୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ
ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…
ଗ୍ୟାଙ୍ଗଷ୍ଟର ହାଇଦରଙ୍କୁ କରୋନା: ରିମାଣ୍ଡ ସ୍ଥଗିତ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ୧୨୦ ଘଣ୍ଟା ଘରେ ତେଲେଙ୍ଗାନାରୁ ଗିରଫ ହୋଇଥିବା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେଖ ହାଇଦରଙ୍କୁ କରୋନା। ଆରଟି-ପିସିଆର ଟେଷ୍ଟ ପରେ ଶନିବାର ତାଙ୍କର ରିପୋର୍ଟ ପଜିଟିଭ ଆସିଛିି। ଏହାପରେ ହାଇଦରଙ୍କୁୁ ଚୌଦ୍ୱାର ଜେଲ୍ରେ ଆଇସୋଲେଶନ ୱାର୍ଡରେ ରଖାଯାଇଛି ବୋଲି କଟକ ଡିସିପି…
ସ୍ବରେଜ ଦୁର୍ଘଟଣା ପଛରେ ଇଞ୍ଜିନିୟରଙ୍କ ଅବହେଳା
ଭୁବନେଶ୍ୱର,୧୬ା୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା…
ବରଗଡ଼ କ୍ୟାନସର ହସ୍ପିିଟାଲ ନିର୍ମାଣ ପାଇଁ ମିଳିଲା ଅନୁମୋଦନ
ବରଗଡ଼ ଅଫିସ,୧୬।୪: ବରଗଡ଼ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଶୁକ୍ରବାର ପ୍ରଶାସନିକ ଅନୁମୋଦନ ମିଳିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପତ୍ରସଂଖ୍ୟା- ୧୧୬୮୮ ତା:୧୬।୪।୨୧ ରିଖରେ ଏହା ଉଲ୍ଲେଖ ରହିଛି। ପ୍ରଥମ ପର୍ଯ୍ୟାୟରେ ୧୦ କୋଟି ୪୯…
ବକେୟା ୨ ହଜାର ଟଙ୍କା ନ ଦେବାରୁ ଠିକାଦାରଙ୍କୁ ହତ୍ୟା
କବିସୂର୍ଯ୍ୟନଗର,୧୬ା୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଧୀନ ଏ. ବରିଡ଼ା ଗାଁ ଦାଣ୍ଡରେ ଶୁକ୍ରବାର ଜଣେ ଠିକାଦାରଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଠିକାଦାର ବକେୟା ୨ ହଜାର ଟଙ୍କା ନ ଦେବାରୁ ଏ. ବରିଡ଼ାର ଜଣେ ଶ୍ରମିକ ତାଙ୍କୁ ଛୁରି…
ଡ୍ୟାମ୍ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ
ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ ଭାସୁଥିବା ବେଳେ କାଉ, ବଗ ଖାଉଥିବା ଦେଖିବାକୁ ମିଳିଛି। ଡ୍ୟାମରେ…
ପୁଅ ଆଗରେ ମା’ଙ୍କୁ ହାଣି ହତ୍ୟା
ଦେବଗଡ଼,୧୬।୪: ପୈତୃକ ଜମି ଭାଗବଣ୍ଟାକୁ କେନ୍ଦ୍ରକରି ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ତୁଙ୍ଗାମାଳ ଗ୍ରାମରେ ହତ୍ୟାକାଣ୍ଡ ଘଟିଛି। ଦିଅର ଟାଙ୍ଗିଆ ଚୋଟରେ ଭାଉଜ ଗୋଲାପ ସାହୁ(୬୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ପୁତୁରା ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। ଶୁକ୍ରବାର…
୭ ଦିନିଆ ରିମାଣ୍ଡରେ ହାଇଦର
କଟକ, ୧୬ା୪- ଗାଙ୍ଗଷ୍ଟର ଶେକ୍ ହାଇଦରଙ୍କୁ ୭ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍ ପୋଲିସ। ଗତ ଶନିବାର ଏହି କୁଖ୍ୟାତ ଅପରାଧୀ କଟକ ବଡ଼ ମେଡିକାଲରୁ ଖସି ପଳାଇଥିଲା। ସେ ତେଲେଙ୍ଗାନାରେ ଲୁଚି ରହିଥିବା ବେଳେ ସେଠାକାର ପୋଲିସ ତାକୁ ଗିରଫ…
ରାଜଧାନୀରେ ଲୋକାଲ ସଂକ୍ରମଣ ବଢ଼ୁଛି: ଆଜି ଚିହ୍ନଟ ହେଲେ ୩୧୧ ପଜିଟିଭ୍
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଡରାଇଲାଣି କରୋନାର ଦ୍ୱିତୀୟ ଲହର। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୩୧୧ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିଭଳି ୧୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ…
ସପ୍ତାହରେ ଦୁଇଦିନ ଟିକାକରଣ ବନ୍ଦ
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଏଣିକି ସପ୍ତାହାନ୍ତ ସଟ୍ଡାଉନ୍ରେ ଟିକାକରଣ ବନ୍ଦ ରହିବ। ୧୦ ଜିଲାର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ଦୁଇଦିନ ଲାଗି ଟିକାକରଣ ବନ୍ଦ ରହିବ। ଜିଲାର ଅନ୍ୟ ସମସ୍ତ ଅଞ୍ଚଳରେ ନିରବଚ୍ଛିନ୍ନ ଭାବେ ଟିକାକରଣ ପ୍ରକ୍ରିୟା ଚାଲୁ ରହିବ। ଏନେଇ…
୧୯ରୁ ଉଚ୍ଚ ଶିକ୍ଷାନୁଷ୍ଠାନ ବନ୍ଦ; ହଷ୍ଟେଲ ଖାଲି କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬।୪(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଇଲାଣି କରୋନାର ଦ୍ୱିତୀୟ ଲହର। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରୋକିବା ନିମନ୍ତେ କଠୋର ପଦକ୍ଷେପର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଦଶମ ଦ୍ୱାଦଶ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା।…
ସପ୍ତାହରେ ୨ ଦିନ ଜଗା ଦର୍ଶନ ବନ୍ଦ
ପୁରୀ ଅଫିସ, ୧୬।୪: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ଏହି ୨ ଦିନ ସାଧାରଣ…
Archives


