ରାଜ୍ୟ

ଆଜିଠାରୁ ବିଧାନସଭା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଅଧିବେଶନ ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ଅକ୍ଟୋବର ୭ ତାରିଖ ଯାଏ ଚାଲିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ବିଧାନସଭା ବନ୍ଦ ରହିବ। ତେବେ ରବିବାର ଅକ୍ଟୋବର ୪...

ଦାୟିତ୍ୱ ଭୁଲିଛନ୍ତି ଅନୁଗୋଳ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ, ୨୯ା୯ – ଓ୍ବାର୍ଡବାସିନ୍ଦାଙ୍କ ଅଭିଯୋଗ ଶୁଣିବା ସହ ତାହାର ସମାଧାନ ପାଇଁ ଅନୁଗୋଳ ପୌରପାଳିକାର ୨୩ଟି ଓ୍ବାର୍ଡରେ ଜଣେ ଲେଖାଏ ଅଫିସର ରହିଛନ୍ତି। ଦୈନିକ ଅଭିଯୋଗର ଶୁଣାଣି କରିବାକୁ ପ୍ରତି ଓ୍ବାର୍ଡରେ ଗୋଟିଏ ଲେଖାଏ ଅଫିସ ମଧ୍ୟ...

କାର୍ଯ୍ୟାଳୟ ନିର୍ମାଣରେ ବାଧା ଜବରଦଖଲ

ବଇଣ୍ଡା, ୨୯ା୯(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡାଠାରେ ଅନେକ ସରକାରୀ କାର୍ଯ୍ୟାଳୟ କୋଠା ଭଙ୍ଗାଯାଇଛି। ଏସବୁ ଅନ୍ୟତ୍ର ନିର୍ମାଣ ହେବାର ଯୋଜନା ହୋଇଥିଲେ ବି ଏଥିରେ ଅହେତୁକ ବିଳମ୍ବ ହେଉଛି।...

ନୂଆ ରୂପ ନେବ କଣ୍ଡାର ବିଟ୍‌ ହାଉସ୍‌

ଢେଙ୍କାନାଳ ଅଫିସ, ୨୯।୯ ୨୦୦୭ ଜାନୁୟାରୀ ୩୧। ଏହିଦିନ ଲାଲ୍‌ବାହିନୀ ନରସଂହାରରେ ରକ୍ତରଞ୍ଜିତ ହୋଇଥିଲା ଢେଙ୍କାନାଳ ଜିଲା ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର କଣ୍ଡାର ବିଟ୍‌ ହାଉସ୍‌। ମାଓବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ କାର୍ଯ୍ୟାଳୟର ୩ କର୍ମଚାରୀ। ଏହି ଲୋମଟାଙ୍କୁରା...

ରାସ୍ତାରୁ ପାଇଥିବା ଟଙ୍କା ଫେରାଇଦେଲେ ଯୁବକ

ଜହ୍ନାପଙ୍କ, ୨୯।୯(ଡି.ଏନ.ଏ.) ଦିନକୁ ଦିନ ମଣିଷ ଅର୍ଥ ସର୍ବସ୍ବ ହୋଇଯାଉଛି। ଟଙ୍କା ପାଇଁ ଭୁଲ୍‌ ରାସ୍ତା ଆପଣାଉଛି। ହେଲେ ଏସବୁ ଭିତରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପାଇଥିବା ଟଙ୍କାକୁ ଫେରାଇ ଦେଇ ମଣିଷ ପଣିଆକୁ ଉଜାଗର କରିଛନ୍ତି।...

କଟକରୁ ଆଜି ଆଉ ୧୩୯ ପଜିଟିଭ ଚିହ୍ନଟ

କଟକ ଅଫିସ,୨୮।୯-କଟକ ସହରରୁ ଆଜି ଆଉ ୧୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୩୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩ ରହିଛି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।...

ବିଧାନସଭା ପୂର୍ବରୁ ୧୪ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)- ବିଧାନସଭା ପୂର୍ବରୁ ରାଜ୍ୟର ୧୪ ଜଣ ମନ୍ତ୍ରୀ ଓ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବଡମ୍ବା ବିଧାୟକ ଦେବୀ ମିଶ୍ର କରୋନା ପଜିଟିଭ ଚିହ୍ନଟ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୦୪, ପୁରୀରୁ ୨୯୮, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୬୭, ମୟୂରଭଞ୍ଜରୁ ୧୫୯, ସମ୍ବଲପୁରରୁ ୧୫୭, ଅନୁଗୋଳରୁ ୧୪୩,...

ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବାବେଳେ ଦମ୍ପତିଙ୍କ ଉପରେ ମାଡିଗଲା ଟ୍ରକ

ରାଇରଙ୍ଗପୁର,୨୮ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ରାଇରଙ୍ଗପୁର-ବାରିପଦା ରାସ୍ତାର ସାନାଛକଠାରେ ସୋମବାର ଅପରାହ୍ନରେ ଟ୍ରକ୍‌ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବିଶୋଇ ଥାନା ଅଶନଶିଖର ଗ୍ରାମର ଅଙ୍ଗନଓ୍ବାଡି କର୍ମୀ...

ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍‌: ବନ୍ଧୁକ ଦେଖାଇ ନେଇଗଲେ ୧୦ ଲକ୍ଷ

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜଧାନୀରେ ପୁଣି ମାତିଛନ୍ତି ଦୁର୍ବୃତ୍ତ। ସୋମବାର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବରିମୁଣ୍ଡିସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସ୍ପେଶାଲ ସ୍କ୍ବାଡ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ...

ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର, ବାରଙ୍ଗ, ୨୮।୯(ବ୍ୟୁରୋ)- ପ୍ରାଣୀ ଉଦ୍ୟାନ ନନ୍ଦନାକନନ ଅକ୍ଟୋବର ୪ ତାରିଖରେ ଖୋଲିବା ନେଇ କର୍ତ୍ତୃପକ୍ଷ ସୋମବାର ଘୋଷଣା କରିଛନ୍ତି। ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ସେହିଦିନଠାରୁ ଖୋଲାଯିବ। ଦୀର୍ଘ ୭ମାସ ପରେ ନନ୍ଦନକାନନ ଖୋଲିବା ନିଷ୍ପତ୍ତି ଶୁଣି ପର୍ଯ୍ୟଟକ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri