ରାଜ୍ୟ

ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର

ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ ଉଦ୍ଧାର କରିଛି। ସେମାନଙ୍କ ହାତଗୋଡ ଏକ ରଶି ଦ୍ୱାରା ବନ୍ଧାଯାଇଥିବା ଦେଖିବାକୁ ମିଳିଛି। ଉକ୍ତ…

ପଶ୍ଚିମବଙ୍ଗରୁ ଆସିଲେ କ୍ୱାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ୱର,୨୨।୪: ପଶ୍ଚିମବଙ୍ଗରରେ କରୋନା ଉଗ୍ରରୂପ ନେଇ ସାରିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ କରୋନା କଟକଣାକୁ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ବଡ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରୁ ଏଣିକି ଯେକେହି ଓଡ଼ିଶାକୁ ଆସିଲେ ୧୪ ଦିନିଆ…

କାଜୁ ଜଙ୍ଗଲରୁ ୫ ଛୁଆ ଭାଲୁ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୨।୪:ଗଙ୍ଗପଡ଼ା ଟୋଲଗେଟ୍‌ କାଜୁ ଜଙ୍ଗଲରୁ ୫ଟି ଭାଲୁ ଛୁଆଙ୍କୁ ବନ ବିଭାଗ ଗୁରୁବାର ଉଦ୍ଧାର କରିଛି। ଏହି ଭାଲୁ ଛୁଆମାନଙ୍କୁ କେହି ଜଙ୍ଗଲ ଭିତରେ ଲୁଚାଇ ଏକ ଜନ୍ତାରେ ରଖିଥିଲା। ଉଦ୍ଧାର ବେଳେ ଦୁଇ ଭାଲୁ ଛୁଆ ଜନ୍ତା ମଧ୍ୟରେ…

ଜାତୀୟସ୍ତରରେ କୋଭିଡ୍‌ ମୁକାବିଲା ଲାଗି ସହଯୋଗ କରିବ ଓଡ଼ିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି। ଦେଶର କୋଭିଡ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ମୋଦିଙ୍କ ସହ ଆଲୋଚନା କରିଛନ୍ତି। ବର୍ତ୍ତମାନ କୋଭିଡ୍‌ ଯୁଦ୍ଧ ଭଳି ସ୍ଥିତି ସୃଷ୍ଟି କରିଛି। ଜାତୀୟସ୍ତରରେ…

ମେ’ ୧୩ ସନ୍ଧ୍ୟାରୁ ପିପିଲିରେ ପ୍ରଚାର ବନ୍ଦ, ଜାରି ହେଲା ନିର୍ବାଚନୀ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା ହେବା ସହ କିଛି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଏନେଇ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇ କହିଛନ୍ତି, କରୋନା ସଂକ୍ରମଣ ପାଇଁ ନିର୍ବାଚନ କମିଶନ ଗାଇଡ୍‌ଲାଇନ୍‌ କରିଛନ୍ତି।…

ପୁଣି ବଦଳିଲା ତାରିଖ: ମେ’ ୧୬ରେ ପିପିଲି ଭୋଟ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପୁଣି ଥରେ ବଦଳିଛି ପିପିଲି ଉପନିର୍ବାଚନ ତାରିଖ। ପୂର୍ବରୁ ମେ’ ୧୩ ତାରିଖର ଭୋଟ୍‌ ଗ୍ରହଣ ନେଇ ଘୋଷଣା କରାଯାଇଥିଲା। ହେଲେ ଏବେ ମେ’ ୧୬ରେ ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ କରାଯିବ। ସେହିଭଳି ମେ’ ୧୯ରେ ଭୋଟ ଗଣତି…

ସନ୍ଧ୍ୟା ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପିପିଲି ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ କରୋନାରେ ଦେହାନ୍ତ ହୋଇଥିଲା। ଏହାପରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେ ନେଇ ଚର୍ଚ୍ଚା ଜାରି ରହିଛି। ଏଭଳି ସ୍ଥିତିରେ ଗୁରୁବାର ସଂଧ୍ୟା ସୁଦ୍ଧା ପିପିଲି ପାଇଁ କଂଗ୍ରେସ…

ଝରାଫୁଲ ମୃତ୍ୟୁ ମାମଲା: ୩୦ ହଜାର ଟଙ୍କା ପାଇଁ ପ୍ରେମିକ କରିଥିଲେ ହତ୍ୟା, ଆଉ ଜଣେ ସହଯୋଗୀ ଗିରଫ

ଯାଜପୁର ଅଫିସ,୨୨।୪: ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାକୁ ୩ ମାସ ପୂରିଛି। ତେବେ ଆଜି ଝରାଫୁଲ ମୃତ୍ୟୁ ରହସ୍ୟରୁ ପରଦା ହଟିଛି। ୩୦ ହଜାର ଟଙ୍କା ପାଇଁ ଝରାଫୁଲଙ୍କୁ ତାଙ୍କ ପୁରୁଷ ବନ୍ଧୁ ତଥା ପ୍ରେମିକ ଶ୍ୱାସରୁଦ୍ଧ…

ଓଡ଼ିଶାକୁ ପ୍ରଶଂସା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଅକ୍ସିଜେନ ଯୋଗାଣ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଓଡ଼ିଶାକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ଦିଲ୍ଲୀକୁ ଆସୁଥିବା ଅକ୍ସିଜେନ ଟ୍ରକ ବିଭିନ୍ନ ରାଜ୍ୟରେ ଅଟକାଯାଉଛି। ଏଭଳି ସ୍ଥିତିରେ ଓଡ଼ିଶା ପକ୍ଷରୁ ଆମକୁ ଯଥେଷ୍ଟ ଅକ୍ସିଜେନ ମିଳିଛି…

୩୦ ଯାଏ ବଢ଼ିବନି ତାତି

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୩୦ ତାରିଖ ଯାଏ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ ରହିବା ବେଳେ ଉପକୂଳରେ ଏହାଠାରୁ କମ୍‌ ରହିବ। ତେବେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବାୟୁମଣ୍ଡଳର ଆଦର୍ର୍‌ରତା…

ନରସିଂହ ମିଶ୍ରଙ୍କୁ କରୋନା; ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନିଜର ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ବଲାଙ୍ଗୀର ବିଧାୟକ ତଥା କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ କୋଭିଡ୍‌ ଟେଷ୍ଟ…

ଆଖି ବୁଜିଲା ବାଘୁଣୀ ରେଣୁକା

ବାରଙ୍ଗ, ୨୨।୪ (ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷଣ ବାଘୁଣୀ ରେଣୁକାର ବୁଧବାର ମୃତ୍ୟୁ ଘଟିଛି। ରେଣୁକା ଦୀର୍ଘଦିନ ଧରି ଅସୁସ୍ଥ ଥିବା କାରଣରୁ ତା’ର ମୃତ୍ୟୁ ଘଟିଲା ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ରୋହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri