ରାଜ୍ୟ

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି...

କାର୍‌ ସିିକ୍ରେଟ ଚାମ୍ବରରୁ ୧୫ ଲକ୍ଷର ଗଞ୍ଜେଇ ଜବତ

ଭୁବନେଶ୍ୱର, ୨୨।୯(ବ୍ୟୁରୋ) : କାର୍‌ରେ ସିକ୍ରେଟ ଚାମ୍ପର କରି ସେଥିରେ ଗଞ୍ଜେଇ ଚୋରା ଚାଲାଣ। ଏଭଳି ଦ୍ୱିତୀୟ ଘଟଣା ରାଜଧାନୀରୁ ଧରାପଡିଛି। ତମାଣ୍ଡୋ ଥାନା କଳିଙ୍ଗବିହାର ଭଗବାନପୁର ଅଞ୍ଚଳରେ ତମାଣ୍ଡୋ ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢାଉ...

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ...

ତୃଣମୂଳ ସ୍ତରରୁ ବିଆର୍‌ଏପି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର ୨୨।୯(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ କିପରି ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରାଯାଇ ପାରିବ ସେ ନେଇ ସମସ୍ତ ବିଭାଗ ବ୍ୟବସାୟ ସଂସ୍କାର ଆକ୍ସନ ପ୍ଲାନ(ବିଆରଏପି)କୁ ତୃଣମୂଳ ସ୍ତରରୁ କାର୍ଯ୍ୟକାରୀ କରିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ...

ଯୁକ୍ତ୨ ନାମଲେଖା ଆରମ୍ଭ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଭାଗରେ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କରେ ମନୋନୀତ ଛାତ୍ରୀଛାତ୍ରମାନେ ଦୁଇଟି ପର୍ଯ୍ୟାୟରେ ସକାଳ ୯ଟାରୁ ଅପରାହ୍ନ ୧ଟା ଓ ଅପରାହ୍ନ...

ଦିଲ୍ଲୀରୁ ଓଡ଼ିଶାକୁ ରିଲିଫ ଟ୍ରକ୍‌ ପଠାଇଲା ଭାଜପା

ଭୁବନେଶ୍ୱର, ୨୨।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶବ୍ୟାପୀ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ସୋମବାର ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟରୁ ଏକ ରିଲିଫ ସାମଗ୍ରୀ ବୋଝେଇ ଟ୍ରକ୍‌ ଓଡ଼ିଶାରେ ବନ୍ୟା ପୀଡ଼ିତଙ୍କ ଉଦ୍ଦେଶ୍ୟରେ...

ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଉଛନ୍ତି ତ ଆଉ କେତେବେଳେ ନିଜ ଜୀବନକୁ ବାଜି ଲଗାଇ...

କୃଷି ବିଲ୍‌ ଚାଷୀଙ୍କୁ ରସାତଳଗାମୀ କରିବ: ଯୁବ କଂଗ୍ରେସ

ଭୁବନେଶ୍ୱର ୨୨।୯ (ବ୍ୟୁରୋ) କେନ୍ଦ୍ରର କୃଷି ବିଲ୍‌ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି...

ଓଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଓଏଏସ ସ୍ତରରେ ସୋମବାର ଛୋଟ ଧରଣର ଅଦଳ ବଦଳ ହୋଇଛି। ସାଧାରଣ ପ୍ରଶାନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ଜାରି କରାଯାଇଛି। ଜାରି ବିଜ୍ଞପ୍ତି ଅନୁଯାୟୀ ୮ଜଣ ଅଧିକାରୀଙ୍କ ବଦଳି ହୋଇଛି।...

ଭେଣ୍ଟିଲେଟର ଅଭାବରୁ ରୋଗୀ ମରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର ୨୨।୯(ବ୍ୟୁରୋ):ରାଜ୍ୟରେ ଦୈନିକ ପ୍ରାୟ ୪ଶହରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ବାହାରୁଛନ୍ତି। ଦୈନିକ ୧୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ରାଜ୍ୟରେ କେରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା ୭ଶହ ଟପିଲାଣି। ଭେଣ୍ଟିଲେଟର ଅଭାବରୁ ପ୍ରତ୍ୟେକ ଦିନ ରୋଗୀ ମରୁଛନ୍ତି। ଏଭଳି...

ପ୍ରସାର ଭାରତୀର ପୂର୍ବତନ ଏଡିଜି ଅଭୟ ପାଢ଼ୀଙ୍କ ପରଲୋକ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ପ୍ରସାର ଭାରତୀର ପୂର୍ବତନ ଅତିରିକ୍ତ ମହାନିର୍ଦ୍ଦେଶକ (ଏଡିଜି) ଅଭୟ କୁମାର ପାଢ଼ୀଙ୍କ ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ସପ୍ତାହେ ଧରି ବରଗଡ଼ର ବିକାଶ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ...

ବିଧାନସଭା ଅଧିବେଶନ ପରିଚାଳନା: ୨୫ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। କରୋନା ମହାମାରୀ ଯୋଗୁ ଆସନ୍ତା ଅଧିବେଶନର ଅବଧି ମାତ୍ର ୮ ଦିନ ରଖାଯାଇଛି। ଏହି ସ୍ବଳ୍ପ ମିଆଦ ଅଧିବେଶନ ପାଇଁ ଆସନ୍ତା ୨୫ ତାରିଖରେ ବିଧାନସଭା ପରିସରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri