ରାଜ୍ୟ

ସାଇକେଲ ଚୋରି କରି ଜେଲ ଗଲେ

ଦିଗପହଣ୍ଡି,୨।୨ (ଡି.ଏନ.ଏ.)- ଗଞ୍ଜାମ ଜିଲାର ଦିଗପହଣ୍ଡି ଥାନା ଅନ୍ତର୍ଗତ ପଦ୍ମନାଭପୁର ଗ୍ରାମର ସଞ୍ଜୀବ କୁମାର ପଣ୍ଡା ନାମକ ଜଣେ ବ୍ୟକ୍ତିଙ୍କ ସାଇକେଲ ଚୋରି କରିବା ମାମଲାରେ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଯୁବକଙ୍କ ନାମ ଭଗବାନ ପ୍ରଧାନ। ସେ…

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷାର ସୂଚୀ

ନୂଆଦିଲ୍ଲୀ,୨।୨- ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ମଙ୍ଗଳବାର ପ୍ରକାଶ ପାଇଛି ବୋର୍ଡ ପରୀକ୍ଷାର ସୂଚୀ। ଆସନ୍ତା ମେ’୪ରୁ ଜୁନ୍‌ ୧୧ ତାରିଖ ପର୍ଯ୍ୟନ୍ତ ଉଭୟ ଶ୍ରେଣୀର ବୋର୍ଡ ପରୀକ୍ଷା ହେବ। ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ…

ରାଜଧାନୀରେ ନକଲି ମୃଦୁ ପାନୀୟ କାରଖାନା: ଚଢ଼ାଉ କଲା ପୋଲିସ

ଭୁବନେଶ୍ୱର, ୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଏକ ନକଲି କାରଖାନା ଠାବ ହୋଇଛି। ମଞ୍ଚେଶ୍ୱର ଶିଳ୍ପାଞ୍ଚଳରୁ ଠାବ ହୋଇଥିବା ଏହି କାରଖାନା ଉପରେ ପୋଲିସ ଚଢ଼ାଉ ଜାରି ରଖିଛି। ସୂଚନାଯୋଗ୍ୟ ଯେ, କିଛିଦିନ ହେବ ଭୁବନେଶ୍ବର ମଞ୍ଚେଶ୍ବର ଶିଳ୍ପାଞ୍ଚଳରେ ନକଲି ମୃଦୁ…

୭ ମାସ ପରେ ଭିଜିଲାନ୍ସ କୋର୍ଟରେ ହାଜର ହେଲେ ମହିଳା ଆଇଆଇସି

ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଟାଉନ ଥାନାର ପୂର୍ବତନ ଆଇଆଇସି ସରୋଜିନୀ ନାୟକ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଥାନା ଅଧିକାରୀ ଭାବେ ଦାୟିତ୍ୱରେ ଥିବା ବେଳେ ସରୋଜିନୀ, ଏକ ଜମିଜମା ଗଣ୍ଡଗୋଳର ସମାଧାନ ପାଇଁ ୨୫ ହଜାର ଟଙ୍କା…

ଫେବୃୟାରୀ ୬ରୁ ଯୁକ୍ତ ୨ ଫର୍ମପୂରଣ

ଭୁବନେଶ୍ୱର, ୨।୨(ବ୍ୟୁରୋ): ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଛାତ୍ରୀଛାତ୍ରଙ୍କ ବାର୍ଷିକ ପରୀକ୍ଷା ପାଇଁ ଆସନ୍ତା ୬ ତାରିଖରୁ ଫର୍ମପୂରଣ ଆରମ୍ଭ ହେବ। ଅନ୍‌ଲାଇନ୍‌ରେ ପ୍ରଥମେ ୬ରୁ ୧୨ ତାରିଖ ପର୍ଯ୍ୟନ୍ତ ଏକ୍ସ ରେଗୁଲାର ପିଲାଙ୍କ ଫର୍ମପୂରଣ କରାଯିବ।…

ଫେବୃୟାରୀ ୧୦ରୁ ପିଜି କ୍ଲାସ ଆରମ୍ଭ

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୧୦ ତାରିଖରୁ ଆରମ୍ଭ ହେବ ପିଜି ପାର୍ଟ- କ୍ଲାସ। ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃୟାରୀ ୧୦ରୁ ଆରମ୍ଭ ହେବା ନେଇ ସେ କହିଛନ୍ତି। ତେଣୁ…

୨୯ ଶିଳ୍ପସଂସ୍ଥା ବନ୍ଦ, ୧୧କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର,୨।୨(ବ୍ୟୁରୋ): ପରିବେଶ ସଂକ୍ରାନ୍ତୀୟ ଗୃହ କମିଟି ବୈଠକ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଜଙ୍ଗଲ ଓ ପରିବେଶ, ଗୃହ ଓ ନଗର ଉନ୍ନୟନ ବିଭାଗ ଶାସନ ସଚିବଙ୍କ ସହ…

ବଜେଟ ପ୍ରତିକ୍ରିୟା: ଏହା ଦେଶ ପାଇଁ ଐତିହାସିକ ବିପତ୍ତି ଆଣିଦେବ

ସବୁ ବର୍ଗର ଲୋକ ଉପକୃତ ହେବେ ଚଳିତ ବଜେଟର ବିଭିନ୍ନ କ୍ଷେତ୍ରରୁ ଓଡ଼ିଶା ସିଂହଭାଗ ଲାଭ ପାଇବ ସହ ରାଜ୍ୟର ସବୁ ବର୍ଗର ଲୋକ ବିଶେଷ ଉପକୃତ ହୋଇପାରିବେ। ବଜେଟରେ କ୍ରୟ ଏବଂ ଖର୍ଚ୍ଚର ପୁନରୁଦ୍ଧାର ସହ ପୁଞ୍ଜିନିବେଶ, ନିର୍ମାଣକୁ ଗତିଦେବା,…

୧୮ରୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୨।୨(ବ୍ୟୁରୋ): ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୯ ତାରିଖ ଯାଏ ଚାଲିବ। ଫେବୃୟାରୀ ୧୮ ତାରିଖ ପ୍ରଥମ ଦିବସ ରାଜ୍ୟପାଳଙ୍କ ଅଭିଭାଷଣରୁ ଅଧିବେଶନ ଆରମ୍ଭ ହେବ। ୧୯ ଓ ୨୦…

୮ରୁ ଖୋଲିବ ନବମ,ଏକାଦଶ ଶ୍ରେଣୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ଫେବୃୟାରୀ ୮ ତାରିଖରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ସୋମବାର ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ନବମ ଓ ଏକାଦଶ ଶ୍ରେଣୀ ପାଇଁ ସୋମବାରଠାରୁ ଶନିବାର ଯାଏ ପ୍ରତ୍ୟହ ସକାଳ ୮ଟା ୩୦ ମିନିଟରୁ…

ପୁଣି ଥରେଇବ ଶୀତ

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଦେଖାଦେଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ଭାଗରେ ଶୀତ ଥରେଇବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମଙ୍ଗଳବାର…

ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା

ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍‌ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ବୀକୃତି ମିଳିଛି। ସୋମବାର ନୟାଗଡ଼ ଜିଲା ଜଜ୍‌ ଓ ଦୌରାଜଜ୍‌ଙ୍କ ସମ୍ମିଳନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri