Odisha Elections 2024

ରାଜ୍ୟ

ବାଲୁକାକଳାରେ ‘ବିଶ୍ୱ ଯୋଗ ଦିବସ’

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ସମୁଦ୍ର ବେଳାଭୂମିରେ ନିଜ ଉତ୍କୃଷ୍ଟ ବାଲୁକାକଳା ପ୍ରଦର୍ଶନ କରିଛନ୍ତି। ଏହି ଦିବସର ଆବଶ୍ୟକତାକୁ ମନେ ପକାଇ ସୁଦର୍ଶନ ସୂର୍ଯ୍ୟ ନମସ୍କାର ସମ୍ବନ୍ଧିତ ସମସ୍ତ ଆସନଗୁଡ଼ିକୁ ନିଜ ବାଲୁକାକଳାରେ...

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ ବିଦ୍ୟାଳୟଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ କ୍ଲାସ ହେବ। ସେହିଭଳି ଘରୋଇ...

୭୭ ବର୍ଷରେ ଯୋଗ: ପାଣିରେ ପଦ୍ମାସନ-ଶବାସନ କରି ଚର୍ଚ୍ଚାରେ ଶିବାଜୀ

କଟକ ଅଫିସ,୨୧।୬: ଶୁକ୍ରବାର ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ କଟକ ଚାନ୍ଦିନିଚୌକ ବ୍ରାହ୍ମଣସାହିର ଜଣେ ବୃଦ୍ଧ ପାଣିରେ ଯୋଗ କରିଛନ୍ତି। ସେ ହେଲେ ଶିବାଜୀ ସିଂହ। ତାଙ୍କୁ ଏବେ...

ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଦ୍ୱିତୀୟ ବିମାନବନ୍ଦର : ଖୋର୍ଦ୍ଧାରୁ ଭୁବନେଶ୍ୱର ମଧ୍ୟରେ ଜମି ଚିହ୍ନଟ

ଭୁବନେଶ୍ୱର,୨୧।୬(ବ୍ୟୁରୋ : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ଚାହିଦା ଦିନକୁ ଦିନ ବୃଦ୍ଧି ପାଉଛି। ଭୁବନେଶ୍ୱରରୁ ଏବେ ଦୈନିକ ୭୦ରୁ ୮୦ ବିମାନ ଚଳାଚଳ କରୁଛି। ବ୍ୟାଙ୍କକ୍‌ ଓ କୁଆଲାଲମ୍ପୁରକୁ ଦୁଇ ଇଣ୍ଟରନ୍ୟାଶନାଲ ଫ୍ଲାଇଟ୍‌ ଚାଲୁଛି। ଧୀରେ ଧୀରେ...

୨୩ରେ ଭାଜପାର ବିରୋଧୀ ଦଳ ନେତା ଚୟନ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ବିଧାନସଭାର ବଜେଟ୍‌ ଅଧିବେଶନ ଆସନ୍ତା ୨୫ରୁ ଆରମ୍ଭ ହେବ। ଏହାର ଦିନକ ଆଗରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସର୍ବଦଳୀୟ ବୈଠକ ଡାକିଛନ୍ତି। ତେବେ ସର୍ବଦଳୀୟ ବୈଠକ ପୂର୍ବରୁ ବିରୋଧୀ କଂଗ୍ରେସ ଓ ଭାଜପା ନିଜ ଦଳୀୟ ବିଧାୟକଙ୍କୁ...

ନିଟ୍‌କୁ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିଭାବକ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ଏନଟିଏ) ତରଫରୁ ମେଡିକାଲ କଲେଜରେ ନାମଲେଖା ପାଇଁ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ଓ ପ୍ରବେଶିକା ପରୀକ୍ଷା (ନିଟ୍‌)-୨୦୧୯ରେ ଓଡିଶାରେ ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରଙ୍କ ପ୍ରତି ଅନ୍ୟାୟ କରାଯାଇଛି। ଫଳରେ ରାଜ୍ୟରେ...

ଫନୀ କ୍ଷୟକ୍ଷତି ଆକଳନ: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୨୧।୬ (ବ୍ୟୁରୋ): ବାତ୍ୟା ‘ଫନୀ’ କ୍ଷୟକ୍ଷତି ଆକଳନ କରିବାକୁ ଏକ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ୩ ଦିନିଆ ଓଡିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହିି ଟିମ୍‌ ଶୁକ୍ରବାର ପୁରୀ ଜିଲା ଗସ୍ତ କରି କ୍ଷୟକ୍ଷତି ଆକଳନ...

ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ୫ ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ ଜୁନ୍‌...

ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬ (ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ହୋଇଥିବା ବୈଠକରେ ଯୋଗ ଦେବା ପାଇଁ ନବୀନ ବୁଧବାର ଦିଲ୍ଲୀ ଗସ୍ତ କରିଥିଲେ। କେନ୍ଦ୍ର ସରକାରଙ୍କ ଏହି...

ମନ୍ତ୍ରୀ ପରିଷଦ ବୈଠକରେ ଅନୁମୋଦନ : କାଳିଆ, ଜଳସେଚନ, ଏସ୍‌ଏଚ୍‌ଜିକୁ ଗୁରୁତ୍ୱ

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଆସନ୍ତା ୨୮ ତାରିଖରେ ବିଧାନସଭାରେ ୨୦୧୯-୨୦ ଆର୍ଥିକବର୍ଷ ଲାଗି ୧ ଲକ୍ଷ ୩୯ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯିବ। ଏ ନେଇ ଚିଠା ବଜେଟ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଗୁରୁବାର ଅପରାହ୍ନରେ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ...

ଆଜିଠୁ ମୌସୁମୀ ବର୍ଷା : ୩ ଦିନ ବର୍ଷିବ, ଉପକୂଳ, ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିବ। ସ୍ବାଭାବିକ (ଜୁନ ୧୦)ଠାରୁ ୧୦ ଦିନ ପରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ୨୧ ତାରିଖ ସନ୍ଧ୍ୟାରୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ମୌସୁମୀ ବର୍ଷା ଲାଗି ରହିବ...

ଆଜି ପ୍ରକାଶ ପାଇବ ଯୁକ୍ତ୨ କଳା, ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଅପରାହ୍ନ ୩ଟା ୩୦ରେ ଫଳ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରୀଛାତ୍ର www.chseodisha.nic.in ଏବଂ http://orissaresults.nic.in ଓ୍ବାବ୍‌ସାଇଟ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri