ଆସନ୍ତାକାଲି ଏନ୍ଇଇଟି: ପରୀକ୍ଷା ଦେବେ ୩୭,୪୫୯ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୨।୯(ବ୍ୟୁରୋ) – ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ ହେବ। ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଅନୁଗୋଳର ୮୩ଟି ସେଣ୍ଟରରେ...
ଏଣିକି ବଜାରରେ ମିଳିବ କରୋନା ଔଷଧ
ଭୁବନେଶ୍ୱର, ୧୨।୯(ବ୍ୟୁରୋ)- ଏଣିକି ବଜାରରେ କରୋନା ଔଷଧ ମିଳିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଫାଭିପିରାଭିର୍ ଟାବ୍ଲେଟ୍ ଓ ରେମ୍ଡେସିଭିର ଇଞ୍ଜେକ୍ସନ ବିକ୍ରି ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ପକ୍ଷରୁ ଅନୁମତି ଦିଆଯାଇଛି। ଏହି...
ପାଟଣାଗଡ ବିଧାୟକଙ୍କୁ କରୋନା
ଭୁବନେଶ୍ୱର,୧୨।୯(ବ୍ୟୁରୋ)-ପାଟଣାଗଡ ବିଧାୟକ ସରୋଜ କୁମାର ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିିଭ ଆସିଛି। ଶନିବାର ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି। ତାଙ୍କ ସଂସ୍ସର୍ଶରେ ଆସିଥିବା...
କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାରଙ୍କୁ କରୋନା
ଭୁବନେଶ୍ୱର ୧୨।୯(ବ୍ୟୁରୋ)-ଓଡିଶା ନୂତନ ପ୍ରଭାରୀ ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କର କୋଭିଡ-୧୯ ପରୀକ୍ଷାରେ ପେଜିଟିଭ ଆସିଛି। ଯେଉଁମାନେ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ...
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୮୧, କଟକରୁ ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ...
ଭୁବନ ଥାନାରେ ପଶିଲା କରୋନା : ୮ କର୍ମଚାରୀ ପଜିଟିଭ ଚିହ୍ନଟ
ଭୁବନ,୧୨।୯(ଡି.ଏନ.ଏ)-ଢେଙ୍କାନାଳ ଜିଲା ଭୁବନ ଥାନାର ୮ ଜଣ କର୍ମଚାରୀ ଶନିବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶୁକ୍ରବାର ଜଣେ କନେଷ୍ଟବଳ ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ଥାନାର ସମସ୍ତ କର୍ମଚାରୀ ଶନିବାର ଭୁବନ ଡାକ୍ତରଖାନାରେ ଆଣ୍ଟିଜେନ ଟେଷ୍ଟ କରିଥିଲେ। ସେଥିରୁ ୮...
ଭୁବନେଶ୍ୱରରୁ ଆଜି ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କଣ୍ଟାକ୍ଟ ୨୯୮
ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୮୨ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...
ଯୁକ୍ତ୨ କଳା: ଖାତା ରିଚେକିଂ ଆବେଦନ ଆରମ୍ଭ
ଭୁବନେଶ୍ୱର, ୧୨। ୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଖାତା ରିଚେକିଂ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ସିଏଚ୍ଏସ୍ଇ ୱେବ୍ସାଇଟ୍ରେ ଅନ୍ଲାଇନ୍ରେ ଆବେଦନ...
ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ‘ଭିକୁ ସେଠ୍’
ଚୌଦ୍ୱାର,୧୨।୯(ଡି.ଏନ୍.ଏ.): ପରଲୋକରେ ଲୋକପ୍ରିୟ ଯାତ୍ରା କଳାକାର ଭିକୁ ସେଠ୍ ଓରଫ ମହେନ୍ଦ୍ର ଦାସ। ଶନିବାର ସକାଳେ ଛାତିରେ ଯନ୍ତ୍ରଣା ହେବା ପରେ ଚୌଦ୍ୱାରରୁ କଟକ ନେବା ବାଟରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ମୃତ୍ୟୁ ବେଳକୁ ତାଙ୍କୁ...
ଏସ୍ଆର୍ସିଙ୍କ ପୂଜା ଗାଇଡ୍ଲାଇନ୍କୁ ଚ୍ୟାଲେଞ୍ଜ
କଟକ ଅଫିସ,୧୨। ୯: ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି)ଙ୍କ ପୂଜା ଗାଇଡ୍ଲାଇନକୁ ଚ୍ୟାଲେଞ୍ଜ କରି ଶୁକ୍ରବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ବାଲୁବଜାର ପୂଜା କମିଟି ପକ୍ଷରୁ ଏହି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ସହରର ଅନ୍ୟ...
୫ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ମାଲକାନଗିରି,...
ନୂତନ ଶିକ୍ଷାନୀତି ଓ୍ବେବ୍ସାଇଟ୍ ଉନ୍ମୋଚନ କଲେ ରାଜ୍ୟପାଳ
ଭୁବନେଶ୍ୱର, ୧୨। ୯ (ବ୍ୟୁରୋ): ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ନୂତନ ଶିକ୍ଷାନୀତି ଜାଗରଣ ଅଭିଯାନ ‘My NEP’ ପ୍ରତିଯୋଗିତାର ଓ୍ବେବ୍ସାଇଟ୍ ‘www.mynep.in’କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଉନ୍ମୋଚନ କରିଛନ୍ତି। ଶୁକ୍ରବାର ରାଜଭବନ ପରିସରରେ...
Archives


