ମେଷ ରାଶିରେ ସୂର୍ଯ୍ୟ
ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ।…
ମା’ ତାରିଣୀଙ୍କ ଚଇତିପର୍ବ
ଚଇତିପର୍ବ ମା’ ତାରିଣୀଙ୍କ ପ୍ରସିଦ୍ଧ ପର୍ବ ଭାବେ ପରିଚିତ। ଏହି ପର୍ବ ଲାଗି କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ତାରିଣୀଙ୍କ ପୀଠରେ ମୁଖରିତ ହୋଇଉଠେ। ପୂର୍ବରୁ ଏହି ପର୍ବ କେବଳ ପଣା ସଂକ୍ରାନ୍ତି ଦିନହଁି ପାଳିତ ହେଉଥିଲା। ମାତ୍ର ୧୯୩୭ ମସିହା ପରଠାରୁ…
ପଣା ସଂକ୍ରାନ୍ତି
ପଣା ସଂକ୍ରାନ୍ତିକୁ ମହାବିଷୁବ ସଂକ୍ରାନ୍ତି କୁହାଯାଏ। ସୂର୍ଯ୍ୟ ଏହି ଦିନ ବିଷୁବରେଖାରେ ଅବସ୍ଥାନ କରନ୍ତି। ବର୍ଷକ ୩୬୫ ଦିନ ହେଉ ବା ୩୫୪ ଦିନ ହେଉ ସମୟ ଧାର୍ଯ୍ୟକୁ ୧/୧, ୩୬୦୦ର ବୃତ୍ତର ଧାର୍ଯ୍ୟ ରଖାଯାଏ। ଏମିତିକି ବାର୍ହ୍ୟସୂତ୍ୟ ବର୍ଷର ମାନ…
ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୩: ୧୯୩୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ…
ରାଜ୍ୟରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮, ଖୋର୍ଦ୍ଧାରୁ ୩୪୮ ଜଣ
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…
କବିତା ଜଲାନ୍ ସିଭିଲ୍ ଆଭିଏଶନ ଡିଡିଜି
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଓଡ଼ିଶା କ୍ୟାଡର୍ ଆଇପିଏସ୍ କବିତା ଜଲାନ୍ଙ୍କୁ ବ୍ୟୁରୋ ଅଫ୍ ସିଭିଲ୍ ଆଭିଏଶନ୍ (ବେସାମରିକ ଜାହାଜ ଚଳାଚଳ) ଡିଡିଜି ଭାବେ ନୂଆ ନିଯୁକ୍ତି ମିଳିଛି। ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ଏହି ପଦବୀରେ ଯୋଗ ଦେବେ। ଜଲାନ୍ଙ୍କ ଡେପୁଟେଶନ ନେଇ ଗତ…
ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ବରିଷ୍ଠ ଚଳଚ୍ଚିତ୍ର, ଟିଭି, ବେତାର ଓ ମଞ୍ଚ ଅଭିନେତା, ନିର୍ଦ୍ଦେଶକ ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ବିଜେତା ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ମଙ୍ଗଳବାର ପରଲୋକ ହୋଇଛି। ତାଙ୍କ ପରଲୋକରେ କଳାହାଣ୍ଡି କଳା ଜଗତରେ ଗଭୀର ଶୋକର…
ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ ମଧ୍ୟ…
ଓଏସ୍ଏଲ୍ଏସ୍ଏ ସଦସ୍ୟ ସଚିବ ଭାବେ ଦାୟିତ୍ୱ ନେଲେ ବିଦ୍ୟୁତ୍ ମିଶ୍ର
କଟକ ଅଫିସ,୧୪ା୪: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ)ର ସଦସ୍ୟ ସଚିବ ଭାବେ ବିଦ୍ୟୁତ୍ କୁମାର ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କଟକସ୍ଥିତ ବିଭାଗୀୟ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରି ଜ୍ୟୋତି ରଞ୍ଜନ ଦାଶ ଓ କମଳାକାନ୍ତ କର…
ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା ନିର୍ବାଚନମଣ୍ଡଳୀସ୍ତରରେ କୋଭିଡ୍ ନିୟମ ଅନୁଯାୟୀ ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା। ଏହାକୁ ବିଜେଡି ମଧ୍ୟ ପ୍ରସଙ୍ଗ କରି ଭାଜପା ଉପରେ ବର୍ଷିଛି। ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା…
ୟାକୁବଙ୍କୁ ୭ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ, ୧୪।୪: ଏସ୍ସିବିରୁ ଫେରାର ଗ୍ୟାଙ୍ଗ୍ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍ ସୋମବାର ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ନିଲମ୍ବିତ କନଷ୍ଟେବଳ ମହମ୍ମଦ ମୌସୁମ୍ଙ୍କ ଅଭିଯୋଗକ୍ରମେ ରୁଜୁ ହୋଇଥିବା…
Archives


