ରାଜ୍ୟ

ଚାଇନାକୁ ଲମ୍ବିଛି ଭାଲୁ ର଼୍ୟାକେଟ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧାର ପିତାପଲ୍ଲୀ-ଗଙ୍ଗପଡ଼ା ରାସ୍ତା ପାର୍ଶ୍ୱସ୍ଥ ଭୁଆସୁୁଣୀ ମନ୍ଦିର ନିକଟରୁ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗତ ଗୁରୁବାର ୫ଟି ଭାଲୁଛୁଆକୁ ଉଦ୍ଧାର କରିଥିଲେ। ସେହିପରି ଉକ୍ତ ଦିନ ସନ୍ଧ୍ୟାରେ ଗଡ଼ଖୋର୍ଦ୍ଧାରୁ ୨ଟି ଭାଲୁଛୁଆକୁ ଉଦ୍ଧାର କରାଯାଇଥିଲା। ସମସ୍ତ ଭାଲୁଛୁଆକୁ ନନ୍ଦନକାନନକୁୁ…

ଏମ୍ସ ଏବେ ‘ଓଡିଏମ୍‌ ବିଜ୍‌ନେସ ସ୍କୁଲ’ ଭାବେ ନାମିତ

ଭୁବନେଶ୍ୱର,୨୫।୪: ରାଜ୍ୟର ଏକ ଅଗ୍ରଣୀ ଏମ୍‌ବିଏ କଲେଜ ଭାବେ ଜଣାଶୁଣା ଆଷ୍ଟ୍ରଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ(ଏମ୍ସ) ର ନାମ ପରିବର୍ତ୍ତନ (ରି ବ୍ରାଣ୍ଡ) କରାଯାଇଛି। ଏଇ ନିକଟରେ ଏକ ନିରାଡ଼ମ୍ବରପୂର୍ଣ୍ଣ ସଭାରେ ଓଡିଏମ୍‌ ଏଜୁକେଶନାଲ ଗ୍ରୁପ୍‌ ପକ୍ଷରୁ ଏ ସମ୍ପର୍କରେ…

ହସ୍ତକଳା କରିଛି ସ୍ବାବଲମ୍ବୀ

ଚିତ୍ରଡ଼ା,୨୫।୪(ଡି.ଏନ.ଏ.)- ହାଣ୍ଡିଶାଳରୁ ମହାକାଶ। ଘର ଅଗଣାରୁ ସଂସଦ ଭବନ। ସବୁ କ୍ଷେତ୍ରରେ ନାରୀ ନିଜର ରାକାଷ୍ଠା ପ୍ରତିପାଦିତ କରିଆସୁଛନ୍ତି। ଅବଳା ଦୁର୍ବଳା ଶବ୍ଦ ଆଜିର ନାରୀ ଆଗରେ ହାର ମାନିଛି। ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା…

ଟଙ୍କା ଦେଇ ଟିକାକୁ ନା’

ଅନୁଗୋଳ ଅଫିସ, ୨୫।୪:  କୋଭିଡ୍‌ରୁ ବର୍ତ୍ତିବା ପାଇଁ ଟିକା ନେବା ଜରୁରୀ। ଏ ନେଇ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କିପରି ଅଧିକରୁ ଅଧିକ ଲୋକଙ୍କୁ ଶୀଘ୍ର ଟିକାକରଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ସରକାରୀ ଓ…

କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ

ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍‌ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର…

ଜଳ ଅମଳ ପ୍ରକଳ୍ପରେ ସାମିଲ ହେବେ ମିଶନ ଶକ୍ତି ଗୋଷ୍ଠୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସହରାଞ୍ଚଳ ମଜୁରି ନିଯୁକ୍ତି (ୟୁଡବ୍ଲ୍ୟୁଇଆଇ) କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ସମସ୍ତ ୧୧୪ ପୌରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ବର୍ଷାଜଳ ଅମଳ ପ୍ରକଳ୍ପ ନିର୍ମାଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିରେ ମିଶନ ଶକ୍ତି ସ୍ବୟଂସହାୟକ ଗୋଷ୍ଠୀଙ୍କୁ ସାମିଲ କରାଯିବ।…

ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଗୁରୁତର ନ ଥିଲେ କୋଭିଡ୍‌ ହସ୍ପିଟାଲ ଆସନ୍ତୁ ନାହିଁ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ବଢ଼ୁଥିବାବେଳେ ଆକ୍ରାନ୍ତମାନେ ଭୟରେ କୋଭିଡ୍‌ ହସ୍ପିଟାଲ ମୁହାଁ ହେଉଛନ୍ତି। ହେଲେ ଗୁରୁତର ନ ଥିଲେ ହସ୍ପିଟାଲ ନ ଆସିବା ପାଇଁ କରୋନା ଆକ୍ରାନ୍ତଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ସମସ୍ତ ଜିଲାପାଳ, ମହାନଗର…

ରାଜ୍ୟରେ କରୋନା ନେଲା ଆଉ ୭ ମୁଣ୍ଡ: କେବଳ ଏହି ଜିଲାରୁ…

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୮୮କୁ ବୃଦ୍ଧି ପାଇଛି। ଏହି ୭ ମୃତକଙ୍କ…

ଖାଲିଥିବା ଅକ୍ସିଜେନ୍‌ ସିଲିଣ୍ଡର ଭର୍ତ୍ତି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଉତ୍ସର୍ଗୀକୃତ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ର (ଡିସିଏଚ୍‌ସି), ଉତ୍ସର୍ଗୀକୃତ କୋଭିଡ୍‌ ହସ୍ପିଟାଲ (ଡିସିଏଚ୍‌) ଏବଂ କୋଭିଡ୍‌ କେୟାର ସେଣ୍ଟର(ସିସିସି)ଗୁଡ଼ିକରେ ଥିବା ଖାଲି ଅକ୍ସିଜେନ ସିଲିଣ୍ଡରକୁ ତୁରନ୍ତ ଭର୍ତ୍ତି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ସ୍ବାସ୍ଥ୍ୟ…

ଜୁଏଲଙ୍କୁ କରୋନା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭାଜପାର ବରିଷ୍ଠ ନେତା ତଥା ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ କରୋନା ସଂକ୍ରମିତ ହୋଇଛନ୍ତି। ସେ ନିଜେ ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରାଇ ନେବାକୁ ସେ…

ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର ସ୍ବତନ୍ତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri