ରାଜ୍ୟ

ଭିଜିଲାନ୍ସ ଜାଲରେ ୪୨୪ ବାବୁ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗତ ୬ ବର୍ଷ ମଧ୍ୟରେ ୪୨୪ ସରକାରୀ କର୍ମଚାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି। ସାଧାରଣ ପ୍ରଶାସନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୪ରୁ ୨୦୨୦ ଅଗଷ୍ଟ ୩୧ ମଧ୍ୟରେ...

ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ଆକ୍ରାନ୍ତ ହୋଇଥିବା ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ ଟୁଇଟ୍‌ରେ କହିଛନ୍ତି, ତାଙ୍କଠାରେ କରୋନା ଲକ୍ଷଣ ଦେଖା ଦେବାରୁ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ୍‌ ଆସିଛି। ସେ ସୁସ୍ଥ...

ଆର୍ଥିକ ମେରୁଦଣ୍ଡ ଦୋହଲାଉଛି ବିପର୍ଯ୍ୟୟ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗୋଟିଏ ପରେ ଗୋଟିଏ ବିପର୍ଯ୍ୟୟ ବ୍ୟକ୍ତିଗତ ଓ ସାମଗ୍ରିକ ବିକାଶ କ୍ଷେତ୍ରରେ ଏକ ବିରାଟ ଅନ୍ତରାୟ ସୃଷ୍ଟି କରୁଛି। କେବଳ ବାତ୍ୟା ନୁହେଁ, ବନ୍ୟା,...

ବନବିଭାଗ ହାତରେ ବାଘଛାଲ ରାକେଟ: ୪ ଗିରଫ

ନବରଙ୍ଗପୁର,୧୩।୯(ବି.ପ୍ର.)-ନବରଙ୍ଗପୁର ବନାଞ୍ଚଳ ପକ୍ଷରୁ ଚଢାଉ କରାଯାଇ ୨ଟି ସ୍ଥାନରୁ ୩ଟି ବାଘଛାଲ, ୨ ବାଇକ, ୪ଟି ମୋବାଇଲ ଜବତ କରାଯାଇଛି। ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଖାତିଗୁଡା ଥାନା ଅଧୀନ ବରିଗୁଡା ଗ୍ରାମର ଗୁପ୍ତ...

୪.୭୯ କୁଇଣ୍ଟାଲ ଗଞ୍ଜେଇ, ୯.୭୭ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର,୧୩ା୯ (ବ୍ୟୁରୋ)/ ସୁବର୍ଣ୍ଣପୁର (ନି.ପ୍ର) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଉଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ଧରିଛି। ରବିବାର ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅଞ୍ଚଳରୁ ୪.୭୯ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ର଼୍ୟାକେଟରେ ସଂପୃକ୍ତ ୪...

ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯,...

ତାଳଚେର ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟୁଇଟ କରି ସେ ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ କରୋନା ଟେଷ୍ଟ କରାଇବାକୁ ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଗତକାଲି କେନ୍ଦ୍ରାପଡା...

ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ...

ଆଉ ନାହାନ୍ତି ବର୍ଷୀୟାନ ଅଭିନେତା ଅଜିତ ଦାସ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ୨୦୨୦ କେବଳ ବଲିଉଡ୍‌ ପାଇଁ ନୁହେଁ ବରଂ ଓଲିଉଡ୍‌ ପାଇଁ କଳାବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। କିଛି ଦିନ ପୂର୍ବରୁ ବର୍ଷୀୟାନ୍‌ ଅଭିନେତା ବିଜୟ ମହାନ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ରବିବାର ଅଜିତ ଦାସ ପରପାରିକୁ ଚାଲିଯାଇଥିବା...

ଥମୁନି ହାତୀ-ମଣିଷ ଲଢ଼େଇ: ୧୧ ବର୍ଷରେ ଗଲାଣି ୨୧ଜୀବନ

ଖୋର୍ଦ୍ଧା ଅଫିସ,୧୩।୯: ଖୋର୍ଦ୍ଧା ବନଖଣ୍ଡରେ ଥମୁନି ହାତୀ-ମଣିଷ ଲଢ଼େଇ। ଗତ ୧୧ବର୍ଷରେ ହାତୀ ଆକ୍ରମଣରେ ୨୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ବର୍ଷରେ ୭ଟି ହାତୀଙ୍କ ମୃତ୍ୟୁ ହୋଇଥିବା ବନବିଭାଗ ସୂତ୍ରରୁ ଜଣାପଡ଼ିଛି। ସୂଚନାଥାଉ କି, କିଛି ବର୍ଷ ପୂର୍ବେ ଚନ୍ଦକା...

ମୋଦିଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳନ କରିବ ଭାଜପା

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଆସନ୍ତା ୧୭ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ସପ୍ତାହକୁ ଭାଜପା ପକ୍ଷରୁ ଦେଶବ୍ୟାପୀ ସେବା ସପ୍ତାହ ଭାବେ ପାଳନ କରାଯିବ । ଏହି ସପ୍ତାହରେ ଭାଜପା...

ଆଇଆଇଟି ବମ୍ବେରେ ପଢ଼ିବାକୁ ଲକ୍ଷ୍ୟ: ଜେଇଇ ମେନ୍‌ର ଦୁଇ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୧୩।୯(ବ୍ୟୁରୋ): ଜେଇଇ ମେନ୍‌ ପରୀକ୍ଷାରେ ଓଡ଼ିଶାର ସୌରଭ ସୌମ୍ୟକାନ୍ତ ଦାଶ ରାଜ୍ୟ ଟପ୍ପର ହୋଇଛନ୍ତି। ସେ ୯୯.୯୯ ପର୍ସେଣ୍ଟାଇଲ ରଖିବା ସହିତ ସର୍ବଭାରତୀୟ ସ୍ତରରେ ୧୨୮ ର଼୍ୟାଙ୍କ ହାସଲ କରିଛନ୍ତି। ନିଜର ସଫଳତାକୁ ନେଇ ସୌରଭ କହିଛନ୍ତି, କମ୍ପିଟିଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri