ରାଜ୍ୟ

ଆଜିଠୁ ନବମ, ଏକାଦଶ

ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ଦୀର୍ଘ ୧୦ମାସ ପରେ ପିଲା ସ୍କୁଲ୍‌ ଯାଇ ପାଠପଢ଼ିବେ। ସୋମବାରରୁ ଶନିବାର ପ୍ରତ୍ୟହ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ୩ଟି ପିରିୟଡ଼ରେ ଶିକ୍ଷାଦାନ…

ସାତ ଭଉଣୀଙ୍କ ବାସସ୍ଥାନ ସାତକୁଟୁଣିଆ

ଚମ୍ପୁଆ, ୮।୨(ଡି.ଏନ.ଏ)-ଐତିହାସିକ ଓ ଭୌଗୋଳିକ ଦୃଷ୍ଟି କୋଣରୁ ଗୁରୁତ୍ୱପୁର୍ଣ୍ଣ ହୋଇପାରିଛି ଧଳା ପଥରଖଣ୍ଡ ଟିକି ପାହାଡ ସାତକୁଟୁଣିଆ। ନିର୍ଦ୍ଦିଷ୍ଟ ଏକ ଚଟାଣରେ ସାତଟି କୁଟୁଣି ଏହି ପାହାଡର ପରିଚୟ। ଏହି କୁଟୁଣି କାରଣରୁ ଏହାର ନାମ ସାତକୁଟୁଣିଆ ହୋଇପାରିଛି। ଏହି ସାତକୁଟୁଣିଆ…

ଓଡ଼ିଶାର ମହିଳା ବନ ଅଧିକାରୀଙ୍କୁ ମିଳିବ ଜାତିସଂଘ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜ୍ୟରେ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟ୍‌ ରୋକିବାରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାର ମହିଳା ବନ ଅଧିକାରୀ ସସ୍ମିତା ଲେଙ୍କା ମିଳିତ ଜାତିସଂଘର ଏସିଆ ପରିବେଶ ଏନଫୋର୍ସମେଣ୍ଟ ଆୱାର୍ଡ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ୧୭ ତାରିଖରେ ତାଙ୍କୁ ଭର୍ଚୁଆଲ୍‌…

ଆନ୍ଧ୍ର ନିର୍ବାଚନରେ ଭାଗ ନେବେ ନାରାୟଣପାଟଣାର ୫ ସୀମାନ୍ତ ଗ୍ରାମର ବାସିନ୍ଦା

ନାରାୟଣପାଟଣା/କୋରାପୁଟ, ୮ା୨: କୋରାପୁଟ ଜିଲା କୋଟିଆକୁ ନେଇ ଏବେ ଚର୍ଚ୍ଚା ଥମି ନ ଥିବା ବେଳେ ଜିଲାର ନାରାୟଣପାଟଣା ବ୍ଲକର ଆନ୍ଧ୍ର ସୀମାନ୍ତ ୫ଟି ଗ୍ରାମର ଗ୍ରାମବାସୀ ଏବେ ଆନ୍ଧ୍ରମୁହାଁ ହୋଇଛନ୍ତି। ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନରେ ସେମାନେ…

ସୁସ୍ଥ ହେଲେ ୧୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୨: ଓଡ଼ିଶାରେ ରବିବାର ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୮, ସୁନ୍ଦରଗଡ଼ରୁ ୯, ଅନୁଗୁଳ ଓ ପୁରୀରୁ ୮, ଯାଜପୁର ଓ ନୂଆପଡ଼ାରୁ ୭, ଝାରୁସୁଗୁଡ଼ା ଓ ରାୟଗଡ଼ାରୁ ୫, ବାଲେଶ୍ୱର, କଟକ, ଦେଓଗଡ଼ ଓ…

ରାଜ୍ୟ ବୟନଶିଳ୍ପ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ବାଇକ୍‌ ଚାଳକ ଗୁରୁତର

କୋରାପୁଟ, ୭ା୨: କୋରାପୁଟ-ବୋରିଗୁମ୍ମା ଭାୟା ରାଣୀଗଡ଼ ୩୨୬ ନମ୍ବର ରାଜପଥ ଛର୍ତଲା ନିକଟରେ ରବିବାର ରାଜ୍ୟ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ କାର ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ମନ୍ତ୍ରୀଙ୍କ ଗାଡି ଚାଳକ ଆହତ…

ଦୁର୍ଘଟଣା ଉଜାଡିଦେଲା ପରିବାର

ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍‌ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ଗୁମ୍ମା…

‘ମାଓବାଦୀଙ୍କ ଗତିବିଧି ଦୁର୍ବଳ ହୋଇଛି’

କୋରାପୁଟ,୭ା୨: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର କୋରାପୁଟ ଗସ୍ତ କରି ନବନିର୍ମିତ ସଶସ୍ତ୍ର ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଅଞ୍ଚଳର ଆଇନଶୃଙ୍ଖଳା, ମାଓବାଦୀ ଦମନ ଏବଂ ଗଞ୍ଜେଇ ଚୋରାଚାଲାଣ ଉପରେ ସେ ସମୀକ୍ଷା କରିଥିଲେ। ଗଞ୍ଜେଇ ଚୋରାଚାଲାଣ ରୋକିବାରେ…

ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୃତକ ହେଲେ ବାସୁଦେବପୁରର ଅଭିଲିପ୍ସା…

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

ମା’ଙ୍କ ମୃତ୍ୟୁ ପରେ କବରସ୍ଥଳରେ ଧୂପ ଦେଇ ବସି ରହୁଥିଲେ, ମାସକ ପରେ ଜୀବନ ହାରିଲେ ପୁଅ

ସଇଁତଲା, ୭ା୨(ଡି.ଏନ.ଏ.): ମାସକ ତଳେ ରୋଗଗ୍ରସ୍ତ ହୋଇ ଆରପାରିକୁ ଚାଲି ଯାଇଥିଲେ ମା’। ମା’ଙ୍କ ମୃତ୍ୟୁରେ ଭାଙ୍ଗି ପଡିଥିବା ପୁଅ ଶନିବାର ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଛନ୍ତି। ପ୍ରତିଦିନ ମା’ଙ୍କ କବରସ୍ଥଳରେ ସେ ଧୂପଦେଇ ବସି ରହୁଥିଲେ। ଶେଷରେ ମା’ଙ୍କ…

ଆଜି ରାଜ୍ୟରେ ୭୨ ପଜିଟିଭ୍‌ ଚିହ୍ନଟ, ୩୩୫୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୭।୨(ବ୍ୟୁରୋ): ରବିବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୬୨୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri