ରାଜ୍ୟ

ବାହାଘର ୨୪ ଘଣ୍ଟା ପୂର୍ବରୁ ଦେବାକୁ ପଡିବ ଅତିଥିଙ୍କ ତାଲିକା

ଭୁବନେଶ୍ୱର,୧୯।୪: କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ଆସନ୍ତା ୨୪ ତାରିଖରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ହେଲେ ଆସନ୍ତା ୨୧ ତାରିଖରୁ ବାହାଘର ଓ ଶୁଦ୍ଧିକ୍ରିୟା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ନୂଆ ଗାଇଡ୍‌ଲାଇନ…

ପିପିଲିରେ ବିଜେଡି କରିବନି ନିର୍ବାଚନ ଶୋଭାଯାତ୍ରା

ଭୁବନେଶ୍ୱର,୧୯।୪: ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ହେଲେ ବିଜେଡି ଆଉ ପିପିଲିରେ ନିର୍ବାଚନ ସଭା କିମ୍ବା ଶୋଭାଯାତ୍ରା କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି…

କାହାକୁ ମିଳିବ ଶଟ୍‌ଡାଉନରେ ଅନୁମତି

ଭୁବନେଶ୍ୱର,୧୯।୪: ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷିତ ସପ୍ତାହନ୍ତା ଶଟ୍‌ଡାଉନରେ ଅତ୍ୟାବଶ୍ୟକ ସେବାକୁ କଟକଣା ମୁକ୍ତ କରାଯାଇଛି। ସ୍ବାସ୍ଥ୍ୟସେବାରେ ନିୟୋଜିତ କର୍ମଚାରୀ ଶଟ୍‌ଡାଉନ ସମୟରେ ଯିବା ଆସିବା କରିପାରିବେ। ସେହିପରି ପୋଲିସ ଅଗ୍ନିଶମ କର୍ମଚାରୀ, ଗଣମାଧ୍ୟମ କର୍ମଚାରୀ, ପୌର କର୍ମଚାରୀ, ଟେଲିକମ, ପେଟ୍ରୋଲ…

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର…

ରାଜଧାନୀରୁ ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ୍‌ ବଢ଼ାଉଛି ଚିନ୍ତା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ଚିନ୍ତା ବଢ଼ାଉଥିବା ବେଳେ ଭୁବନେଶ୍ୱରରେ ଏହା ବେକାବୁ ହେବାରେ ଲାଗିଲାଣି। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୪୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୮୬ ଲୋକାଲ କେସ ରହିଛନ୍ତି। ସହିପରି…

ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର,୧୯।୪(ବୁ୍ୟୁରୋ): ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ପୁଣି କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବରୁ ମଧ୍ୟ କରୋନା ପଜିଟିଭ୍‌ ହୋଇଥିଲେ। ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍‌ ଆସିଥିବା ସେ ନିଜେ ଟୁଇଟ୍‌ କରି ସୋମବାର…

ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସରଙ୍କ ପରଲୋକ

ସୁନ୍ଦରଗଡ,୧୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଲିଭନିସ୍‌ କିଣ୍ଡୋଙ୍କର ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସର ଭାବେ ପରିଚିତ ଥିଲେ। ଗତ ରାତିରେ…

ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ ଜମ୍ବୁ, ତାଳଚୁଆ, ତନ୍ତିଆପାଳ ସାମୁଦ୍ରିକ ଥାନା, ରାଜନଗର ଓ ମହାକାଳପଡା ଥାନା ରହିଛି।…

ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତଛିଟା

ପୁରୀ ଅଫିସ, ୧୯।୪:ଶ୍ରୀମନ୍ଦିରରେ ବହୁ ବ୍ୟବଧାନରେ ପୁଣି ଅଘଟଣ ଦେଖିବାକୁ ମିଳିଛି। ରବିବାର ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡ଼ିଛି ରକ୍ତ ଛିଟା। ଯାହାଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ମନ୍ଦିର ପରିସରରେ କାର୍ଯ୍ୟରତ ୨ ଶ୍ରୀଜଗନ୍ନାଥ…

ହାଇଦର ଫେରାର ହୋଇଥିବା କାର୍‌ କଟକ ଅଣାଗଲା

କଟକ ଅଫିସ, ୧୯ା୪:କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ବେଳେ ବ୍ୟବହାର ହୋଇଥିବା କାର୍‌(ନଂ. ଓଡି୦୨ଏଏସ୍‌-୬୭୭୦)କୁ କମିଶନରେଟ୍‌ ପୋଲିସ ତେଲଙ୍ଗାନାରୁ ଓଡ଼ିଶା ଆଣିଛି। ରବିବାର ମଙ୍ଗଳାବାଗ ଥାନାରେ କାରଟିକୁ ରଖାଯାଇ ଅଧିକ ଖୋଳତାଡ ଜାରି ରହିଛି। ହାଇଦର ଏହି…

ପିପିଲି ଉପନିର୍ବାଚନ ସମୀକରଣ ବଦଳିବା ଚର୍ଚ୍ଚା

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ନିର୍ବାଚନ କମିଶନ ଆସନ୍ତା ମେ ୧୩ରେ ପିପିଲିରେ ଭୋଟ ହେବା ନେଇ ସାନି ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ କାହାକୁ ପ୍ରାର୍ଥୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri