ରାଜ୍ୟ

ଟ୍ରେନ୍‌ ଚଳାଚଳରେ ପ୍ରତିବନ୍ଧକ ନାହିଁ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଥିବା ସମସ୍ତ ପ୍ରତିବନ୍ଧକକୁ ହଟାଇବାକୁ ରାଜ୍ୟ ସରକାର ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ସଚିବ ତଥା ଆଇଆର୍‌ଟିଏସ୍‌ ଅଧିକାରୀ ମନୋଜ କୁମାର ମିଶ୍ର ଶୁକ୍ରବାର...

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ ହେବାକୁ ଥିବା ଜନସାଧାରଣ ଓ ବ୍ୟବସାୟୀ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କୁ ଭେଟିଛନ୍ତି। କରୋନାକୁ...

ନାଗା ସାଧୁଙ୍କୁ ଛାଡ଼ିଲାନି ପୋଲିସ

ପୁରୀ ଅଫିସ,୨୬।୯: ଭାରତର ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗା ସାଧୁମାନେ ଶୁକ୍ରବାର ଶ୍ରୀମନ୍ଦିର ନିକଟରେ ଧାରଣା ଦେଇଥିଲେ। ସେମାନେ ଲଙ୍ଗୁଳି ମଠକୁ ଯିବା ଲାଗି ଉଦ୍ୟମ କରୁଥିବାବେଳେ ପୋଲିସ ଛାଡ଼ିି ନ ଥିଲା। ଏ ନେଇ ସେମାନେ ଅସନ୍ତୋଷ ପ୍ରକାଶ...

ଖୁସି ନୁହନ୍ତି ଓଡ଼ିଶାବାସୀ

ଭୁବନେଶ୍ୱର(ବ୍ୟୁରୋ),୨୬।୯: କରୋନାରେ ଓଡ଼ିଆମାନେ ଖୁସି ନ ଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଶୁକ୍ରବାର ଇଣ୍ଡିଆ ହାପିନେସ୍‌ ରିପୋର୍ଟ-୨୦୨୦ ପ୍ରକାଶ ପାଇଥିବାବେଳେ ତାଲିକାର ସବୁଠାରୁ ଶେଷରେ ରହିଛି ଓଡ଼ିଶା। ଦେଶବ୍ୟାପୀ ହୋଇଥିବା ଏହି ସର୍ଭେରେ ଓଡ଼ିଶା ୩୪ତମ ସ୍ଥାନରେ ରହିଛି। ଆର୍ଥିକ,...

ବଜାର ବୁଲି ସଚେତନ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱରରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଏବେ ବି ଜଟିଳ ସ୍ଥିତି ଜାରି ରହିଛି। ଅମାନିଆଙ୍କ ପାଇଁ ସଂକ୍ରମଣ ବଢ଼ୁଥିବାବେଳେ ଦିନକୁ ୩ଶହ ଉପରେ ପଜିଟିଭ୍‌ ବାହାରୁଛନ୍ତି। ସେହିଭଳି ଏହି ମହାମାରୀ ଏକାଧିକ ଜୀବନ...

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗରି, କୋରାପୁଟ, ରାୟଗଡା,...

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠିି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ (ଭୋକାଲ ଓ ଇନଷ୍ଟ୍ରୁମେଣ୍ଟ)କୁ ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଶୁକ୍ରବାର ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ...

ୟୁଜି, ପିଜି ପାଇଁ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କେନ୍ଦ୍ରୀୟ ଅନୁଦାନ ଆୟୋଗ(ୟୁଜିସି) ସ୍ନାତକ (ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ନିମନ୍ତେ ନିର୍ଦ୍ଦେଶାବଳୀ ଜାରି କରିଛି। ଶୁକ୍ରବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀଆଲ ନିଶଙ୍କ ଟୁଇଟ୍‌ କରି ଜଣାଇଛନ୍ତି। ସେ...

ବିଦ୍ୟୁତ୍‌ ଦର ବୃଦ୍ଧିକୁ ନେଇ ବିରୋଧୀ କ୍ଷୁବ୍ଧ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଘରୋଇ ବିଜୁଳି ଉପଭୋକ୍ତାଙ୍କ ଦର ବଢିବା ଘଟଣାରେ ବିରୋଧୀ ଭାଜପା ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳ ନେତା ଗୋଲକ ମହାପାତ୍ର କହିଛନ୍ତି, ଲକ୍‌ଡାଉନ୍‌...

ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଆସନ ଅକ୍ତିଆରକୁ ନେବା ପାଇଁ କଂଗ୍ରେସ ପ୍ରସ୍ତୁତି ଚଳାଇଛି। ଉପନିର୍ବାଚନ ପାଇଁ...

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ଗୁରୁବାର ଏଭଳି ଏକ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌।...

କରୋନା ଆକ୍ରାନ୍ତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ କାର୍ଯ୍ୟରତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ ହୋଇଛି। ସେ ୪୫ ନମ୍ବର ୱାର୍ଡରେ ୱାର୍ଡ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଗତ ୧୭ତାରିଖରୁ ସେ କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ କୋଭିଡ୍‌ ହସ୍ପିଟାଲ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri