ରାଜ୍ୟ

ବୈତରଣୀ ସେତୁ ପ୍ରତି ବିପଦ

ଯାଜପୁର ଅଫିସ/କୋରେଇ(ସ୍ବ.ପ୍ର.),୫।୨: ଯାଜପୁର, କେନ୍ଦୁଝର ଓ ଭଦ୍ରକ ଜିଲାର ସୀମାରେଖା ଭାବେ ବୈତରଣୀ ନଦୀ ପରିଚିତ। ଏହି ୩ ଜିଲା ମଧ୍ୟରେ ଗମନାଗମନ ଓ ଯୋଗାଯୋଗର ଏକମାତ୍ର ମାଧ୍ୟମ ହୋଇଛି ବୈତରଣୀ ସେତୁ। ବହୁ ଦାବି ପରେ ମୁଖ୍ୟମନ୍ତ୍ରୀ ୨୦୧୩ରେ ବୈତରଣୀ…

ମହିଳାଙ୍କ ବେକ କାଟି ହତ୍ୟା ଘଟଣା: ମୁଣ୍ଡ ଖୋଜୁଛି ପୋଲିସ

ଭୁବନେଶ୍ୱର,୫।୨ (ବ୍ୟୁରୋ): ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତା ପାର୍ଶ୍ୱରୁ ଗୁରୁବାର ସକାଳେ ମିଳିଥିବା ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହକୁ ନେଇ କମିଶନରେଟ ପୋଲିସର ନିଦ ହଜିଛି। ରମାଦେବୀ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ରହସ୍ୟ ୧୦ଦିନ ପରେ ବି…

୧୧ରେ ପିଜି ସ୍ପଟ୍‌ ନାମଲେଖା-୨: ୬ରେ ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର,୫।୨(ବ୍ୟୁରୋ): ପୋଷ୍ଟ ଗ୍ରାଜୁଏଟ(ପିଜି) ପାଇଁ ସ୍ପଟ୍‌ ନାମଲେଖା-୨ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନାମଲେଖା ନେଇ ପ୍ରସ୍ତୁତ ଗାଇଡ୍‌ଲାଇନ ବିଶ୍ୱବିଦ୍ୟାଳୟ ପିଜି କାଉନ୍‌ସିଲ ଅଧ୍ୟକ୍ଷ, ଡିଗ୍ରୀ କଲେଜଗୁଡ଼ିକର ଅଧ୍ୟକ୍ଷଙ୍କୁ ଜଣାଇ ଦିଆଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ…

ହାଇକୋର୍ଟରେ ନୟାଗଡ଼ ଚିନିକଳର ଶୁଣାଣି: ସତ୍ୟପାଠ, ସମ୍ପତ୍ତି ଆକଳନ ତାଲିକା ଦାଖଲ

ନୟାଗଡ଼ ଅଫିସ,୫।୨: ହାଇକୋର୍ଟରେ ମୁଖ୍ୟ ବିଚାରପତି ଡକ୍ଟର ଏସ୍‌. ମୁରଲୀଧର ଓ ବିଚାରପତି ବିଶ୍ୱରଞ୍ଜନ ରଥଙ୍କୁ ନେଇ ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ନୟାଗଡ଼ ଚିନିକଳର ଭିଡିଓ କନ୍‌ଫରେନ୍ସ ମୋଡ୍‌ରେ ଶୁଣାଣି କରିଛନ୍ତି। ନୟାଗଡ଼ ଜିଲାପାଳ ପୋମା ଟୁଡୁ ଓ ଚିନିଶିଳ୍ପର ପରିଚାଳନା…

କମିଲା ଶୀତ, ୬ରେ ହାଲୁକା ବର୍ଷା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ଶୁକ୍ରବାର ଠାରୁ ଏହା ହ୍ରାସ ପାଇଛି। କେତେକ ସ୍ଥାନରେ ପାରଦ ୩ରୁ ୪ ଡିଗ୍ରୀ ବୃଦ୍ଧି ପାଇଛି। ଆସନ୍ତା ୫ ଦିନ ଯାଏ ପାରଦ ଉପରମୁହାଁ…

ଶିଳ୍ପୀ ଅଣଦେଖା

ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟ ଶିଳ୍ପୀ ମହାସଂଘ ପକ୍ଷରୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀମାନେ କାରିଗର ବିରୋଧୀ କାର୍ଯ୍ୟରେ ଲିପ୍ତ ରହୁଥିବା ମହାସଂଘ ଯୁକ୍ତି ବାଢିଛି, ଯାହାକି ରାଜ୍ୟ ଶିଳ୍ପୀ ଓ…

ବଦଳିଲେ କୋରାପୁଟ ଜିଲାପାଳ

ଭୁବନେଶ୍ୱର/ପଟ୍ଟାଙ୍ଗୀ,୫।୨(ବ୍ୟୁରୋ/ ଡି.ଏନ୍‌.ଏ.): କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ଅବଦାଲ ଅକ୍‌ତରଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍‌ତର କଟକ ଜିଲା…

ପେଟ୍ରୋଲ ୩୪, ଡିଜେଲ ୩୭ ପଇସା ବଢ଼ିଲା

ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ…

ଆତ୍ମନିର୍ଭର ପଥରେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୫।୨ କଠୋର ଅନୁଶାସନର ଅନ୍ୟତମ ସ୍ଥାନ ହେଉଛି କାରାଗାର। ଜାଣତ ବା ଅଜାଣତରେ ଅପରାଧର ଟ୍ୟାଗ୍‌ ଲାଗି ଏଠାକୁ ଆସିବା ପରେ ବଦଳିଯାଏ ଜୀବନ ଏବଂ ଜୀବନ ଶୈଳୀ। ସାଧାରଣ ମଣିଷରୁ ଜଣେ ପାଲଟିଯାଏ କଏଦୀ। ଜେଲ ରହଣି…

୧୭ ମାସ ହେଲା ମିଳୁନି ସ୍ୱାସ୍ଥ୍ୟସେବା

ତାଳଚେର,୫ା୨(ନି.ପ୍ର.): କଳାହୀରାର ସହର ତାଳଚେରରୁ ବାର୍ଷିକ ଶତାଧିକ କୋଟି ଟଙ୍କାର ରାଜସ୍ବ ନେଉଛନ୍ତି ସରକାର। କିନ୍ତୁ ଏଠାକାର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରୁ ନାହିଁ। ପାନୀୟ ଜଳଠାରୁ ଆରମ୍ଭ କରି ରାସ୍ତା, ପ୍ରଦୂଷଣକୁ ନେଇ କଷ୍ଟ ବଢ଼ୁଥିବାବେଳେ ଦୀର୍ଘ ୧୭ ମାସ…

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଏଭଳି ଏକ ଘଟଣା ଜଣାପଡିବା ପରେ ସ୍ଥାନୀୟ…

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର ଶବର କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ସେହିପରି ଲାଞ୍ଚ ନେବା ଅଭିଯୋଗରେ ପାରାଓ୍ବାଚର ଅନନ୍ତରାମ ପାଙ୍ଗୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri