ହୋମ୍ ଆଇସୋଲେଶନରେ ରହିପାରିବେ ନାହିଁ ଦୂରାରୋଗ୍ୟରେ ପୀଡ଼ିତ ଆକ୍ରାନ୍ତ: ଶିଶୁମାନେ କୋଭିଡ୍ ହସ୍ପିଟାଲରେ ରୁହନ୍ତୁ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣଜନିତ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଲଗାତର ତିନି ଦିନରୁ ଅଧିକ ହେବ ସଂକ୍ରମିତଙ୍କ ସଂଖ୍ୟା ୪ହଜାର ଟପୁଥିବା ଦେଖାଯାଉଛି। ଏପରିସ୍ଥଳେ ହୋମ୍ କ୍ୱାରାଣ୍ଟାଇନ୍ରେ ରହିଥିବା ଅଧିକାଂଶ ରୋଗୀ ଚିକିତ୍ସିତ ହେଉଛନ୍ତି। ଏନେଇ...
କରୋନାରୁ ସୁସ୍ଥ ହେବା ପରେ ବି ପୁଣି ହୋଇପାରେ ସଂକ୍ରମଣ: ଏସବୁ ଦିଗ ପ୍ରତି ଦିଅନ୍ତୁ ଧ୍ୟାନ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ଚିନ୍ତା ବଢ଼ାଇଛି ମହାମାରୀ କରୋନା। ଓଡ଼ିଶାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଅଧିକାଂଶ ଲୋକ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବାରୁ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଡାକ୍ତର ପ୍ରଜ୍ଞାନ ରାଉତରାୟ...
ଭାଇରାଲ ହେଉଛି ସୁକାନ୍ତ, ପବିତ୍ରଙ୍କ କଣ୍ଠର ଯାଦୁ
ଖୋର୍ଦ୍ଧା ଅଫିସ,୧୯। ୯: ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧୀନ କାଇମାଟଆ ଗ୍ରାମର ସୁକାନ୍ତ ଓ ପବିତ୍ର ଭୋଇଙ୍କଠାରେ ରହିଛି ଅନନ୍ୟ ପ୍ରତିଭା। ସୁକାନ୍ତ ଗୀତ ଗାଉଥିବା ବେଳେ ପବିତ୍ର ପାଟି ଓ ହାତ ମାଧ୍ୟମରେ ବାଦ୍ୟର ଭ୍ରମ ସୃଷ୍ଟି...
‘ରୋଗୀ ସେବା ବୃତ୍ତି ନୁହେଁ, ବ୍ରତ ହେଉ’
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ମଣିଷ ଆନନ୍ଦରୁ ଆସିଛି, ଆନନ୍ଦରେ ରହିବ ଏବଂ ପୁଣି ଆନନ୍ଦକୁ ଫେରିଯିବ। ମାତ୍ର ଏଥିରେ ବେଳେବେଳେ ବ୍ୟତିକ୍ରମ ଦେଖାଦିଏ। ଖାଦ୍ୟ, ଚିନ୍ତା ଓ ଆବେଗ ପରିଚାଳନାରେ ତ୍ରୁଟି ଯୋଗୁ ଏହି ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ମଣିଷର ଶରୀର...
୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା ଜିଲାର ଗୋଟିଏ...
ହୋମ୍ ଆଇସୋଲେଶନରେ ୭୦% ଆକ୍ରାନ୍ତ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଦେଶ ତୁଳନାରେ ରାଜ୍ୟରେ କରୋନା ସ୍ଥିତି ଭଲ ରହିଛି। ଓଡ଼ିଶାରେ କରୋନା ମୃତ୍ୟୁ ହାର ସାରା ଦେଶରେ କମ୍ ରହିଛି। ରାଜ୍ୟରେ ପ୍ରତିଦିନ ୫୦ହଜାରରୁ ଅଧିକ କୋଭିଡ୍ ଟେଷ୍ଟ କରାଯାଉଛି। ଆରୋଗ୍ୟ ହାର ୭୮% ଥିବାବେଳେ...
୨ ଚିଟ୍ଫଣ୍ଡ ସଂସ୍ଥାର ୨୫ ଜଣଙ୍କ ନାମରେ ସପ୍ଲିମେଣ୍ଟରି ଚାର୍ଜଶିଟ୍ ଦାଖଲକଲା ସିବିଆଇ
ଭୁବନେଶ୍ୱର,୧୯। ୯ (ବ୍ୟୁରୋ): ଚିଟ୍ଫଣ୍ଡ ଠକେଇ ମାମଲାରେ ଏବିସି ଇନ୍ଦିୟା ଓ ଗୋଲ୍ଡେନ୍ ଲ୍ୟାଣ୍ଡ୍ ଡେଭଲପର୍ସ ଲିମିଟେଡର ୨୫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ ସପ୍ଲିମେଣ୍ଟାରୀ ଚାର୍ଜଶିଟ୍ ଦାଖଲ କରିଛି। ଭୁବନେଶ୍ୱର ସ୍ପେଶାଲ ସିଜେଏମ୍ ସିବିଆଇ କୋର୍ଟରେ ଏହି ଚାର୍ଜଶିଟ୍ ଦାଖଲ...
ସିପିଙ୍କ ଜବାବପତ୍ରକୁ ନେଇ ବିବାଦ
କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍ଭୋକେଟ୍ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା ଜବାବପତ୍ରକୁ ନେଇ ବିବାଦ ସୃଷ୍ଟି ହୋଇଛି। କଟକଚଣ୍ଡୀ ମନ୍ଦିର ପୂଜକ ମନୋଜ କୁମାର...
ଭୁବନେଶ୍ୱରରେ ଆବଶ୍ୟକ ନାହିଁ ଗଞ୍ଜାମ ଫର୍ମୁଲା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ଭୁବନେଶ୍ୱରରେ ଏବେ କରୋନା ସଂକ୍ରମିତ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସପ୍ତାହକ ମଧ୍ୟରେ ଭୁବନେଶ୍ୱରରୁ ଦୈନିକ ହାରାହାରି ୩୦୦ରୁ ୪୦୦ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ସଂଖ୍ୟା ପୂର୍ବାପେକ୍ଷା ବହୁତ କମିଛି। ଏବେ ଲକ୍ଡାଉନ୍ କି ଶଟ୍ଡାଉନ...
ନିର୍ବାଚନ ପୂର୍ବରୁ ସିବିଆଇ ତଦନ୍ତ ଧାରାରେ ପରିଣତ ହୋଇଛି: ବିଜେଡି
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସିବିଆଇ ତଦନ୍ତ ସମ୍ପର୍କରେ ବିଜୁ ଜନତା ଦଳର ମୁଖପାତ୍ର ଲେଲିନ ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଗତ ୭ ବର୍ଷ ଧରି ଓଡ଼ିଶାରେ ସିବିଆଇ ମାମଲାର ତଦନ୍ତ କରି ଆସୁଛି। ସାଧାରଣ ନିର୍ବାଚନ, ଉପନିର୍ବାଚନ ଏବଂ...
ଅକ୍ଟୋବର ୧୨ରୁ ଓଜେଇଇ
ଭୁବନେଶ୍ୱର, ୧୯। ୯(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ...
ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା
ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ...
Archives


