ଅମାନିଆଙ୍କୁ ଧରିବ ସିସି କ୍ୟାମେରା
ଭୁବନେଶ୍ୱର, ୧୧।୪(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନ୍ ତଣ୍ଟି ଚିପିଲାଣି। ତଥାପି ଚେତୁନାହାନ୍ତି ରାଜଧାନୀର ଅମାନିଆ। କମିଶନରେଟ ପୋଲିସର ଘନ ଘନ ଚଢ଼ାଉ, ମୋଟା ଅଙ୍କର ଜରିମାନା ସହ ସିଲ୍ ଅଭିଯାନ ଜାରି ରହିଥିଲେ ମଧ୍ୟ ଖାତିର କରୁନାହାନ୍ତି ସେମାନେ। ଏପଟେ ମାସ୍କ…
ଇଡ୍କୋ ଅପାରଗତା ଶିଳ୍ପାୟନରେ ବାଧକ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନକୁ ଆଗକୁ ନେବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ଜମି ଅଧିଗ୍ରହଣ ଏ ଦିଗରେ ବଡ଼ ସମସ୍ୟା ହୋଇ ଛିଡ଼ାହୋଇଛି। ଜମି ଅଧିଗ୍ରହଣ ସମସ୍ୟା ଦୂର କରିବାକୁ ସରକାର ଲ୍ୟାଣ୍ଡ ବ୍ୟାଙ୍କ ଗଠନ ଲାଗି ନିଷ୍ପତ୍ତି ନେଇଛନ୍ତି।…
ଭିତରକନିକାରେ ଡଲ୍ଫିନ ସଂଖ୍ୟା ବଢ଼ିଲା
କେନ୍ଦ୍ରାପଡ଼ା ଅଫିସ,୧୧। ୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୩ ବର୍ଷ ଧରି କ୍ରମାଗତ ହ୍ରାସ ପାଉଥିବା ଡଲ୍ଫିନଙ୍କ ସଂଖ୍ୟା ଚଳିତ ବର୍ଷ ଆଶାତୀତ ଭାବେ ବୃଦ୍ଧି ପାଇଛି। ଏହି ସାମୁଦ୍ରିକ ଅଞ୍ଚଳରେ ମୋଟ୍ ୩ ପ୍ରଜାତିର ୩୪୨ ଡଲ୍ଫିନ ଥିବା…
ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା
ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ…
ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା
ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ…
ମାଣ୍ଡିଆକେକ୍ ପ୍ରସ୍ତୁତି ପ୍ରଣାଳୀକୁ ସ୍ବୀକୃତି
ସମ୍ବଲପୁର,୧୧।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍ୟୁ)କୁ ଆଉ ଏକ ସଫଳତା ମିଳିଛି। ହୋମ୍ ସାଇନ୍ସର ପିଜି ଓ ସ୍କୁଲ ଅଫ କେମେଷ୍ଟ୍ରି ବିଭାଗର ମିଳିତ ମାଣ୍ଡିଆ ପ୍ରସ୍ତୁତିି ପ୍ରଣାଳୀକୁ ଜାତୀୟ ସ୍ତରରେ ମାନ୍ୟତା ମିଳିଛି। ଭାରତୀୟ ପ୍ରଣାଳୀ ଅଫିସ ଭାରତ ସରକାରଙ୍କ ପକ୍ଷରୁ…
୧୫ ଯାଏ ଝଡ଼ବର୍ଷା
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…
୧୪ ଭକ୍ତଙ୍କୁ ନେଇ ଚଡ଼କମେଳା
ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା ୪ର୍ଥ ଅର୍ଘ୍ୟ। ଏହି ଅବସରରେ ମହାଦେବଙ୍କଠାରେ ଶ୍ରେଷ୍ଠ ଭକ୍ତ ଉପବୀତଧାରୀ ପାଟଭକ୍ତ, ଦେଉଳିଆ ଓ…
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୭୧ ଜଣ ଲୋକାଲ କେସ୍ ଥିବା…
ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି…
ପାରଦ ବଢ଼ାଉଛି ପାଣି ଚିନ୍ତା
ବଇଣ୍ଡା,୧୧ା୪: ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ମାସାଧିକ ହେଲା ଜଙ୍ଗଲ ଜଳୁଛି। ଫଳରେ ତାପମାତ୍ରାରେ ନିୟମିତ ବୃଦ୍ଧି ପରିଲକ୍ଷିତ ହେଉଛି। ଦିନକୁ ଦିନ ପାରଦ ଉପରମୁହାଁ ହେଉଥିବାରୁ ବହୁ ଗାଁରେ ପିଇବା ପାଣି ଚିନ୍ତା ବଢ଼ିଯାଇଛି। କିନ୍ତୁ ଗ୍ରୀଷ୍ମ ମୁକାବିଲା ଦିଗରେ ଏ ଯାଏ…
ବଦଳୁନି ଆପରାଧିକ ମନୋଭାବ
ଅନୁଗୋଳ ଅଫିସ, ୧୧ା୪: ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ ଅଭ୍ୟାସଗତ…
Archives


