ଏବେ ଖୋଲିବନି ମନ୍ଦିର
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏ ନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର...
ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା
ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା...
ସୁର ସାମ୍ରାଜ୍ଞୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ସୋମବାର ହେଉଛି ଜନ୍ମଦିନ। ସେ ସେପ୍ଟେମ୍ବର ୨୮, ୧୯୨୯ ମସିହାରେ ପ୍ରସିଦ୍ଧ ସଙ୍ଗୀତକାର ଦିନାଥ ମଙ୍ଗେସକରଙ୍ଗ କୋଳରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଲତା ଏବେ ୯୧ ବର୍ଷରେ ପାଦ ଥାପିଛନ୍ତି। ଏହି...
ଭୁବନେଶ୍ୱରରୁ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୨୧
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)...
ଉପବାଚସ୍ପତିଙ୍କୁ କରୋନା
ଭୁବନେଶ୍ୱର,୨୮।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ କରୋନା ଆକ୍ରାନ୍ତ ହେଉଛନ୍ତି। ସୋମବାର ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂଙ୍କୁ କରୋନା ହୋଇଥିବା...
ଯୁକ୍ତ ତିନି ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନିରେ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ସୋମବାର ପ୍ରକାଶ ପାଇଛି। ଏକ୍ଷେତ୍ରରେ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛି। ଏହି ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ପ୍ରଥମ ପର୍ଯ୍ୟାୟ...
କୋଭିଡ୍ ହସ୍ପିଟାଲରେ ପ୍ରତି ୧୫ ଦିନରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ଏଥର ପ୍ରତି ୧୫ ଦିନରେ ପ୍ରତ୍ୟେକ କୋଭିଡ୍ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯିବ। କଟକସ୍ଥିତ ସଦ୍ଗୁରୁ ହସ୍ପିଟାଲରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ଏପରି ନିର୍ଦ୍ଦେଶାବଳୀ ଜାରି କରିଛି। ହସ୍ପିଟାଲରେ ହଠାତ୍ କୌଣସି ଅଘଟଣ ଘଟିଲେ...
ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କରୋନାରେ ବାଲେଶ୍ୱରରୁ...
CORONAVIRUS UPDATE: ରାଜ୍ୟରେ ଆଜି ୩୨୩୫ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯କୁ ବୃଦ୍ଧି
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୩୨୩୫ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୧୨,୬୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୯୧୫ଜଣ...
୧ରୁ ଖୋଲିବ ୪୨ ନେଚର କ୍ୟାମ୍ପ୍
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ଦ୍ୱାରା ପରିଚାଳିିତ ଓଡ଼ିଶାର ୪୨ଟି ଇକୋ-ଟୁର୍ ଡେଷ୍ଟିନେଶନ ତଥା ନେଚର କ୍ୟାମ୍ପ୍କୁ ପର୍ଯ୍ୟଟକଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ ତାରିଖରୁ ଖୋଲାଯିବ। ଏ ନେଇ ଜଙ୍ଗଲ ଓ ପରିବେଶ ବିଭାଗ ରବିବାର...
ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ପାଇବେ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର’
ଭୁବନେଶ୍ୱର,୨୮ା୯: ବିଜ୍ଞାନ କ୍ଷେତ୍ରରେ ଦେଶର ସର୍ବୋଚ୍ଚ ସମ୍ମାନ ‘ଶାନ୍ତି ସ୍ବରୂପ ଭଟ୍ଟନାଗର ପୁରସ୍କାର-୨୦୨୦’ ପାଇଁ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶ ମନୋନୀତ ହୋଇଛନ୍ତି। କାଉନ୍ସିଲ ଫର୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍ଆଇଆର୍) ତା’ର ପ୍ରତିଷ୍ଠା ଦିବସ ପାଳନ ଅବସରରେ...
କରୋନା ପରିସ୍ଥିତି ଜିଗଲୋ ହେବାକୁ ବାଧ୍ୟ କରିଥିଲା: ମୁହଁ ଖୋଲିଲେ ଠକାମିର ଶିକାର ଯୁବକ
ଭୁବନେଶ୍ୱର,୨୮ା୯ (ବ୍ୟୁରୋ): ରାଜଧାନୀରେ ଜିଗଲୋ (କଲ୍ ବୟ) ର଼୍ୟାକେଟକୁ ନେଇ ଏବେ ଖୋଳତାଡ଼ ଆରମ୍ଭ ହୋଇଛି। ଥାନାରେ ଅଭିଯୋଗ କରିଥିବା ହୋଟେଲ ମ୍ୟାନେଜର ଓ ଜିଗଲୋ ହେବାକୁ ଇଚ୍ଛା କରି ଠକେଇର ଶିକାର ହୋଇଥିବା ଯୁବକଙ୍କୁ ପୋଲିସ ପଚରାଉଚରା କରିଛି।...
Archives


