ରାଜ୍ୟ

ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ସ୍ଥଗିତ ହୋଇଛି। ଏନେଇ ଜିଲା ରିଟର୍ନିଂ ଅଫିସର ତଥା ପୁରୀ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଏହି ସୂଚନା ଦେଇଛନ୍ତି। ୧୭ ତାରିଖରେ ପିପିଲି ଉପନିର୍ବାଚନ ପାଇଁ…

ମିଳୁନି ‘ଧୁଡ଼ୁ’ର ପତ୍ତା

ତେଲକୋଇ,୧୪।୪: କେନ୍ଦୁଝର ଜିଲା ତେଲକୋଇ ଅଞ୍ଚଳର ବହୁ ଚର୍ଚ୍ଚିତ ବାର୍‌ହା ‘ଧୁଡ଼ୁ’ର ପତ୍ତା ମିଳୁନି। ୩ ଦିନ ହେବ ସେ ନିକଟସ୍ଥ ଜଙ୍ଗଲକୁ ଯାଇ ଆଉ ଫେରିନି। ତାକୁ ପାଳିପୋଷି ବଡ଼ କରିଥିବା କୁନ୍ତଳା କୁମାରୀ ପେଣ୍ଠେଇ ଅଭିଯୋଗ କରିଛନ୍ତି ଯେ,…

ଫେରୁଛନ୍ତି ପ୍ରବାସୀ, ବଢୁଛି ଗଞ୍ଜାମର ଚିନ୍ତା

ଛତ୍ରପୁର,୧୪ା୪: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାକୁ ଫେରୁଥିବା ପ୍ରବାସୀମାନେ ସାଙ୍ଗରେ ଆର୍‌ଟି-ପିସିଆର୍‌ ନେଗେଟିଭ ରିପୋର୍ଟ ଆଣିବାକୁ ଜିଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ନେଗେଟିଭ ରିପୋର୍ଟ ନ ଥିଲେ ପ୍ରବାସୀଙ୍କୁ ୭ ଦିନ ହୋମ ଆଇସୋଲଶନରେ ରହିବାକୁ…

ପୋଖରୀ ଖୋଳିବା ବେଳେ ବାହାରିଲା ଶିବ ଲିଙ୍ଗ

ଜହ୍ନାପଙ୍କ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ ଲିଙ୍ଗରେ…

ଦିନକରେ ଭୁବନେଶ୍ୱରରୁ ୩୦୭ କରୋନା ପଜିଟିଭ

ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ସ୍ଥାନୀୟ ଅଞ୍ଚଳରୁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବୁଧବାର…

ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ…

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ବନ୍ଦ ହୋଇପାରେ। ଜନପ୍ରତିନିଧି ଆଇନ ୧୯୫୧ର ସେକ୍ସନ ୫୨ ଅନୁଯାୟୀ, ନିର୍ବାଚନ ଲିଢୁଥିବା ପ୍ରାର୍ଥୀଙ୍କ ମତଦାନ ପୂର୍ବରୁ ଦେହାନ୍ତ ହେଲେ ନିର୍ବାଚନ କମିଶନ ସ୍ବତନ୍ତ୍ର କ୍ଷମତା ବଳରେ ନିର୍ବାଚନକୁ…

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପୁରୀ ଅଫିସ୍‌,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି। ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଆଜି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁରୁତର ରୋଗୀଙ୍କୁ ମେଡିକାଲ ସୁବିଧା ଯୋଗାଇବାକୁ ପୁଣିଥରେ ବୁଧବାର ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ଖୋଲିବ। ସଂକ୍ରମଣ ବଢ଼ୁଥିବାରୁ ବିଏମ୍‌ସି ପକ୍ଷରୁ ଏହି…

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ମା’ ହେଲା ମେଘା, ୩ ଶାବକକୁ ଦେଲା ଜନ୍ମ

ବାରଙ୍ଗ, ୧୪।୪(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ଟି ଛୁଆକୁ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ ଜଣାପଡ଼ିଛି। ମହାବଳ ବାଘ ନନ୍ଦନ ସହ ମିଳନରେ ଏହି ଶାବକମାନେ ଜନ୍ମ ନେଇଛନ୍ତି।…

ଦିନରେ ରଙ୍ଗକାମ, ରାତିରେ ଚୋରି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ନିଜର ୨ ସ୍ତ୍ରୀଙ୍କୁ ଗିଫ୍ଟ ଦେଇ ଖୁସି କରିବାକୁ ଜଣେ ବ୍ୟକ୍ତି ଆପଣାଇଥିଲେ ଅଭିନବ ତରିକା। ଦିନରେ ରଙ୍ଗମିସ୍ତ୍ରି ଭାବେ କାମ କରୁଥିବାବେଳେ ରାତିରେ ଚୋରି କରୁଥିଲେ। ସେଥିପାଇଁ ନିଜ ବ୍ୟାଗରେ ରଙ୍ଗଦେବା ଉପକରଣ ସହ ଝରକା, କବାଟ ସ୍କୃ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri