ବନ୍ୟା କ୍ଷୟକ୍ଷତି: ୧୧୦୦ କୋଟି ସହାୟତା ଲୋଡ଼ିଲେ ରାଜ୍ୟ ସରକାର
ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ...
ରାଜଧାନୀରେ ଚାଞ୍ଚଲ୍ୟ: ଶାବଳରେ ମା’ଙ୍କୁ ହତ୍ୟାକଲେ ଦୁଇ ନାବାଳକ ପୁଅ
ଭୁବନେଶ୍ୱର,୧୭ା୯(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍.ଏ.) – ସ୍ନେହ ବଦଳରେ ମା’ ନିର୍ଯାତନା ଦେଉଥିଲେ। ମଦ ଓ ନିଶାରେ ବୁଡ଼ି ରହୁଥିବା ମା’ର ଅତ୍ୟାଚାର ଅସହ୍ୟ ହେବାରୁ ଦୁଇ ନାବାଳକ ପୁଅ ନିଷ୍ଠୁର ହୋଇପଡ଼ିଥିଲେ। ଶେଷରେ ଘର ଭିତରେ ଶାବଳରେ ପିଟି ମା’ଙ୍କୁ...
ଆସନ୍ତା ୨୧ ଓ ୨୨ରେ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି,...
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ...
ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା
ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି।...
ସାବାଡ ହେବେ ଅମାନିଆ: ପୋଲିସ ଡିଜିପି
ଭୁବନେଶ୍ୱର,୧୭।୯(ବ୍ୟୁରୋ)-ଭୁବନେଶ୍ୱର-କଟକରେ ସାବାଡ ହେବେ ଅମାନିଆ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ ପରେ ଅମାନିଆଙ୍କୁ ସାବାଡ ପାଇଁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ ଅଞ୍ଚଳରେ ଅମାନିଆଙ୍କୁ ପାନେ ଦେବ କୋଭିଡ ଏନଫୋର୍ସମେଣ୍ଟ ଟିମ। ଦ୍ୱୈତନଗରୀରେ ଅଧିକ ୫୦ ଅଫିସର...
ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...
ପରଲୋକରେ ଭାଜପା ନେତା ଅଶୋକ ସାହୁ: ଶୋକପ୍ରକାଶ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୧୭।୯(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଅଶୋକ ସାହୁଙ୍କ ଗୁରୁବାର ପରଲୋକ ଘଟିଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ହୋଇଥିଲା। ତେବେ ସପ୍ତାହେ ଧରି...
ଭୁବନେଶ୍ୱର, କଟକକୁ ଆସି ପାରିବେ କୋଭିଡ୍ ରୋଗୀ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ...
ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ
ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର...
ସ୍କୁଲରେ ହେବ ପରିବାଚାଷ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ମଧ୍ୟାହ୍ନ ଭୋଜନର ଗୁଣବତ୍ତା ବୃଦ୍ଧି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଏଣିକି ସ୍କୁଲ ପରିସରରେ ପନିପରିବା ଚାଷ ହେବ। ସ୍କୁଲ କର୍ତ୍ତୃପକ୍ଷ ପରିବା ଚାଷ କରିବେ। ଉତ୍ପାଦିତ ପନିପରିବାରେ ହିଁ ମଧ୍ୟାହ୍ନ ଭୋଜନ...
କଟକ-ଭୁବନେଶ୍ୱରରେ କୋଭିଡ୍ ନିୟମକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ଅନ୍ୟ ଅଞ୍ଚଳଗୁଡିକରେ କୋଭିଡ୍ ନିୟମ କଡାକଡି ଅନୁପାଳନ ହେଉଛି। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନୁହେଁ। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ କୋଭିଡ୍ ନିୟମ କାର୍ଯ୍ୟକାରିତା ଉପରେ ପ୍ରତ୍ୟକ୍ଷ ଭାବେ ଦୃଷ୍ଟି ଦେବା ସହ ଆବଶ୍ୟକ...
Archives


