ସୁସ୍ଥ ହେଲେ ୧୩୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୧: ଓଡ଼ିଶାରେ ଗୁରୁବାର ୧୩୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୩,୩୧,୬୬୭ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୨୩ ଜଣ ସୁସ୍ଥ ହୋଇଥିବାବେଳେ ପୁରୀରୁ ୨୦, ଅନୁଗୁଳରୁ ୧୩, ଯାଜପୁରରୁ…
ଶିକାର କରିବାକୁ ଯାଇ ଫାଶରେ ପଡ଼ିଲା କଲରାପତରିଆ
ବୁଗୁଡ଼ା,୨୮ା୧: ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ମାଣିତରା ସେକ୍ସନ ବଡ଼ପଥର କୁଣ୍ଡାଖାଇ ମୁଣ୍ଡିଆରେ ଗୁରୁବାର ସକାଳେ ଫାଶରେ ପଡିଥିବା ଏକ ବାର୍ହାକୁ ଖାଇବାକୁ ଆସି ଫସି ଯାଇଥିଲା କଲରାପତରିଆ ବାଘ। ବନ କର୍ମଚାରୀ ସ୍ଥାନୀୟ ଯୁବକଙ୍କ ସହଯୋଗରେ ବାଘକୁ ଉଦ୍ଧାର କରାଯାଇଛି।…
ବଳାତ୍କାର ଉଦ୍ୟମ ପରେ ନାବାଳିକାଙ୍କ ତଣ୍ଟି କାଟିଲେ
ଗୋପାଳପୁର,୨୮ା୧: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଗୁରୁବାର ପୁଣି ଏକ ବର୍ବରକାଣ୍ଡ ଘଟିଛି। ଜଣେ ୭ବର୍ଷର ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ ବେଳେ ପାଟି କରିବାରୁ ଦୁର୍ବୃତ୍ତ ତାଙ୍କ ତଣ୍ଟି କାଟି ଦେଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ବଡ…
ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍
ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି। ଏହାଦ୍ୱାରା ଡାଉନ୍ଲାଇନରେ ରେଳ ଚଳାଚଳ ବ୍ୟାହତ ହୋଇଥିଲା। ସୌଭାଗ୍ୟବଶତଃ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି।…
୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲ୍
କେନ୍ଦୁଝର,୨୮ା୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଏକ ଗଣବଳାତ୍କାର ମାମଲାର ଶୁଣାଣି କରି ୩ ଦୋଷୀଙ୍କୁ ୨୦ ବର୍ଷ ଲେଖାଏ ଜେଲଦଣ୍ଡାଦେଶ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୩ ମାସ କରାଦଣ୍ଡ ଭୋଗିବାକୁ…
୫ ଘଣ୍ଟା ଫସିଲେ କଳାହାଣ୍ଡିର କଳାକାର
ଭବାନୀପାଟଣା,୨୮।୧: ନୂଆଦିଲ୍ଲୀଠାରେ ୨୬ ତାରିଖରେ କୃଷକ ସଂଗଠନ ପକ୍ଷରୁ ଟ୍ରାକ୍ଟର ରାଲି ବେଳେ ବ୍ୟାପକ ହିଂସା ଏବଂ ଭଙ୍ଗାରୁଜା ଯୋଗୁ ରାସ୍ତାରେ ୫ ଘଣ୍ଟା ଫସି ରହିଥିଲେ କଳାହାଣ୍ଡି ଜିଲାର ବଜାଶାଲ କଳାକାର। ଶେଷରେ ପୋଲିସ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାପରେ…
କାର ଚକା ଫାଟି ଜଣଙ୍କ ଜୀବନ ଗଲା, ୨ ଗୁରୁତର
ଛତ୍ରପୁର,୨୮।୧: ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଜାତୀୟ ରାଜପଥରେ ଗୁରୁବାର ଏକ କାର ଚକା ଫାଟିଯିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟାଙ୍ଗୀ ଅଞ୍ଚଳର ସାଜିଦ୍। ସିଦ୍ଧାର୍ଥ ପଟ୍ଟନାୟକ ଏବଂ…
ସ୍ତ୍ରୀ ହତ୍ୟାକାରୀଙ୍କୁ ୭ବର୍ଷ ସଶ୍ରମ କାରାଦଣ୍ଡ
ବାରିପଦା ଅଫିସ,୨୮ା୧: ମୟୂରଭଞ୍ଜ ଜିଲା ଅତିରିକ୍ତ ଜିଲା ଓ ଦୌରା ଜଜଙ୍କ କୋର୍ଟରେ ବୁଧବାର ଏକ ଯୌତୁକ ଜନିତ ସ୍ତ୍ରୀ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଓ ଦୌରାଜଜ(୧) ପ୍ରବୀର କୁମାର ଚୌଧୁରୀ ଏହାର ବିଚାର କରି…
ପ୍ରତାପଙ୍କୁ ମିଳିଲା ପିପିଲି ଦାୟିତ୍ୱ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ଶାସକ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗୁରୁବାର ବିଧାୟକ ତଥା ଦଳୀୟ ମୁଖପାତ୍ର ପ୍ରତାପ କେଶରୀ ଦେବଙ୍କୁ ଦଳ ପକ୍ଷରୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଦାୟିତ୍ୱ ମିଳିବା ପରେ ପ୍ରତାପ ପିପିଲି ନିର୍ବାଚନମଣ୍ଡଳୀ ଯାଇ…
ଆଜି ରାଜ୍ୟରୁ ୧୧୩ ପଜିଟିଭ୍ ଚିହ୍ନଟ, ୨୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୬ ଜଣ ଚିହ୍ନଟ…
ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩ କୋଟି
ଭୁବନେଶ୍ୱର,୨୮।୧(ବ୍ୟୁରୋ): କେନ୍ଦ୍ର ସରକାର ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୧,୬୯୩.୫୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅର୍ଥ ମନ୍ତ୍ରଣାଳୟ ଦ୍ୱିତୀୟ କିସ୍ତି ବାବଦରେ ୧୮ ରାଜ୍ୟ ପାଇଁ ୧୨,୩୫୧.୫ କୋଟି ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ…
ବିଧାନସଭାରେ ହେବ ବିରାଟ କାଠ ତିଆରି ଅରଟ
ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଓ ରାଜ୍ୟର ସଂସ୍କୃତି, ଐତିହ୍ୟ ଏବଂ ପରମ୍ପରାର ସୁରକ୍ଷା ପାଇଁ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ଲୋକସେବା ଭବନଠାରେ ଅନୁଷ୍ଠିତ ବୈଠକରେ ସଂସ୍କୃତି ମନ୍ତ୍ରୀ…
Archives


