ରାଜ୍ୟ

ଶବ ସଂରକ୍ଷଣ ଗୃହରେ  ପଡ଼ିରହୁଛି ମୃତଦେହ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ଯୋଗୁ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ରଖିବାରେ ଏବେ ବଡ଼ ସମସ୍ୟା ଦେଖାଦେଇଛି। କାରଣ କୋଭିଡ୍‌ ପାଇଁ ଏହି ହସ୍ପିଟାଲକୁ ଦିନକୁ ୧୫ରୁ ଉର୍ଦ୍ଧ୍ୱ ମୃତଦେହ ଆସୁଛି। କିନ୍ତୁ ଏହାକୁ ସଂରକ୍ଷିତ ଭାବେ ରଖିବାକୁ ଜାଗା ନାହିଁ। ଫଳରେ...

ସଂକ୍ରମିତ ଗର୍ଭବତୀ ହୋମ୍‌ ଆଇସୋଲେଶନରେ ରହିପାରିବେ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସଂକ୍ରମିତ ଗର୍ଭବତୀ ହୋମ୍‌ ଆଇସୋଲେଶନରେ ରହିପାରିବେ। କିନ୍ତୁ ସେ ପରିବାରର ଅନ୍ୟ କାହା ସହିତ ମିଶିବେ ନାହିଁ ବୋଲି ଏସ୍‌ସିବି ମେଡିକାଲର ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ ଡା. ଲୁସି ଦାସ କହିଛନ୍ତି। ମଙ୍ଗଳବାର ରାଜ୍ୟ ସରକାରଙ୍କ...

ଅଣାୟତ୍ତ ବେଳେ ଖୋଲିଦେଲେ

ପୁରୀ ଅଫିସ, ୨୩।୯:ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସେପ୍ଟେମ୍ବର ଆରମ୍ଭରୁ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଛି। ତେବେ ଏଭଳି ସମୟରେ ପର୍ଯ୍ୟଟକଙ୍କ ଆଗମନ ଉପରୁ କଟକଣା ହଟାଇବା ସହ ହୋଟେଲ, ରେଷ୍ଟୁରାଣ୍ଟ, ବେଳାଭୂମି ଆଦି...

ସେପ୍ଟେମ୍ବରରେ ୨ଲକ୍ଷ ଟପିବା ଆଶଙ୍କା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ନେଉନି। ଗତ କିଛିଦିନ ହେବ ରାଜ୍ୟରେ ଦୈନିକ ସଂକ୍ରମଣ ୪ହଜାର ଉପରେ ରହୁଛି। ଏହି ଧାରା ଜାରି ରହିଲେ ଚଳିତମାସ ଶେଷବେଳକୁ ଆକ୍ରାନ୍ତ ସଂଖ୍ୟା ୨ଲକ୍ଷ ଟପିଯିବ ବୋଲି ବିଶେଷଜ୍ଞମାନେ ଆଶଙ୍କା...

ସବୁ ହସ୍ପିଟାଲରେ ରହିବ କୋଭିଡ୍‌ ହେଲ୍ପ ଡେସ୍କ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ରାଜ୍ୟର ସମସ୍ତ ସରାକରୀ ଓ ଘରୋଇ ହସ୍ପିଟାଲରେ କୋଭିଡ୍‌ ହେଲ୍ପ ଡେସ୍କ ରହିବ। ଚିକିତ୍ସିତ ହେଉଥିବା କୋଭିଡ୍‌ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ପରିବାର ଲୋକେ ପଚାରି ବୁଝିପାରିବେ। ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଜାତୀୟ ଶିକ୍ଷାନୀତି ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଜାତୀୟ ଶିକ୍ଷାନୀତି ଭାରତୀୟ ସଂସ୍କୃତି, ଶୈକ୍ଷିକ ପରମ୍ପରା, ଚିନ୍ତନ ଓ ତତ୍ତ୍ବ ଉପରେ ଆଧାରିତ। ଏହା ମାଧ୍ୟମରେ ଭାରତୀୟତା ସ୍ପଷ୍ଟ ଭାବରେ ପ୍ରକାଶିତ ଓ ପ୍ରସାରିତ ହୋଇପାରିବ। ଭାରତୀୟତା ହେଉଛି ବିଶ୍ୱଜନୀନତା, ଯାହାର ଆବଶ୍ୟକତା ସାମ୍ପ୍ରତିକ ବିଶ୍ୱ ପାଇଁ...

ଦୁର୍ଦ୍ଦିନରେ କମିଶନରେଟ ପୋଲିସ

ଭୁବନେଶ୍ୱର, ୨୩।୯(ବ୍ୟୁରୋ) :କରୋନା ଲଢ଼େଇରେ ଆଗଧାଡ଼ିର ଯୋଦ୍ଧା ହେଉଛନ୍ତି ପୋଲିସ। ତେବେ ରାଜ୍ୟର ସବୁଠୁ ଜନଗହଳିପୂର୍ଣ୍ଣ ରାଜଧାନୀ ଭୁବନେଶ୍ୱର ଓ କଟକରେ ସଂକ୍ରମଣ ରୋକିବାରେ ପ୍ରମୁଖ ଭୂମିକା ନେଉଛି କମିଶନରେଟ ପୋଲିସ। ନିଜ ଜୀବନକୁ ବାଜି ଲଗାଇ ସକାଳୁ ରାତି...

ସଂସଦ ଢାଞ୍ଚାରେ ଚାଲିବ ବିଧାନସଭା

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଏଥର ସଂସଦୀୟ ଢାଞ୍ଚାରେ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ଏ ନେଇ ମଙ୍ଗଳବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇଛନ୍ତି। କେବଳ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମକୁ ଛାଡି ବିଧାନସଭା କାର୍ଯ୍ୟାବଳୀ ଅନୁଯାୟୀ ସମସ୍ତ କାର୍ଯ୍ୟ...

ନଭେମ୍ବରରୁ ୟୁଜି, ପିଜି ପାଇଁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସ୍ଥିତି ଲାଗି ଚଳିତବର୍ଷ ଅଣ୍ଡର ଗ୍ରାଜୁଏଟ(ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ(ପିଜି) ଶିକ୍ଷାବର୍ଷକୁ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ପରିବର୍ତ୍ତେ ଏଥର ନଭେମ୍ବରରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ...

ବେକାବୁ ହେଉଛି ପିଆଜ ଦର

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢି ବଢି ଚାଲଛି। ବଜାରରେ ଏହାର ଖୁଚରା ଦର ୪୫ ଟଙ୍କା ଛୁଇଁଲାଣି। ଗତ ୨ ସପ୍ତାହ...

ଶ୍ରମ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ବିଜୁ ଜନତା ଦଳ(ବିଜେଡି) ମଙ୍ଗଳବାର ଲୋକ ସଭାରେ ଆଗତ କରାଯାଇଥିବା ଶ୍ରମିକ ସମ୍ବନ୍ଧୀୟ ୩ଟି ବିଲ୍‌କୁ ସମର୍ଥନ ଦେଇଛି। ସେହି ବିଲ୍‌ଗୁଡିକ ହେଲା ଅକୁପେଶନାଲ ସେଫ୍ଟି , ହେଲ୍‌ଥ ଆଣ୍ଡ ଓ୍ବାର୍କିଂ କଣ୍ଡିଶନସ୍‌ କୋଡ୍‌-୨୦୨୦, ଇଣ୍ଡଷ୍ଟ୍ରିୟାଲ ରିଲେଶନ କୋଡ...

କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri