ଓଡ଼ିଶାରେ ଆନ୍ଧ୍ର କରୁଛି ନିର୍ବାଚନ
ପଟ୍ଟାଙ୍ଗୀ,୩ା୨: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଦୁଇ ରାଜ୍ୟ ମଧ୍ୟରେ ଲାଗିଥିବା ବିବାଦ ଏଯାଏ ତୁଟିନାହିଁ। ଏପରି ସ୍ଥଳେ ଓଡ଼ିଶା ସରକାର ପଞ୍ଚାୟତରେ କିପରି ବିକାଶମୂଳକ କାର୍ଯ୍ୟ ହୋଇପାରିବେ ସେନେଇ ଯୋଜନା…
ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି: ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଖାରଜ
କଟକ ଅଫିସ, ୩।୨: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଭିଜିଲାନ୍ସ ଦୁର୍ନୀତି ମାମଲା ରୁଜୁ କରିଛି। ତେଣୁ ଅଭିଯୋଗକାରୀଙ୍କୁ ମାମଲାର ତଦନ୍ତଭାର ଦିଆଯାଇପାରିବ ନାହିଁ ବୋଲି ହାଇକୋର୍ଟ କହିଛନ୍ତି। ଏଥିସହ ପ୍ରଦୀପଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ପାଇଁ ଲୋକାୟୁକ୍ତ ଦେଇଥିବା…
ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି
ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭିଜିଲାନ୍ସ ଟିମ୍ ଜଗବନ୍ଧୁଙ୍କ ସୋନପୁର ସହର ଶାନ୍ତିନଗରସ୍ଥିତ ଦ୍ୱିତଳ କୋଠା, ଜିଲାପାଳଙ୍କ କାର୍ଯ୍ୟାଳୟ…
ଜେଲରେ ମିଳିବ କନ୍ଧମାଳ ହଳଦୀ
ସମ୍ବଲପୁର, ୩ା୨(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଏଣିକି କନ୍ଧମାଳ ହଳଦୀ ଉପଲବ୍ଧ ହେବ। ବୁଧବାର କାରାଗାର ପରିସରରେ ଏକ କାଉଣ୍ଟର ଖୋଲାଯାଇ ହଳଦୀ ସାଙ୍ଗକୁ ଅଟା, ବେସନ ବିକ୍ରି ଆରମ୍ଭ ହୋଇଛି। ସୁପରିଣ୍ଟେଣ୍ଡେଣ୍ଟ ବୀରେନ ସାହୁ ଏହାକୁ ଉଦ୍ଘାଟନ କରି କହିଥିଲେ,…
୫ ଲକ୍ଷ ଟଙ୍କାରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ
ଭବାନୀପାଟଣା,୩।୨: କଳାହାଣ୍ଡି ଜିଲାରେ ପୁଣି ଦାଦନଙ୍କ ଦୁଃଖ ସାମ୍ନାକୁ ଆସିଛି। ୫ ଲକ୍ଷ ଟଙ୍କା ପାଇଁ ଆନ୍ଦ୍ରପ୍ରଦେଶରେ ବନ୍ଧାପଡିଛନ୍ତି ୧୩ ଦାଦନ ଶ୍ରମିକ। ଧର୍ମଗଡ଼ ଥାନା ଡୁମେରଗୁଡା ପଞ୍ଚାୟତ ମୁଖିଗୁଡ଼ା ଗାଁର ଶ୍ରମିକମାନଙ୍କୁ ଏହି ଗ୍ରାମର ଜଣେ ଶ୍ରମିକ ଦଲାଲ ୫…
‘ଶ୍ରୀମନ୍ଦିର ଢାଞ୍ଚାରେ ନୃସିଂହନାଥର ବିକାଶ କରାଯିବ’
ବରଗଡ଼ ଅଫିସ୍/ପାଇକମାଲ,୩।୨: ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଅସିତ କୁମାର ତ୍ରିପାଠୀ, ଜଳସମ୍ପଦ ବିଭାଗ ସଚିବ ଅନୁ ଗର୍ଗ, ୫-ଟି ସଚିବ ଭି.କେ.ପାଣ୍ଡିଆନ, ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣା ବୁଧବାର ବରଗଡ଼…
ଜଡ଼ାଫଳ ଖାଇ ୮ ଅଙ୍ଗନଓ୍ବାଡ଼ି ଶିଶୁ ଅସୁସ୍ଥ
ମାଲକାନଗିରି,୩ା୨: ମାଲକାନଗିରି ସଦର ବ୍ଲକ ସିନ୍ଧ୍ରିମାଳ ପଞ୍ଚାୟତ ମୁନୁସକୋଣ୍ଡା ଗ୍ରାମରେ ବୁଧବାର ଏକ ଅଙ୍ଗନଓ୍ବାଡି କେନ୍ଦ୍ରରେ ୮ ଶିଶୁ ଜଙ୍ଗଲୀ ଜଡ଼ାଫଳ ଖାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ସେମାନଙ୍କ ଚିକିତ୍ସା ଜାରି…
ଆଖଣ୍ଡଳମଣି ମନ୍ଦିର ଦର୍ଶନ ସମୟ ବଢ଼ିଲା
ଆରଡ଼ି, ୩।୧: ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଦର୍ଶନ ସମୟ ବଢ଼ିଛି। ପୂର୍ବରୁ କୋଭିଡ୍ କଟକଣା ଅନୁଯାୟୀ ପ୍ରତିଦିନ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭକ୍ତମାନେ ବାବାଙ୍କୁ ଦର୍ଶନ କରୁଥିଲେ। ବୁଧବାରଠାରୁ ଶ୍ରଦ୍ଧାଳୁମାନେ ଅଧିକ ୨…
ଆଇଟିଆଇ ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ଛାଡ଼ ହେଲା ୯ ମାସର ହଷ୍ଟେଲ ଫି’
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଇଟିଆଇ ଛାତ୍ରୀଛାତ୍ରଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରୀଛାତ୍ରଙ୍କ ୯ ମାସର ହଷ୍ଟେଲ ଫି’ ଛାଡ଼ କରାଯାଇଛି। ଏହାଦ୍ୱାରା ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।…
ଝରାଫୁଲ ମୃତ୍ୟୁ ରହସ୍ୟ: ଭୁବନେଶ୍ୱରରେ ପହଞ୍ଚିଲେ ପ୍ରେମିକ ରାକେଶ
ଭୁବନେଶ୍ୱର,୩।୨(ବ୍ୟୁରୋ) : ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ମୃତ୍ୟୁ ମାମଲାରେ ଭୁବନେଶ୍ୱରରେ ପହଞ୍ଚିଛି ଯାଜପୁର ପୋଲିସ। ଝରାଫୁଲଙ୍କ ପ୍ରେମିକ ରାକେଶ ସ୍ବାଇଁଙ୍କୁ ସାଙ୍ଗରେ ଆଣି ଖୋଳତାଡ଼ ଆରମ୍ଭ କରିଛି। ଯାଜପୁର ଏସ୍ଡିପିଓଙ୍କ ସମେତ ଧର୍ମବିହାରସ୍ଥିତ ଗେଷ୍ଟ୍ହାଉସରେ ପହଞ୍ଚି ତନାଘନା ଆରମ୍ଭ…
ସିବିଆଇ ପଞ୍ଝାରେ ରେଲୱେ ଅଧିକାରୀ
ଭୁବନେଶ୍ୱର,୩।୨(ବ୍ୟୁରୋ): ପୂର୍ବତଟ ରେଲୱେର ବରିଷ୍ଠ ଅଧିକାରୀ ତଥା ସିନିଅର ଟ୍ରାଭେଲିଂ ଇନ୍ସପେକ୍ଟର ରବି ନାରାୟଣ ରଥଙ୍କ ଘରେ ବୁଧବାର ସିବିଆଇ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାଢ଼ାଉ ହୋଇଛି। ତାଙ୍କ ଭୁବନେଶ୍ୱରସ୍ଥିତ ଅଫିସ ସମେତ କୋଳଥିଆ…
ଅଫିସରେ ଦିଆଯିବ କରୋନା ଟିକା: ୬ରୁ ଆରମ୍ଭ ହେବ ଟିକାକରଣ
ଭୁବନେଶ୍ୱର, ୩।୨(ବ୍ୟୁରୋ): ଏଣିକି ଅଫିସରେ ଦିଆଯିବ କେରୋନା ଟିକା। କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସରେ କୋଭିଡ୍ ଭ୍ୟାକ୍ସିନ୍ ଦିଆଯିବ। ଏଥିଲାଗି ବିଭିନ୍ନ ଅଫିସରେ ଟିକା ରୁମ୍ କରାଯିବ। ପ୍ରଥମ ପର୍ଯ୍ୟାୟରେ ଗୃହ ଓ ଉନ୍ନୟନ, ରାଜସ୍ବ ବିଭାଗର ଅଧିକାରୀ ଏବଂ…
Archives


