ରାଜ୍ୟ

ନିର୍ବାଚନ ପୂର୍ବରୁ ସିବିଆଇ ତଦନ୍ତ ଧାରାରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସିବିଆଇ ତଦନ୍ତ ସମ୍ପର୍କରେ ବିଜୁ ଜନତା ଦଳର ମୁଖପାତ୍ର ଲେଲିନ ମହାନ୍ତି ପ୍ରତିକ୍ରିୟା ରଖି କହିଛନ୍ତି ଯେ, ଗତ ୭ ବର୍ଷ ଧରି ଓଡ଼ିଶାରେ ସିବିଆଇ ମାମଲାର ତଦନ୍ତ କରି ଆସୁଛି। ସାଧାରଣ ନିର୍ବାଚନ, ଉପନିର୍ବାଚନ ଏବଂ...

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୯। ୯(ବ୍ୟୁରୋ):  ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ...

ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା

ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ ଦର ଯଥାକ୍ରମେ ୮୧.୬୯ ଟଙ୍କା ଏବଂ ୭୮.୩୫ ଟଙ୍କାକୁ ଖସିଛି। ଏଠାରେ ଇନ୍ଧନ...

ନେସ୍‌କୋ, ଓ୍ବେସ୍‌କୋ, ସାଉଥ୍‌କୋ ନେବ ଟାଟା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍‌ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ଓ୍ବେସ୍‌କୋ), ସାଉଥ୍‌ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ସାଉଥ୍‌କୋ) ଏବଂ ନର୍ଥ ଇଲେକ୍ଟ୍ରିସିଟି...

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ...

CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧...

ଅକ୍ଟୋବର ୧୨ରୁ ଓଜେଇଇ

ଭୁବନେଶ୍ୱର, ୧୮।୯(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫,...

୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍‌

ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍‌ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ ପୂର୍ବ ଜୋନ୍‌ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ କରାଯାଇଥିବାବେଳେ ଭୁବନେଶ୍ୱର ଜୁଡ଼ିସିଆଲ...

ଡେକଚି ପାଣିରେ ବୁଡି ଚାଲିଗଲା ଶିଶୁକନ୍ୟାର ଜୀବନ

ମାଧପୁର,୧୮।୯-ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କନ୍ଧପଡା ପଞ୍ଚାୟତ ମନରବେଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଡେକଚି ପାଣିରେ ବୁଡି ଜଣେ ଶିଶୁକନ୍ୟା ମୃତ୍ୟୁବରଣ କରିଛନ୍ତି। ସୂଚନାଅନୁସାରେ, ଗ୍ରାମର ଅଶୋକ କୁମୁରାଙ୍କ ପତ୍ନୀ ଆରତୀ କୁମୁରା ରୋଷେଇ କରୁଥିବା ସମୟରେ...

ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଓପିଜିସି ପ୍ରକଳ୍ପରେ ଦୁର୍ଘଟଣା ଘଟଣା: ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଲେ ଗଞ୍ଜାମର ଠିକା ଶ୍ରମିକ, କ୍ଷତିପୂରଣ ଦାବି

ଲଖନପୁର,୧୮।୯(ଡି.ଏନ୍‌.ଏ.)- ଓଡ଼ିଶା ବିଦ୍ୟୁତ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୩ୟ ୟୁନିଟ ଇଏସ୍‌ପି ହପର୍‌ ଖସି ପଡିବା ଫଳରେ ଗରମ ପାଉଁଶ ପଡି ୬ଜଣ ଠିକା ଶ୍ରମିକ ପୋଡି ଯାଇ ଆହତ ହୋଇଥିଲେ । ଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri