ଛତ୍ରପୁରରେ ଭୟଙ୍କର ଗ୍ୟାସ୍ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍
ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…
SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…
ଭୁବନେଶ୍ୱର,୧୬ା୩(ସୁନିତ୍ ମିଶ୍ର): କଟକ ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ…
ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…
ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିଜେପି ଘୋଡ଼ା ବେପାର କରୁଛି କହିଥିଲି । ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି,…
କ୍ରସ୍ ଭୋଟିଂକୁ ମାନିନେଲେ ସୌଭିକ୍, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି
ଭୁବନେଶ୍ୱର,୧୬ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ହୋଇଥିବା ଜୋର୍ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି। ବାପାଙ୍କୁ ବହିଷ୍କାର…
କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍ ଟିମ୍
ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ରବିବାର କୂଅରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ଗଞ୍ଜାମ…
କଂଗ୍ରେସରୁ ୩ କ୍ରସ ଭୋଟିଂ: AICCକୁ ଜଣାଇ ଦିଆଯାଇଛି କହିଲେ ଭକ୍ତ
ଭୁବନେଶ୍ୱର,୧୬।୩: କଂଗ୍ରେସରୁ ୩ କ୍ରସ ଭୋଟିଂ ହୋଇଛି ଏ ନେଇ କହିଲେ ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ରମେଶ, ସୋଫିଆ, ଦାଶରଥି କ୍ରସ ଭୋଟିଂ କରିଛନ୍ତି। ଏ ନେଇ ଟେଲିଫୋନ୍ରେ AICCକୁ ଜଣାଇ ଦିଆଯାଇଛି ବୋଲି ସେ କହିଛନ୍ତି।…
ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା
ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଆସନ୍ନ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀ ଲିମ୍ବେ ମାରି (୪୦) ଙ୍କୁ…
ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ, ୬ହଜାର ଟଙ୍କା ଲାଞ୍ଚ ଦାବି….
ବରଗଡ଼,୧୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବକେୟା ରହିଥିବା ଦରମା ଉଠାଣ ପାଇଁ ଜଣେ ବିଭାଗୀୟ କର୍ମଚାରୀଙ୍କୁ…
ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ
ଭୁବନେଶ୍ୱର,୧୬।୩: ଭୋଟ ଦେଲେ ହେଲେ ମୁହଁ ଖୋଲିଲେନି ବିଧାୟିକା ସୋଫିଆ ଫିର୍ଦ୍ଦେସ। ସେ ଭୋଟ ଦେଇ ଚୁପ୍ଚାପ୍ ଚାଲି ଯାଇଥିଲେ। ଗଣମାଧ୍ୟମକୁ ପ୍ରତିକ୍ରିୟା ନ ଦେଇ ଚାଲଯାଇଥିଲେ। ଦଳୀୟ ନିଷ୍ପତ୍ତିକୁ ନେଇ ପୂର୍ବରୁ ଅସନ୍ତୋଷ ଝାଡ଼ିଥିଲେ। ସେ କହିଥିଲେ, ରାଜ୍ୟ ସଭା…
ମତଦାନ ପରେ ଏମିତି କହିଲେ ଦାଶରଥି, ମୋ ଘର ପାହାଡ଼ ଉପରେ…
ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନ ପାଇଁ ସେମବାର ମତଦାନ ଚାଲିଛି। ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଭୋଟ ଦେଇଛନ୍ତି। ଏହି ସମୟରେ ସେ କହିଛନ୍ତି, ପିସିସି ସଭାପତି ଯାହାକୁ କହିଲେ ତାଙ୍କୁ ଭୋଟ ଦେଇଛି। ଯାହାଙ୍କୁ ନିର୍ଣ୍ଣୟ କରିଥିଲି…
ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ
ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା କହିଛନ୍ତି। ଦୀର୍ଘ ବର୍ଷ ଧରି କର୍ମଚାରୀମାନେ କାର୍ଯ୍ୟ କରୁଥିଲେ ବି ଉପଯୁକ୍ତ ଦରମା…
CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି, ଆବେଦନର ସମୟ ସୀମା…
ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି । ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି । ଏନେଇ…

