କ ମଧ୍ୟରୁ କୋରାପୁଟ ଓ…

ଚିଙ୍ଗୁଡ଼ି ସହ ୫ ହଜାର ଲାଞ୍ଚ ମାଗି ଏଏସ୍‌ଆଇ ନିଲମ୍ବିତ

ଭଦ୍ରକ ଅଫିସ/ଚାନ୍ଦବାଲି, ୩୦।୪ (ଡି.ଏନ.ଏ.)- ଜଣେ ଅଭିଯୁକ୍ତଙ୍କୁ ଖସାଇ ଦେବା ପାଇଁ ଚିଙ୍ଗୁଡ଼ି ସହ ୫ ହଜାର ଟଙ୍କା ଲାଞ୍ଚ ମାଗିବା ଅଭିଯୋଗରେ ଭଦ୍ରକ ଜିଲା ଚାନ୍ଦବାଲି ଥାନା ଏଏସ୍‌ଆଇ ହରେକୃଷ୍ଣ ପାଢ଼ୀ ନିଲମ୍ବିତ ହୋଇଛନ୍ତି। ଏଏସ୍‌ଆଇ ପାଢ଼ୀ ଏଭଳି ଲାଞ୍ଚ…

ଅନୁପ୍ରବେଶକାରୀଙ୍କୁ ସୁହାଉଛି ଜଳପଥ

ବାଲେଶ୍ୱର ଅଫିସ, ୩୦।୪- ବାଲେଶ୍ୱର ଜିଲାରେ ୮୪ କିଲୋମିଟର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ପାଇଁ ୩ଟି ସାମୁଦ୍ରିକ ଥାନା ରହିଛି। ସଦର ବ୍ଲକ ଅନ୍ତର୍ଗତ ବଳରାମଗଡ଼ି ଓ କଷାଫଳ ସାମୁଦ୍ରିକ ଥାନା ଏବଂ ଭୋଗରାଇ ବ୍ଲକ ଅଧୀନ ତାଳସାରୀ ସାମୁଦ୍ରିକ ଥାନା…

ସ୍ତ୍ରୀଙ୍କ ପାଇଁ ହାତ ପାତୁଛନ୍ତି ସ୍ବାମୀ

କୁଆମରା, ୩୦।୪ (ଡି.ଏନ.ଏ.)-କର୍କଟ ରୋଗାକ୍ରାନ୍ତ ସ୍ତ୍ରୀଙ୍କୁ ଭଲ କରିବା ପାଇଁ ସ୍ବାମୀ ବାରଦୁଆର ବୁଲି ବୁଲି ଅର୍ଥ ଭିକ୍ଷା କରୁଛନ୍ତି। ଚିକିତ୍ସା ପାଇଁ ଅର୍ଥ ଯୋଗାଡ଼ କରି ନ ପାରି ସହାୟତା ପାଇଁ ପ୍ରଶାସନଠାରୁ ଆରମ୍ଭ କରି ବିଭିନ୍ନ ବ୍ୟକ୍ତିଙ୍କଠାରେ ହାତ…

କେନ୍ଦ୍ରୀୟ ବାହିନୀ ଖର୍ଚ୍ଚ ଛାଡ଼ ହେଉ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଓଡ଼ିଶାରେ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବାହିନୀ (ସିଏପିଏଫ୍‌) ମୁତୟନ ବାବଦ ୪୫୬୧.୨୩ କୋଟି ଟଙ୍କାର ଖର୍ଚ୍ଚ ପଇଠ କରିବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦାବି କରିଛି। ହେଲେ ଏହି ଖର୍ଚ୍ଚ ଛାଡ଼ କରିବାକୁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସ୍ଥଗିତ ରହିଲା ଓବିସି ଗଣନା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ୟାନ୍ୟ ପଛୁଆବର୍ଗ(ଓବିସି)ଙ୍କ ଲାଗି ହେବାକୁ ଥିବା ସାମାଜିକ ଓ ଶିକ୍ଷାଗତ ସର୍ଭେ କାର୍ଯ୍ୟକୁ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ଓଏସ୍‌ସିବିସି) ସ୍ଥଗିତ ଘୋଷଣା କରିଛନ୍ତି। ଏହି ସର୍ଭେ କାର୍ଯ୍ୟ ମେ’ ପହିଲାରୁ ହେବାକୁ ଥିଲା। ଏହା…

ଟିକା ପାଇଁ ଚିଠି

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ରାଜ୍ୟରେ ଏପ୍ରିଲ୍‌ ମାସରେ ଏଯାବତ୍‌ ୯୪,୫୯୬ ସଂକ୍ରମଣ ଚିହ୍ନଟ ହେଲେଣି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ବହୁମାତ୍ରାରେ ଟିକା ଆବଶ୍ୟକ ଥିବାରୁ ରାଜ୍ୟ ସରକାର ୨ ଟିକା…

ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୦୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri