ଆଖଣ୍ଡଳମଣି ମନ୍ଦିର ଦର୍ଶନ ସମୟ ବଢ଼ିଲା
ଆରଡ଼ି, ୩।୧: ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଦର୍ଶନ ସମୟ ବଢ଼ିଛି। ପୂର୍ବରୁ କୋଭିଡ୍ କଟକଣା ଅନୁଯାୟୀ ପ୍ରତିଦିନ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭକ୍ତମାନେ ବାବାଙ୍କୁ ଦର୍ଶନ କରୁଥିଲେ। ବୁଧବାରଠାରୁ ଶ୍ରଦ୍ଧାଳୁମାନେ ଅଧିକ ୨…
ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଟିଆଇ ଛାତ୍ରୀଛାତ୍ରଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…
ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ
ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି ଖୋଳତାଡ଼ ଆରମ୍ଭ କରିଛି। ଯାଜପୁର ଏସ୍ଡିପିଓଙ୍କ ସମେତ ଧର୍ମବିହାରସ୍ଥିତ ଗେଷ୍ଟ୍ହାଉସରେ ପହଞ୍ଚି ତନାଘନା ଆରମ୍ଭ…
ସିବିଆଇ ପଞ୍ଝାରେ ରେଲୱେ ଅଧିକାରୀ
ଭୁବନେଶ୍ୱର,୩।୨(ବ୍ୟୁରୋ): ପୂର୍ବତଟ ରେଲୱେର ବରିଷ୍ଠ ଅଧିକାରୀ ତଥା ସିନିଅର ଟ୍ରାଭେଲିଂ ଇନ୍ସପେକ୍ଟର ରବି ନାରାୟଣ ରଥଙ୍କ ଘରେ ବୁଧବାର ସିବିଆଇ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାଢ଼ାଉ ହୋଇଛି। ତାଙ୍କ ଭୁବନେଶ୍ୱରସ୍ଥିତ ଅଫିସ ସମେତ କୋଳଥିଆ…
ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ
ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ ଏବଂ…
ଆଜି ବନକଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ
ପୁରୀ ଅଫିସ, ୩।୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ…
ମାର୍ଚ୍ଚ ସୁଦ୍ଧା ୩ ଜିଲାକୁ ସମ୍ପ୍ରସାରଣ ହେବ ମୋବାଇଲ ଚକ୍ଷୁ ପରୀକ୍ଷା କେନ୍ଦ୍ର
ଭୁବନେଶ୍ୱର, ୩।୨(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସଙ୍କ ଅଧ୍ୟକ୍ଷତାରେ ଏବଂ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ମଙ୍ଗଳବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ୨୦୨୦ ଡିସେମ୍ବର ସୁଦ୍ଧା…
ଯୁବ କଂଗ୍ରେସର ଶଗଡ଼ ଶୋଭାଯାତ୍ରା
ଭୁବନେଶ୍ୱର,୩।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲର ଅହେତୁକ ଦରବୃଦ୍ଧି ଏବଂ କେନ୍ଦ୍ର ସରକାରଙ୍କ କଳା କୃଷି ଆଇନ ପ୍ରତ୍ୟାହାର ଦାବିରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ରଣହୁଙ୍କାର ଦେଇଛି। ଏହି ପରିପ୍ରେକ୍ଷୀରେ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଏକ ବିଶାଳ…
ଅସ୍ତରଙ୍ଗରେ ଭିଜିଲାନ୍ସର ଖୋଳତାଡ଼
ଅସ୍ତରଙ୍ଗ,୩।୨(ଡି.ଏନ୍.ଏ.): ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ଅଧୀନରେ ଅସ୍ତରଙ୍ଗ ବ୍ଲକରେ ଚାରାରୋପଣ ଓ ରାଡ୍ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗରେ ମଙ୍ଗଳବାର ଭୁବନେଶ୍ୱର ଭିଜିଲାନ୍ସର ଡିଏସପି ଅନୁପମା ମହାପାତ୍ରଙ୍କ ନେତୃତ୍ୱରେ ୬ଜଣିଆ ଟିମ୍ ୨ ପଞ୍ଚାୟତରେ ଖୋଳତାଡ଼ କରିଛନ୍ତି। ସୂଚନାଯୋଗ୍ୟ,…
ଫି’ ହ୍ରାସ ନିର୍ଦ୍ଦେଶ ନ ମାନିଲେ ସ୍କୁଲ ସ୍ବୀକୃତି ପ୍ରତ୍ୟାହାର ହେଉ
କଟକ ଅଫିସ, ୩ା୨: କରୋନା ମହାମାରୀରେ ଆର୍ଥିକ ସମସ୍ୟାକୁ ନେଇ ବେସରକାରୀ ସ୍କୁଲରେ ଫି’ ଆଦାୟକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ପୂର୍ବରୁ ହୋଇଥିବା ଏମ୍ଓୟୁ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ହେଲେ କଟକରେ ବେସରକାରୀ ସ୍କୁଲଗୁଡିକ…
ଆଜିଠୁ ଝଲସିବ ଭୁବନେଶ୍ୱର-ପୁରୀ ବାଇପାସ୍ ରାସ୍ତା
ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର-ପୁରୀ ବାଇପାସ ରାସ୍ତା ବୁଧବାରଠାରୁ ଝଲସିବ । ହାଇଟେକ୍ ଛକରୁ ଦୟା ବ୍ରିଜ୍ ପର୍ଯ୍ୟନ୍ତ ୧୨ କି.ମି. ରାସ୍ତା ଆଲୋକିତ ହେବ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସମସ୍ତ କାର୍ଯ୍ୟ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ବୁଧବାର…
ଆରମ୍ଭ ହେଲା ଡିଜିଟାଲ ଠିକଣା ସର୍ଭେ
ଭୁବନେଶ୍ୱର,୩ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ରେ ଘର ଖୋଜିବାକୁ ଆଉ ଅସୁବିଧା ହେବ ନାହିଁ। ବିଏମ୍ସି ମଙ୍ଗଳବାରଠାରୁ ଜିଓ ଟ୍ୟାଗ ସ୍ମାର୍ଟ ଆଡ୍ରେସ୍ ପ୍ରଦାନ ଆରମ୍ଭ କରିଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଡିଜିଟାଲ ଡୋର ନମ୍ବରିଂ ବ୍ୟବସ୍ଥା ସହରବାସୀଙ୍କ ପାଇଁ…
Archives


