ରାଜ୍ୟ

ସେବାୟତଙ୍କୁ କରୋନା: ୩ ଦିନ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୧୫।୪: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସକାଳ ୮ଟାରୁ ୩ ଦିନ ପାଇଁ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ଘୋଷଣା କରାଯାଇଛି। ସେବାୟତମାନେ ଯଥାରୀତି…

ମାସ୍କ ଚେକିଂ ବେଳେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ

ଭଦ୍ରକ ଅଫିସ,୧୫।୪: ମାସ୍କ ଚେକିଂ ବେଳେ ଗୁରୁବାର ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ୩ ବ୍ରାଉନସୁଗାର ବେପାରୀ। ପୋଲିସ ଗିରଫ ବେପାରିଙ୍କଠାରୁ ୧୦ ଗ୍ରାମରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ…

କାଳବୈଶାଖୀ ଭୟ: ୧୯ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୫।୪: କାଳବୈଶାଖୀର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଦକ୍ଷିଣ ଓ ଉତ୍ତର ଉପକୂଳର ୧୯ଟି ଜିଲାରେ ବର୍ଷା ସାଙ୍ଗକୁ ଝଡତୋଫାନ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଏହି…

ବୈତରଣୀ ଉଜାଡ଼ି ଦେଲା ମା’ର କୋଳ

ଭଦ୍ରକ ଅଫିସ,୧୫।୪: ଗାଧୋଇବାକୁ ଯାଇ ନଦୀରେ ବୁଡ଼ି ଭଉଣୀଭାଇଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସୋହଡ଼ା ପଞ୍ଚାୟତ ଗୌରାଙ୍ଗପୁର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଭଉଣୀଭାଇ ହେଲେ ସୋହଡ଼ା ଗ୍ରାମର ମନ୍ମଥ ଦାସଙ୍କ…

ଅନ୍ୟ ରାଜ୍ୟକୁ ବସ୍‌ ସେବା ବନ୍ଦ: ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରାଜ୍ୟବ୍ୟାପୀ ନାଇଟକର୍ଫ୍ୟୁ ଜାରି କରିଛନ୍ତି। ପଶ୍ଚିମଓଡ଼ିଶାର ୧୦ଟି ଜିଲାରେ ନାଇଟକର୍ଫ୍ୟୁ ସମେତ ସାପ୍ତାହାନ୍ତ ସଟ୍‌ଡାଉନ ଏବଂ ଅନ୍ୟ ୨୦ଟି…

ସାରା ରାଜ୍ୟରେ ନାଇଟ୍‌ କର୍ଫ୍ୟୁ, ୧୦ ଜିଲାରେ ସପ୍ତାହାନ୍ତ ସଟ୍‌ଡାଉନ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ସାରା ରାଜ୍ୟର ସହରାଞ୍ଚଳରେ ଶନିବାରଠାରୁ ନାଇଟ୍‌…

ରାଜଧାନୀରେ କରୋନା ସଂକ୍ରମଣ ଉପରମୁହାଁ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଗ୍ରାଫ୍‌ ଦିନକୁ ଦିନ ବଢି ଚାଳିଛି। ଭୁବନେଶ୍ୱରରୁ ଗୋଟିଏ ଦିନରେ ୩୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୧୦୯ ଏବଂ ସ୍ଥାନୀୟ ଅଞ୍ଚଳରୁ ୨୭୦ ସଂକ୍ରମିତ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

କରୋନା ମୁକାବିଲା: ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ଜିଲା…

ଦଶମ, +୨ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ-୧୯ ପରିସ୍ଥିତି ନିୟନ୍ତ୍ରଣକୁ…

ଆଜି ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟମନ୍ତ୍ରୀ କରିବେ ଗୁରୁତ୍ୱପୂର୍ଣ୍ଣ ଘୋଷଣା, କରୋନାକୁ ନେଇ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ସିବିଆଇ ଦଶମ ପରୀକ୍ଷା ବାତିଲ ହେବା ପରେ ଏବେ ମାଟ୍ରିକ ଉପରେ ନଜର ରହିଛି। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ୁଥିବାରୁ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ…

ଜୁନ୍‌ ୧୭ରୁ ଓଜେଇଇ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଚଳିତ ବର୍ଷ ଜୁନ ୧୭ରୁ ୨୪ ମଧ୍ୟରେ ଓଜେଇଇ ଅନୁଷ୍ଠିତ ହେବ। ତେବେ କମ୍ପ୍ୟୁଟର ବେସ୍ଡ ପରୀକ୍ଷା ନେଇ ଓଜେଇଇ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି। ଏଥିନିମନ୍ତେ ଆଗ୍ରହୀ ପରୀକ୍ଷାର୍ଥୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। www.ojee.nic.inରେ ଆବେଦନ କରିହେବ।

ପିପିଲି ପାଇଁ ପ୍ରକାଶ ପାଇବ ସାନି ବିଜ୍ଞପ୍ତି, ପ୍ରାର୍ଥୀ ଦେବା ପାଇଁ କଂଗ୍ରେସକୁ ମିଳିବ ୭ ଦିନ ସମୟ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ପ୍ରେସମିଟ୍‌ କରି କହିଛନ୍ତି, କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ଯୋଗୁ ନିର୍ବାଚନ ସ୍ଥଗିତ ରଖାଯାଇଛି। ରିଟର୍ଣ୍ଣି ଅଫିସର ନିର୍ବାଚନ ସ୍ଥଗିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri