‘ଖୁସି’ରେ ଖୁସି
ଭୁବନେଶ୍ୱର, ୧୯ା୪:ଟିକସଦାତାଙ୍କ ପଇସା ଲୁଟିବା ଘରୋଇ ସଂସ୍ଥାଙ୍କ ପାଇଁ ଓଡ଼ିଶା ଏକ ସହଜ ଲକ୍ଷ୍ୟସ୍ଥଳ ହୋଇଛି। କେତେଜଣ ସରକାରୀ ବାବୁଙ୍କୁ ହାତକରି ଘରୋଇ କମ୍ପାନୀ ରାଜକୋଷକୁ ଲୁଟି ଚାଲିଛନ୍ତି। ସେହି ଅର୍ଥରୁ ଅଧିକାଂଶ ଭାଗ ବାବୁମାନଙ୍କ ପକେଟକୁ ଚାଲିଯାଉଛି। ବାଳିକାମାନଙ୍କ ଉତ୍ତମ…
୫ ଦିନିଆ ଶଟ୍ଡାଉନ୍ ଘୋଷଣା
ଚନ୍ଦାହାଣ୍ଡି,୧୮ା୪: ଛତିଶଗଡ଼ ସୀମାନ୍ତ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକକୁ ୫ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ୧୦ ଦିନ ମଧ୍ୟରେ ବ୍ଲକରୁ ୧୮୦ରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ବ୍ଲକ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।…
କୋଭିଡ୍ ହସ୍ପିଟାଲରେ ପଡ଼ିରହିଲା ମୃତଦେହ
ରାୟଗଡ଼ା ଅଫିସ,୧୮।୪: ରାୟଗଡ଼ା ଜିଲା ଜେକେପୁରସ୍ଥିତ କୋଭିଡ୍ ହସ୍ପିଟାଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଅସ୍ଥାୟୀଭାବେ ନିୟୋଜିତ ଚତୁର୍ଥ ଶ୍ରେଣୀ କର୍ମଚାରୀମାନଙ୍କୁ ସେମାନଙ୍କ ପ୍ରାପ୍ୟ ମିଳି ନ ଥିବାରୁ ସେମାନେ ରବିବାରଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ କରୋନାରେ…
କାର୍ରେ ରୋଗୀଙ୍କୁ ଦିଆଯାଉଛି ଅକ୍ସିଜେନ
ବଲାଙ୍ଗୀର ଅଫିସ, ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ…
ବର୍ଷା ସହ କୁଆପଥର ମାଡ଼
ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ବର୍ଷା ଜନସାଧାରଣଙ୍କୁ ଆଶ୍ୱସ୍ତି…
ବଳାତ୍କାର ଉଦ୍ୟମ ବିଫଳ ପରେ ଛାତ୍ରୀଙ୍କ ବେକ କାଟିଥିବା ଯୁବକ ଗିରଫ
ବିନିକା,୧୮ା୪: ସୁବର୍ଣ୍ଣପୁର ଜିଲା ବିନିକା ଥାନା ଅଧୀନ ସାନଭାଲୁପାଲି ଅଞ୍ଚଳର ଜଣେ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏଥିରେ ଯୁବକ ଜଣକ ବିଫଳ ହୋଇ ଛାତ୍ରୀଙ୍କୁ ଏକ ଧାରୁଆ ଦାରେ ବେକ, ହାତ ଆଙ୍ଗୁଳି କାଟି ଫେରାର ହୋଇଯାଇଥିଲେ। ଫଳରେ ଯୁବତୀ…
ବନ୍ଧା ପଡ଼ିଥିବା ସୁନା ଆଣିବାକୁ କହିବାରୁ ସ୍ତ୍ରୀଙ୍କ ଦେହରେ ନିଆଁ ଲଗାଇ ଦେଲେ ସ୍ବାମୀ
କୋକସରା ୧୮।୪: ବନ୍ଧା ପଡିଥିବା ସୁନା ଅଳଙ୍କାର ମୁକୁଳାଇବାକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ଝଗଡ଼ା ଚରମସୀମାରେ ପହଞ୍ଚିଛି। ରାଗ ସମ୍ଭାଳି ନ ପାରି ସ୍ବାମୀ କିରୋସିନ ଢାଳି ସ୍ତ୍ରୀଙ୍କୁ ନିଆଁ ଲଗାଇ ଦେବା ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏହି…
କରୋନାରେ ନାଟ୍ୟକାର ବଟରାଜ ଦେବ ଗୋସ୍ବାମୀ ଓ ସ୍ତ୍ରୀଙ୍କ ଦେହାନ୍ତ
ପୁରୀ ଅଫିସ, ୧୮ା୪: ସୁପରିଚିତ ନାଟ୍ୟକାର, ଅଭିନେତା ତଥା ନିର୍ଦ୍ଦେଶକ ବଟରାଜ ଦେବ ଗୋସ୍ବାମୀ ଓ ତାଙ୍କ ସହଧର୍ମିଣୀ ରାଧାମଣି ଗୋସ୍ବାମୀଙ୍କର ଶନିବାର କରୋନାରେ ଜୀବନ ଯାଇଛି। ମୃତ୍ୟୁବେଳକୁ ବଟରାଜଙ୍କୁ ୭୩ବର୍ଷ ବୟସ ହୋଇଥିଲା। ଏହି ଦମ୍ପତି କରୋନାରେ ଆକ୍ରାନ୍ତ ହେବା…
ବଜ୍ରକାପ୍ତା ଚାଲାଣବେଳେ ଧରାପଡ଼ିଲା, ୩୫ ଲକ୍ଷ ଟଙ୍କାରେ ବିକ୍ରି ହୋଇଥାନ୍ତା
ଭୁବନେଶ୍ୱର (ବ୍ୟୁରୋ), ବଡ଼ମ୍ବା (ଡି.ଏନ୍.ଏ.), ୧୮ା୪: ରାଜ୍ୟରେ ବେଧଡ଼କ ଚାଲିଛି ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ। ଶୁକ୍ରବାର ଆଉଏକ ବଜ୍ରକାପ୍ତା ଚୋରା ଚାଲାଣ ର଼୍ୟାକେଟକୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଧରିଛି। ର଼୍ୟାକେଟରେ ସମ୍ପୃକ୍ତ ଜଣେ ଚାଲାଣକାରୀଙ୍କୁ ଗିରଫ…
ମାସ୍କ ନ ପିନ୍ଧି ଡ୍ୟୁଟି କରୁଥିଲେ ଖାକିଧାରୀ: ପଚାରିବାରୁ ନାଲିଆଖି, ମାଡ଼ ମାରି ଥାନାକୁ ଟେକିନେଲେ
ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ନିୟମ ଉଲ୍ଲଂଘନ କରୁଥିବା ପୋଲିସ ବାବୁଙ୍କ ଫଟୋ ଉଠାଇବା ଦୁଇ ଛାତ୍ରଙ୍କ ପାଇଁ ମହଙ୍ଗା ପଡିଛି। ଖାକି ପାହାର ଖାଇବା ସହ ଥାନା ହାଜତରେ ସମୟ ବିତିଛି। ମଞ୍ଚେଶ୍ୱର ଥାନା ପୋଲିସର ଏପରି ବର୍ବରତା ଖାକି ପୋଷାକରେ କଳଙ୍କର…
ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ
ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି ଲୋକାୟୁକ୍ତ…
ରାଜ୍ୟରେ କରୋନା ନେଲା ୨ ମୁଣ୍ଡ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ରବିବାର ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୪୪କୁ ବୃଦ୍ଧି ହୋଇଛି। ମୃତକ ଦ୍ୱୟ ବରଗଡ଼…
Archives


