ରାଜ୍ୟ

ଓଡ଼ିଶା କେତେ ପ୍ରସ୍ତୁତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍‌ଇଟି) ସିବିକେ ମହାନ୍ତି ଆଶଙ୍କା ପ୍ରକାଶ କରିଛନ୍ତି। ଗତ ୩/୪ଦିନର ଦୈନିକ ସଂକ୍ରମଣ ସ୍ଥିତି ଦେଖିଲେ ଡିଏମ୍‌ଇଟିଙ୍କ କଥା…

ଗଳାବାଟ ଦେଇ ପଶିଆସୁଛନ୍ତି ପ୍ରବାସୀ

ଜଳେଶ୍ୱର, ୨୪।୪(ଡି.ଏନ.ଏ.)-କରୋନା ଦ୍ୱିତୀୟ ଲହର କାୟା ବିସ୍ତାର କରିଚାଲିଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା-ପଶ୍ଚିମବଙ୍ଗ ଉପାନ୍ତ ସିଲ୍‌ କରାଯାଇଥିଲେ ମଧ୍ୟ ଏବେବି ବହୁ ସ୍ଥାନରେ ଗଳାବାଟ ମୁକୁଳା ପଡିଛି ା ଏହି ଗଳାବାଟ ଦେଇ ପଶ୍ଚିମବଙ୍ଗ ପ୍ରବାସୀ ଓଡ଼ିଶା ମଧ୍ୟକୁ ପଶିଆସୁଛନ୍ତି।…

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ତେଣୁ ଏଠାରେ କରୋନା ଚେନ୍‌ ଭାଙ୍ଗିବାକୁ ଅନୁଗୋଳ ଓ ତାଳଚେର…

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି ନଷ୍ଟ ନ ହେବ ଏବଂ ହିତାଧିକାରୀମାନେ ଟିକା ପାଇପାରିବେ ସେଥିଲାଗି ସ୍ବତନ୍ତ୍ର ଗୁରୁତ୍ୱ…

ରାସ୍ତା ଉପରେ ଚାଷୀଙ୍କୁ ଝୁଣି ପକାଇଲା ବାର୍‌ହା: ଭିଡିଓ ଭାଇରାଲ

ଭଞ୍ଜନଗର,୨୩।୪: ଶୁକ୍ରବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ମୁଦୁଲିପଲ୍ଲୀ ଅଞ୍ଚଳରେ ଏକ ବାର୍‌ହା ଜନବସତି ଆଡକୁ ଚାଲିଆସିଥିଲା। ସେତିକିବେଳେ ଜମିକୁ କାମ କରିବାକୁ ଯାଇ ଘରକୁ ଫେରୁଥିଲେ ସୁବାସ ବିଷୋୟୀ। ସେ ବାର୍‌ହା ହାବୁଡ଼ରେ ପଡିଯାଇଥିଲେ। ବାର୍‌ହାଟି ସୁବାସଙ୍କୁ ରାସ୍ତା ଉପରେ ଝୁଣିି…

ପିପିଲି ଉପନିର୍ବାଚନ: ବିଶ୍ୱକେଶନ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଲାଗି ଶେଷରେ କଂଗ୍ରେସ ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ। ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଉପରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ମୋହର ମାରିଛି। ଡେଲାଙ୍ଗବାସିନ୍ଦା ବିଶ୍ୱକେଶନ ପୁରୀ ଜିଲା ସେବା ଦଳ ମୁଖ୍ୟ। ତାଙ୍କ ବାପା…

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, କନ୍ଧମାଳ-କଳାହାଣ୍ଡି ସୀମାନ୍ତରେ ମାଓବାଦୀମାନେ ରହିଥିବା ପୋଲିସକୁ ଖବର ମିଳିଥିଲା। ଏନେଇ ଏସ୍‌ଓଜି…

୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଅପରାହ୍ନରେ ସତର୍କ ସୂଚନା ଜାରି କରାଯାଇଛି।…

ନିଜଆଡୁ ବଜାର ବନ୍ଦ କଲା ବ୍ୟବସାୟୀ ସଂଘ

ଟିଟିଲାଗଡ଼,୨୩।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ କରୋନାର ଦ୍ୱିତୀୟ ଲହର ଭୟ ସୃଷ୍ଟି କରିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବ୍ୟବସାୟୀ ସଂଘର ଆହ୍ବାନ କ୍ରମେ ଗତ ବୁଧବାର ସନ୍ଧ୍ୟାରୁ ସୋମବାର ସକାଳ ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ବଜାର…

ତେଲେଙ୍ଗାନାରୁ କାର୍ଗୋ ବିମାନରେ ଭୁବନେଶ୍ୱର ପହଞ୍ଚିଲା ଖାଲି ଟ୍ୟାଙ୍କର

ଭୁବନେଶ୍ୱର,୨୩।୪: ତେଲେଙ୍ଗାନାରୁ ଏୟାରଫୋର୍ସର କାର୍ଗୋ ବିମାନରେ ୪ଟି ଖାଲି ଟ୍ୟାଙ୍କର ଶୁକ୍ରବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛି। ଓଡ଼ିଶାରୁ ଖାଲି ଟ୍ୟାଙ୍କରରେ ଅକ୍ସିଜେନ ଭର୍ତ୍ତି ହୋଇ ପୁଣି ତେଲେଙ୍ଗାନା ଯିବ ବୋଲି ଅଧିକାରୀ ଜଣକ ସୂଚନା ଦେଇଛନ୍ତି। ଆଗକୁ…

ଶଟ୍‌ଡାଉନ୍‌ରେ ନିୟମିତ ‘ମୋ ବସ୍‌’ ସେବା ବନ୍ଦ: କେବଳ ଷ୍ଟେଶନରୁ…

ଭୁବନେଶ୍ୱର,୨୩।୪(ବ୍ୟୁରୋ): ସପ୍ତାହନ୍ତ ଶଟ୍‌ଡାଉନ୍‌ରେ ନିୟମିତ ‘ମୋ ବସ୍‌’ ସେବା ବନ୍ଦ ରହିବ। କେବଳ ରେଳ ଷ୍ଟେଶନରୁ ଯାତ୍ରୀଙ୍କୁ ନେବା ପାଇଁ ଏହା ଚାଲିବ। ଷ୍ଟେଶନରୁ କଟକ ଓ ଖୋର୍ଦ୍ଧା ପର୍ଯ୍ୟନ୍ତ ବସ୍‌ ଯିବ। ସେହିଭଳି ବିମାନବନ୍ଦରରୁ ରେଳ ଷ୍ଟେଶନ ପର୍ଯ୍ୟନ୍ତ ସଟଲ…

ସପ୍ତାହନ୍ତ ଶଟ୍‌ଡାଉନ୍‌ ବେଳେ ଘଣ୍ଟାଏ କୋହଳ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇବାରେ ଲାଗିଛି କରୋନା ସଂକ୍ରମଣ। ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ସପ୍ତାହନ୍ତ ଶଟ୍‌ଡାଉନ୍‌। ଶନିବାର ଓ ରବିବାର ଦୁଇ ଦିନ ଧରି ସମସ୍ତ ସହରାଞ୍ଚଳରେ ଶଟ୍‌ଡାଉନ୍‌ କରାଯିବ। ପୂର୍ବରୁ ଏହି ଦୁଇ ଦିନ ସର୍ବସାଧାରଣ ଚଳପ୍ରଚଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri